୪ ନାଲ୍‌କୋ କର୍ମଚାରୀଙ୍କୁ କରୋନା

ବଅଁରପାଳ,୨୩ା୭(ଡି.ଏନ୍‌.ଏ.): ନାଲ୍‌କୋ କଲୋନୀ ଅଞ୍ଚଳରେ ପୂର୍ବରୁ କରୋନାରୁ ଜଣେ ଡିଜିଏମଙ୍କର ମୃତ୍ୟୁ ଘଟିଥିବା ବେଳେ ତାଙ୍କ ସହ ମିଳାମିଶା କରିଥିବା ୨୪୧ ଜଣଙ୍କର ସ୍ବାବ୍‌ ନମୁନା ପରୀକ୍ଷା କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୬ ଜଣଙ୍କର ପଜିଟିଭ୍‌ ବାହାରିଥିଲା। ପୁନଶ୍ଚ ଗତ ୧୯ ତାରିଖରେ ତାଙ୍କ ସଂସ୍ପର୍ଶରେ ଆସିଥିବା ୧୧୯ ଜଣଙ୍କର ସ୍ବାବ୍‌ ପରୀକ୍ଷା କରାଯାଇଛି। ସେମାନଙ୍କ ମଧ୍ୟରୁ ୪ ନାଲ୍‌କୋ କର୍ମଚାରୀଙ୍କ ପଜିଟିଭ୍‌ ରିପୋର୍ଟ ଆସିଛି। ଏହା ପରେ ନାଲ୍‌କୋ ଅଞ୍ଚଳର ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ଏପରିକି ବୁଧବାର ରାତିରୁ ନାଲ୍‌କୋ ପ୍ରଶାସନ ପକ୍ଷରୁ ଉକ୍ତ ଅଞ୍ଚଳକୁ ସିଲ୍‌ କରି ଦିଆଯାଇଛି। ଅନ୍ୟପକ୍ଷରେ ଜଣେ ସଂକ୍ରମିତ ରୋଗୀ ନାଲ୍‌କୋ ହସ୍ପିଟାଲରେ ବୁଲାବୁଲି କରିଥିବାରୁ କର୍ମଚାରୀମାନେ ଗୁରୁବାର ଦୀର୍ଘ ସମୟ ପର୍ଯ୍ୟନ୍ତ ଅଫିସକୁ ନ ଆସି ବାହାରେ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅର୍ଡର ଦେଲେ ଘରେ ପହଞ୍ଚତ୍ବ ରାଶନ

ଅନୁଗୋଳ ଅଫିସ, ୨୭।୩: ଲକ୍‌ଡାଉନ୍‌ ବେଳେ ବିଭିନ୍ନ ରାଶନ ସାମଗ୍ରୀ କିପରି ସହଜରେ ଲୋକଙ୍କ ପାଖରେ ପହଞ୍ଚତ୍ପାରିବ ସେଥିପାଇଁ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ...

କରୋନା ସହିତ ବିଦେଶରୁ ଭାରତକୁ ଆସିଛି ୮ ଅନ୍ୟ ଭୂତାଣୁ

ନୂଆଦିଲ୍ଲୀ,୨୭।୫: କରୋନା ମହାମାରୀ ଭାରତରେ ଥମିବାର ନାଁ ଧରୁନି। ଚାଇନାରୁ ଉହାନ ସହରରୁ ସୃଷ୍ଟି ହୋଇଥିବା କରୋନା ଭୂତାଣୁ ଏବେ ସାରା ପୃଥିବୀରେ ବ୍ୟାପି ସାରିଛି।...

ବିଷାକ୍ତ ମଦ ପିଇ ଜଣେ ମୃତ, ରାସ୍ତା ଅବରୋଧ କଲେ ଗ୍ରାମବାସୀ

ପଦ୍ମପୁର,୧୯।୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର – ପାରାପୋଖରୀ ଗ୍ରାମର ନାରାୟଣ ନାୟକ (୪୨) ମଦ ପିଇ ରବିବାର ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ...

ବରୀରୁ ଆଉ ୪ କରୋନା ପଜିଟିଭ ଚିହ୍ନଟ: ବ୍ଲକରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା୧୪ ଛୁଇଁଲା

ବରୀ,୧୬।୫(ସ୍ବ.ପ୍ର.): ଯାଜପୁର ଜିଲା ବରୀ ବ୍ଲକ ଅଞ୍ଚଳରୁ ଶନିବାର ସକାଳେ ଆଉ ୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବରୀ ବ୍ଲକରେ...

ବାପାଙ୍କ ଋଣ ଶୁଝିବାକୁ ଝିଅ ବନ୍ଧକ

ଲାଠୋର, ୩୧।୧(ଡି.ଏନ.ଏ.): ଅଗ୍ରିମ ଟଙ୍କା ନେଇ ୨୦୨୦ ନଭେମ୍ବରରେ ତେଲଙ୍ଗାନାକୁ ସ୍ତ୍ରୀଙ୍କ ସହ ଦାଦନ ଖଟିବାକୁ ଯାଇଥିଲେ ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ ଡେବରିଆମୁଣ୍ଡା ଗ୍ରାମର...

୨୦ ଲକ୍ଷ କୋଟିର ଆର୍ଥିକ ପ୍ୟାକେଜ ସମ୍ପର୍କରେ ଅପରାହ୍ନ ୪ଟାରେ ସୂଚନା ଦେବେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୩।୫: ଭାରତରେ କରୋନା ସଂକ୍ରମଣ ଯୋଗୁ ସଙ୍କଟ ଦେଖାଦେଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ଦେଶବ୍ୟାପୀ ଲକ୍‌ଡାଉନ୍‌ ମଧ୍ୟ ଜାରି ରହିଛି। ଫଳରେ ଦିନକୁ ଦିନ...

ଯାଜପୁର ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୨ରେ ପହଞ୍ଚିଲା, ସମସ୍ତେ କଟିକଟା କଣ୍ଟେନ୍‌ମେଣ୍ଟ ଅଞ୍ଚଳର

ଯାଜପୁର ଅଫିସ,୩୦।୪- ଯାଜପୁର ଜିଲାରେ ଗୁରୁବାର ଆଉ ୩ ଜଣ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। । ତେବେ ଏହାକୁ ମିଶାଇ ଜିଲାରେ ମୋଟ ସଂକ୍ରମିତ...

କରୋନା ଲକ୍ଷଣ ଅନୁଭବ କରିବାରୁ ହୋମ୍‌ ଆଇସୋଲେଶନରେ କେଜରିଓ୍ବାଲ

ନୂଆଦିଲ୍ଲୀ,୮।୬: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଜ୍ୱର ଓ ଗଳାରେ ଦରଜ ଅନୁଭବ କରିବାରୁ ଏବେ ତାଙ୍କର କରୋନା ଟେଷ୍ଟ କରାଯିବ ବୋଲି ସୂଚନା ମିଳିଛି।...

Advertisement


Archives

Model This Week