ରାଇକିଆରୁ ଜଣେ କରୋନା ଯୋଦ୍ଧା ସମେତ ୪ ପଜିଟିଭ ଚିହ୍ନଟ

ରାଇକିଆ,୧୭।୫(ଡି.ଏନ୍‌.ଏ.): କନ୍ଧମାଳ ଜିଲାରୁ ଶୁକ୍ରବାର ୭ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୪ଜଣ ରାଇକିଆ ବ୍ଲକର। ତିନି ଜଣ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ବେଳେ ଅନ୍ୟ ଜଣେ ରାଇକିଆ ଥାନାର କରୋନା ଯୋଦ୍ଧା ବୋଲି ଜଣାପଡ଼ିଛି। ଗତ ଏକ ସପ୍ତାହ ହେଲା ରାଇକିଆ ସହର ସମେତ ୧୩ଟି ଗ୍ରାମ କଣ୍ଟେନମେଣ୍ଟ ଜୋନ୍‌ ଭାବେ ଭାବେ ଚିହ୍ନଟ ହୋଇଛି। ରାଇକିଆ ଥାନାକୁ ଅଗ୍ନିଶମ ବିଭାଗ ତରଫରୁ ସାନିଟାଇଜ୍‌ କରାଯାଇଛି। ଆକ୍ରାନ୍ତଙ୍କ ଚିହ୍ନଟ ପରେ କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ କାଚ ଭାଙ୍ଗି ଜାଳିଦେଲେ …

ରାଉରକେଲା,୨୬।୧୨: ସୁନ୍ଦରଗଡ଼ ଜିଲା ଟାଙ୍ଗାରପାଲି ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। କେତେକ ଦୁର୍ୱୃତ୍ତ ଏକ ଯାତ୍ରୀବାହୀ ବସ୍‌ର କାଚ ଭାଙ୍ଗି ଜାଳି...

୭ ଦଫା ଦାବି ନେଇ ରାଜରାସ୍ତାକୁ ଓହ୍ଲାଇଲା କୃଷକ ସଙ୍ଗଠନ: ପଦ୍ମପୁର ବନ୍ଦ ଡାକରା

ପଦ୍ମପୁର,୨୬।୧୨(ପ୍ରଦୀପ୍ତ ଦାଶ):ଚଳିତ ବର୍ଷ ରାଜ୍ୟ ସରକାରଙ୍କ ଧାନ ସଂଗ୍ରହ ନୀତି ବାଟବଣା ହୋଇଯାଇଛି। ଡବଲ ଇଞ୍ଜିନ ଲୋକଙ୍କ ସରକାର କହି କହି କେବଳ ବାହାସ୍ଫୋଟ ମାରୁଛନ୍ତି।...

ଜଳସମ୍ପଦ କର୍ମଚାରୀଙ୍କ ଦାନ ଅର୍ଥରେ ଚାଲିଛି ଅଞ୍ଚଳବାସୀଙ୍କ ସେବା, ଆଗାମୀ ଦିନରେ…

ଭଞ୍ଜନଗର,୨୬ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳସମ୍ପଦ ବିଭାଗ କର୍ମଚାରୀମାନେ ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି। କର୍ମଚାରୀମାନେ ୨୦୧୦ରେ ମିଶି ଭଞ୍ଜନଗର ଜଳସେଚନ ବିଭାଜନ କର୍ମଚାରୀ...

ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରା ଲୁଦୁ ଜଳପ୍ରପାତ, ୧୦୦ ଫୁଟ ଉପରୁ ପଡୁଛି ପାଣି, ଯିବାକୁ ଚାହୁଁଥିଲେ ଜାଣନ୍ତୁ…

ରାଇକିଆ,୨୬ା୧୨(ପ୍ରଦୀପ ବେହେରା): ରାଜ୍ୟର ପ୍ରମୁଖ ଜଳପ୍ରପାତଗୁଡ଼ିକ ମଧ୍ୟରୁ ଅନ୍ୟତମ ହେଉଛି କନ୍ଧମାଳ ଜିଲାର ଲୁଦୁ ଜଳପ୍ରପାତ। ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ଏହି ଜିଲାର ବିଭିନ୍ନ ପର୍ଯ୍ୟଟନସ୍ଥଳୀ...

ଜୀବିକା ଆଗରେ ଫିକା ପଡ଼ିଛି ହାଡ଼ଭଙ୍ଗା ଶୀତ, ପନିପରିବା ଧରି ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

ରାଇକିଆ,୨୬ା୧୨(ପ୍ରଦୀପ ବେହେରା): କନ୍ଧମାଳ ଜିଲାରେ ଲାଗି ରହିଛି ହାଡ଼ଭଙ୍ଗା ଶୀତ। କିଛିଦିନ ଧରି କ୍ରମାଗତ ତାପମାତ୍ରା କମ୍‌ ରହିବା ସହ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି।...

ଶୀତ ଲହରି ଜାରି, ଗାଡ଼ି ଚଳାଚଳରେ ବାଧକ ସାଜିଛି କୁହୁଡ଼ି

ଦାରିଙ୍ଗବାଡ଼ି,୨୬ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଶୀତ ଲହରି ଜାରି ରହିଛି। ଶୁକ୍ରବାର ତାପମାତ୍ରା ୬.୫ ଡିଗ୍ରୀ ରହିଛି। ତେବେ କୁହୁଡି ଯୋଗୁ ଶୀତ...

ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କ ପରଲୋକ, ୨୦୦୪ ରୁ ୨୦୦୯ ଯାଏଁ ଥିଲେ….

ଭୁବନେଶ୍ବର,୨୬।୧୨:  ପୂର୍ବତନ ବିଧାୟିକାଙ୍କ ପରଲୋକ । କୋରେଇର ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କର ଦେହାନ୍ତ ହୋଇଛି । ଭୁବନେଶ୍ବର ସ୍ଥିତ ବାସଭବନରେ ପରଲୋକ ହୋଇଥିବା ସୂଚନା...

ବଡ଼ଧରଣର ଭିଜିଲାନ୍ସ ରେଡ୍: ଏକକାଳୀନ ଫରେଷ୍ଟରଙ୍କ ୫ଟି ଠିକଣାରେ ଚଢ଼ାଉ

ଭୁବନେଶ୍ୱର,୨୬।୧୨: ଆୟ ବହିର୍ଭୂତ ସମ୍ପତ୍ତି (DA) ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ ଶୁକ୍ରବାର କୋରାପୁଟ ଫରେଷ୍ଟ ଡିଭିଜନ୍‌ର ଫରେଷ୍ଟର ନିରଞ୍ଜନ ଶତପଥୀଙ୍କର ୫ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri