ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ଅନୁଷ୍ଠାନରୁ ୬ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୨୯।୬: ରାଜ୍ୟରେ ସୋମବାର ୨୪୫ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ କଟକ ଜିଲାରୁ ଅଛନ୍ତି ୭ଜଣ। ଏମାନଙ୍କ ମଧ୍ୟରେ କଟକସ୍ଥିତ ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ଅନୁଷ୍ଠାନରୁ ୬ ପଜିଟିଭ ରହିଛନ୍ତି। ୪ ରୋଗୀ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଜଣେ ଆହାର କେନ୍ଦ୍ର କର୍ମଚାରୀ ଏବଂ ଅନ୍ୟ ଜଣେ ହସ୍ପିଟାଲ ଆଟେଣ୍ଡାଣ୍ଟ ବୋଲି ଜଣାପଡ଼ିଛି।
ପ୍ରକାଶ ଯେ, ଗତ ରବିବାର ଏହି ହସ୍ପିଟାଲରୁ ୨ ନର୍ସ କରୋନା ଆକ୍ରାନ୍ତ ହୋଇଥିଲେ। ସେହିପରି ଗତ ୨୪ ତାରିଖରେ ଆଉ ଜଣେ ୨୯ ବର୍ଷୀୟ ରୋଗୀଙ୍କ କରୋନା ପଜିଟିଭ ଚିହ୍ନଟ ହୋଇଥିଲା। ତେବେ ଏମାନଙ୍କୁ ମିଶାଇ ସମୁଦାୟ ୯ଜଣ ଏହି ହସ୍ପିଟାଲରୁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରପାତ ନେଲା ୨ ଜୀବନ

ରାଇରଙ୍ଗପୁର/ପାଟଣା,୨ା୬(ଡି.ଏନ୍‌.ଏ./ସ୍ବ.ପ୍ର.)-ମୟୂରଭଞ୍ଜ ଓ କେନ୍ଦୁଝର ଜିଲାରେ ମଙ୍ଗଳବାର ବଜ୍ରପାତ ଘଟି ୨ ଜଣଙ୍କ ପ୍ରାଣହାନୀ ଘଟିଛି। ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅଧୀନ ମୁଣ୍ଡାକାଟି ଗ୍ରାମର...

ଦିଆସିଲ କାଠିରେ କଳାଠାକୁର

ପୁରୀ ଅଫିସ,୨୪ା୧୦: ଦୃଢ଼ ଇଚ୍ଛାଶକ୍ତି ଥିଲେ ସବୁକିଛି ସମ୍ଭବ। କାରଣ ଆଗ୍ରହ ହିଁ ସଫଳତାର ନିକଟତର କରାଏ। ଜଣେ ଯୁବଶିଳ୍ପୀ ଏଭଳି ଦୃଢ଼ ଇଚ୍ଛାଶକ୍ତି ଯୋଗୁ...

ମୋଦିଙ୍କ ସହିତ ଆଲୋଚନାରେ ସାମିଲ୍‌ ହେଲେନି କେରଳ ମୁଖ୍ୟମନ୍ତ୍ରୀ ପିନରାଇ ବିଜୟନ

ନୂଆଦିଲ୍ଲୀ,୨୭।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଦେଶର ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହିତ ଭିଡ଼ିଓ କନଫରେନ୍ସିଂରେ ଲକ୍‌ଡାଉନ୍‌ ନେଇ ଆଲୋଚନା କରିଛନ୍ତି। ଏହି ଅବସରରେ କରୋନା...

ବୋଲ ବମ୍‌ ଧ୍ୱନିରେ କମ୍ପିଲା ପଞ୍ଚଲିଙ୍ଗେଶ୍ୱର ପୀଠ

ସଜନାଗଡ଼,୨୨।୭(ଡି.ଏନ.ଏ.): ଶ୍ରାବଣ ମାସର ପ୍ରଥମ ସୋମବାର ଉତ୍ତରଓଡ଼ିଶାର ଅନ୍ୟତମ ଶୈବପୀଠ ନୀଳଗିରିସ୍ଥିତ ବାବା ପଞ୍ଚଲିଙ୍ଗେଶ୍ୱର ପୀଠରେ କାଉଡ଼ିଆମାନେ ଜଳାଭିଷେକ କରି ପୂଜାର୍ଚ୍ଚନା କରିଛନ୍ତି। ହଜାର ହଜାର...

ବିନା ଭକ୍ତରେ ଧବଳମୁଖୀ ବେଶରେ ମା’ ସମଲେଶ୍ୱରୀ

ବରଗଡ଼ ଅଫିସ,୧୭ା୯: ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀ ଗୁରୁବାର ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି। କୋଭିଡ୍‌-୧୯ କଟକଣାକୁ ଦୃଷ୍ଟିରେ ରଖି ଏହି ପୀଠରେ ମହାଳୟା ତିଥି...

ବିଷାକ୍ତ ହେଉଛି ଭୂତଳ ଜଳ

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ):ମାତ୍ରାଧିକ ରାସାୟନିକ ସାର ପ୍ରୟୋଗ, କ୍ଷତିକାରକ ଦ୍ରାବକ, ଶିଳ୍ପାଞ୍ଚଳ ଓ ସହରାଞ୍ଚଳରୁ ବାହାରୁଥିବା ବର୍ଜ୍ୟ ଜଳ ଯୋଗୁ ରାଜ୍ୟର ଭୂତଳ ଜଳ ବିଷାକ୍ତ ହେବାରେ ଲାଗିଛି।...

ବନ୍ୟଜନ୍ତୁକୁ ଗିଳିଲା ବୋଡ଼ା ସାପ

ବୁଗୁଡ଼ା,୧୫ା୮(ଡି.ଏନ୍‌.ଏ.)- ବୁଗୁଡ଼ା ଥାନା ମୋଟାବାଡ଼ି ନିକଟସ୍ଥ ପଡ଼ିଆରେ ବୁଧବାର ସନ୍ଧ୍ୟାରେ ଏକ ବନ୍ୟଜନ୍ତକୁ ଗିଳିବା ଅବସ୍ଥାରେ ବୋଡ଼ା ସାପକୁ ଦେଖିବାକୁ ମିଳିଛି। ଲୋକେ ବିଲରେ କାମ...

ଭୁବନ ଏନ୍‌ଏସି ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ

ଭୁବନ,୩୧।୮(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସି ପକ୍ଷରୁ ଶନିବାର ସ୍ବାୟତ୍ତ ଶାସନ ଦିବସ ପାଳିତ ହୋଇଯାଇଛି। ଭୋର ୫ଟାରେ ପ୍ରଭାତ ଫେରି କରାଯାଇଥିବା ବେଳେ ପୂର୍ବାହ୍ନ...

Play 250+ Trending Games
Archives

Model This Week

Why Dharitri