ରାଇକିଆରୁ ଜଣେ କରୋନା ଯୋଦ୍ଧା ସମେତ ୪ ପଜିଟିଭ ଚିହ୍ନଟ

ରାଇକିଆ,୧୭।୫(ଡି.ଏନ୍‌.ଏ.): କନ୍ଧମାଳ ଜିଲାରୁ ଶୁକ୍ରବାର ୭ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୪ଜଣ ରାଇକିଆ ବ୍ଲକର। ତିନି ଜଣ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ବେଳେ ଅନ୍ୟ ଜଣେ ରାଇକିଆ ଥାନାର କରୋନା ଯୋଦ୍ଧା ବୋଲି ଜଣାପଡ଼ିଛି। ଗତ ଏକ ସପ୍ତାହ ହେଲା ରାଇକିଆ ସହର ସମେତ ୧୩ଟି ଗ୍ରାମ କଣ୍ଟେନମେଣ୍ଟ ଜୋନ୍‌ ଭାବେ ଭାବେ ଚିହ୍ନଟ ହୋଇଛି। ରାଇକିଆ ଥାନାକୁ ଅଗ୍ନିଶମ ବିଭାଗ ତରଫରୁ ସାନିଟାଇଜ୍‌ କରାଯାଇଛି। ଆକ୍ରାନ୍ତଙ୍କ ଚିହ୍ନଟ ପରେ କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନୁଦାନରୁ ବଞ୍ଚିତ ଅଧ୍ୟାପକମାନଙ୍କ ସମନ୍ୱୟ ସମିତି ବୈଠକ: ସରକାରୀ ପ୍ରତିଶ୍ରୁତିକୁ ନେଇ କ୍ଷୋଭ

ଭୁବନେଶ୍ୱର/ମହାକାଳପଡ଼ା,୨୦ା୮: ରାଜ୍ୟର ଅନୁଦାନରୁ ବଞ୍ଚିତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀମାନଙ୍କୁ ନେଇ ଭୁବନେଶ୍ୱର ସ୍ଥିତ ଆର୍ଯ୍ୟ ମନ୍ଦିରଠାରେ ଏକ ଗୁରୁତ୍ୱପୂର୍ଣ୍ଣ ସମନ୍ୱୟ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି।…

ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ବିଧାନସଭା ଗୃହ କମିଟି: ବିକାଶ କାର୍ଯ୍ୟର…

ପୁରୁଷୋତ୍ତମପୁର,୨୦ା୮(ସବିତା ମିଶ୍ର): ଓଡ଼ିଶା ବିଧାନସଭା ଗୃହ କମିଟି (ସବମିସନ୍) ଗଞ୍ଜାମ ଜିଲା ଗସ୍ତରେ ଆସିଥିବା ଅବସରରେ ଗୁରୁବାର ସନ୍ଧ୍ୟାରେ ମା’ ତାରାତାରିଣୀଙ୍କ ପୀଠ ପରିଦର୍ଶନ କରିଛନ୍ତି। କମିଟି…

ଥୁଆମୂଳ ରାମପୁରରେ ରାସନ ଚାଉଳ ଓଜନରେ ହେରଫେର୍: ଏମ୍‌ଆଇଙ୍କ ତଦନ୍ତ ପରେ ମେସିନ୍ ବନ୍ଦ, ବଳକା ଚାଉଳ ଯାଉଛି କୁଆଡ଼େ?

ଥୁଆମୂଳ ରାମପୁର,୨୦ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତରେ ପିଡିଏସ (PDS) ରାସନ ଚାଉଳ ଓଜନରେ ବ୍ୟାପକ ହେରଫେର୍ ନେଇ ଗୁରୁବାର ଗୁରୁତର ଅଭିଯୋଗ ସାମ୍ନାକୁ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଜେଲ କର୍ମଚାରୀଙ୍କ ପୋଷାକ ଭତ୍ତା ୨ ଗୁଣା ବୃଦ୍ଧି

ଭୁବନେଶ୍ୱର,୨୦।୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ଜେଲ କର୍ମଚାରୀ ଏବଂ ଅଧିକାରୀଙ୍କ ବାର୍ଷିକ ପୋଷାକ ଭତ୍ତାକୁ ୨ ଗୁଣା ବୃଦ୍ଧି…

ଘରୋଇ ବସ୍‌ର ଦାଦାଗିରି: ହାଇଦ୍ରାବାଦରୁ ଟିକେଟ୍ କାଟିଥିବା ଯାତ୍ରୀଙ୍କୁ ଅଧା ରାସ୍ତାରେ ଓହ୍ଲାଇଦେଲେ,ଆମପାଣିରେ…

କୋକସରା,୨୦ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଘରୋଇ ବସ୍ କର୍ମଚାରୀଙ୍କ ଦବଙ୍ଗଗିରି। ପୂରା ରାସ୍ତାର ଟିକେଟ୍ କାଟି ଅଧା ବାଟରେ ଯାତ୍ରୀଙ୍କୁ ଓହ୍ଲାଇ ଦେବା ଭଳି ଅଭାବନୀୟ ଦୃଶ୍ୟ ଗୁରୁବାର…

ଅସହାୟ ପରିବାରର କରୁଣ କାହାଣୀ: ବାପାଙ୍କ ଦଶାହ କାର୍ଯ୍ୟ ପାଇଁ ଭିକ୍ଷା ମାଗୁଛନ୍ତି ଦୁଇ ଝିଅ-ପୁଅ

ଦିଗପହଣ୍ଡି,୨୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା (୪୯)ଙ୍କ ଗତ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଛି।…

ଏହି ଜିଲାରେ ବନ୍ଦ ରହିବ ୨୦୫ ସ୍କୁଲ, ୨୬୫ ଅଙ୍ଗନୱାଡି କେନ୍ଦ୍ର, ଜାଣନ୍ତୁ

ଭଦ୍ରକ,୨୦।୮(ସନାତନ ରାଉତ): ଭଦ୍ରକ ଜିଲାରେ ଜାରି ରହିଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଶୁକ୍ରବାର ୪ ବ୍ଲକର ୨୦୫ ସ୍କୁଲ ଓ ୨୬୫ ଅଙ୍ଗନୱାଡି କେନ୍ଦ୍ର ବନ୍ଦ…

ଭଷ୍ମାରେ ଭୟାବହ ସଡ଼କ ଦୁର୍ଘଟଣା: ଟ୍ରଲର ଚକା ତଳେ ଚାଲିଗଲା ମହିଳାଙ୍କ ସମେତ ୨ ଶିଶୁଙ୍କ ଜୀବନ

ସୁନ୍ଦରଗଡ଼,୨୦।୮(ଜୟ ନାରାୟଣ ମେଣ୍ଡୁଳି): ରାଉରକେଲା-ସମ୍ବଲପୁର ବିଜୁ ଏକ୍ସପ୍ରେସ୍‌ୱେ’ର ସୁନ୍ଦରଗଡ଼ ଜିଲା ଭଷ୍ମା ପେଟ୍ରୋଲ ପମ୍ପ ନିକଟରେ ଗୁରୁବାର ସନ୍ଧ୍ୟା ପ୍ରାୟ ୭ଟା ସମୟରେ ଏକ ମର୍ମନ୍ତୁଦ ସଡ଼କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri