ରାଜ୍ୟରେ ଆଖି ବୁଜିଲେ ଆଉ ୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୬।୧୧(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୫୪ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଅନୁଗୋଳ ଓ କେନ୍ଦ୍ରାପଡାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବା ବେଳେ ଖୋର୍ଦ୍ଧାରୁ ୨ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୃଷ୍ଣପ୍ରସାଦରେ ଲାଗିଲା ଆଣ୍ଡାମାନ ବୋଟ

ବ୍ରହ୍ମଗିରି/କୃଷ୍ଣପ୍ରସାଦ,୨୬।୧୦(ଡି.ଏନ୍‌.ଏ.): ଆଣ୍ଡାମାନ ଦ୍ବୀପରେ ବ୍ୟବସାୟ କରୁଥିବା ଏକ ବୋଟ ସାମୁଦ୍ରିକ ଝଡ଼ରେ ବାଟବଣା ହୋଇ ଗୁରୁବାର ରାତିରେ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ଖିରିସାହି...

ଦସ୍ତାବିଜ ଦେବ ନାଗରିକତ୍ୱର ପ୍ରମାଣ

ଭୁବନେଶ୍ୱର, ୫।୯ (ବ୍ୟୁରୋ): ସୁପ୍ରିମକୋର୍ଟଙ୍କ ତତ୍ତ୍ୱାବଧାନରେ ପ୍ରସ୍ତୁତ ଆସାମର ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି)ର ଚୂଡ଼ାନ୍ତ ତାଲିକା ୩୧ ଅଗଷ୍ଟ ୨୦୧୯ରେ ପ୍ରକାଶ ପାଇଛି। ଏଥିରେ...

ଆସିଲା କୁବେର କନଷ୍ଟେବଳଙ୍କ ଆୟ ବହିର୍ଭୂତ ସମ୍ପତ୍ତି ତାଲିକା: ଠାବ ହେଲାଣି ୬ କୋଟି ୯୭ ଲକ୍ଷରୁ ଅଧିକ ସମ୍ପତ୍ତି

ଭୁବନେଶ୍ୱର,୧।୧୧(ବ୍ୟୁରୋ): ବହିଷ୍କୃତ କୋଟିପତି କନଷ୍ଟେବଳ ପ୍ରସନ୍ନ ବେହେରାଙ୍କ ଆୟ ବହିର୍ଭୂତ ସମ୍ପତ୍ତି ତାଲିକା ସୋମବାର ଭିଜିଲାନ୍ସ ଜାରି କରିଛି । ପ୍ରସନ୍ନ ୬ କୋଟି ୯୭...

ପ୍ରଧାନମନ୍ତ୍ରୀ କେୟାର ଫଣ୍ଡ ଓ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ଦାନ କଲେ ବିରୁଷ୍କା

ମୁମ୍ବାଇ: ଦେଶରେ ମହାମାରୀ କରୋନା ଭାଇରସ୍‌ ସଂକ୍ରମଣକୁ ବ୍ୟାପିବାରୁ ରୋକିବା ପାଇଁ କେନ୍ଦ୍ର ସରକାର ସାରା ଦେଶରେ ଲକ୍‌ଡାଉନ୍‌ କରିଛନ୍ତି। ଏଥିସହ କରୋନା ବିରୋଧରେ ଜାରି...

ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୦ ଛୁଇଁଲା

ଭୁବନେଶ୍ୱର,୧୪।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୦ରେ ପହଞ୍ଚିଛି। ସୋମବାର ଯାଜପୁରର ଜଣେ ବ୍ୟକ୍ତି କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଥିବା ବେଳେ ମଙ୍ଗଳବାର ଆଉ ୪ଜଣଙ୍କୁ...

ଏମ୍‌କେସିଜିରେ ପୁଣି ୨ କରୋନା ସନ୍ଦିଗ୍ଧ

ବ୍ରହ୍ମପୁର ଅଫିସ,୧୭ା୩ ଗଞ୍ଜାମ ଜିଲାରେ ଏବେ କରୋନାକୁ ନେଇ କଳ୍ପନାଜଳ୍ପନା ଲାଗିରହିଛି। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ବ୍ରହ୍ମପର ସହର ବୁଲି ବିଭିନ୍ନ ଦୋକାନ ବନ୍ଦ...

ବରିଷ୍ଠଙ୍କ ଅଭିଯୋଗ ଶୁଣି ସମସ୍ୟା ସମାଧାନ ନିର୍ଦ୍ଦେଶ ଦେଲେ ବିଧାୟକ

ଭୁବନେଶ୍ୱର, ୮।୭(ବ୍ୟୁରୋ): ଜୟଦେବ ବିହାର ଓ ସାଲିଆସାହି ବରିଷ୍ଠ ନାଗରିକଙ୍କ ଅଭିଯୋଗକୁ ଆଧାରକରି ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ ବୁଧବାର ସ୍ଥାନୀୟ ଅଞ୍ଚଳ...

ଲକ୍‌ଡାଉନ୍‌ ଯୋଗୁ ଟଙ୍କା ଉଠାଣରେ ଉପୁଜୁଥିଲା ସମସ୍ୟା, ଚୈାଦ୍ୱାରରେ ଆରମ୍ଭ ହେଲା ଭ୍ରାମ୍ୟମାଣ ଏଟିଏମ୍‌ ସେବା

ଚୌଦ୍ୱାର,୧୧ା୪(ଡି.ଏନ୍‌.ଏ.): କରୋନା ଭୟାବହତାକୁ ନଜରରେ ରଖି ସାରା ଦେଶ ତଥା ରାଜ୍ୟକୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଲକ୍‌ଡାଉନରେ ସହାରାଞ୍ଚଳଠୁ ଆରମ୍ଭ କରି ଗ୍ରାମାଞ୍ଚଳ ଲୋକେ ପ୍ରଭାବିତ...

Advertisement
Archives

Model This Week