୪ ସାଇବର ଠକଙ୍କୁ ବାନ୍ଧିଲା ପୋଲିସ: ପ୍ରି ଆକ୍ଟିଭେଟ ସିମ୍‌ ବ୍ୟବହାର କରି…

ଭୁବନେଶ୍ୱର,୯ା୪(ବ୍ୟୁରୋ): ପ୍ରି ଆକ୍ଟିଭେଟ ସିମ୍‌ ବ୍ୟବହାର କରି ଲୋକଙ୍କୁ ଠକୁଥିବା ୪ ସାଇବର ଠକଙ୍କୁ ରାଜଧାନୀରୁ ଗିରଫ କରାଯାଇଛି। ସାଇବର ଠକଙ୍କ ମଧ୍ୟରେ ସିମ୍‌ ପ୍ରୋଭାଇଡର ଓ ଅନ୍ୟ ୩ ଜଣ ଅଛନ୍ତି।
ସୂଚନାଯୋଗ୍ୟ, ଅଭିଯୁକ୍ତମାନେ ବାଲେଶ୍ବର ଜିଲା ଜଳେଶ୍ବରରୁ ଆସି କଟକରେ ଆଡ୍ଡା ଜମେଇଥିଲେ । ଏ ନେଇ ସାଇବର ଥାନା ପୋଲିସ ସୂଚନା ପାଇ ଚଢ଼ାଉ କରିଥିଲା। ଚଢାଉରେ ୪ଜଣ ସାଇବର ଠକଙ୍କୁ ଗିରଫ କରାଯାଇଥିଲା। ଗିରଫ ପରେ ସେମାନଙ୍କ ନିକଟରୁ ୪୬ଟି ଆକ୍ଟିଭେଟ ସିମ୍‌ ସହ ୬୦ ଫିକ୍ସ ଡିପୋଜିଟ ଜବତ ହୋଇଛି । ବିଭିନ୍ନ ବ୍ୟାଙ୍କର ପ୍ରାୟ ୫୦ ଟି ଏଟିଏମ୍‌ ସେମାନେ ବ୍ୟବହାର କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୋରିଆ ସ୍କୁଲରେ ଶିକ୍ଷକ ଅଭାବ: ପାଠପଢ଼ାରେ ବ୍ୟାଘାତ

କେସିଙ୍ଗା, ୮।୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ଗ୍ରାମରେ ଜାତୀୟ ରାଜପଥ-୨୬ କଡ଼ରେ ଥିବା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅସନ୍ତୋଷ…

ସଂସଦରେ ଟ୍ରମ୍ପଙ୍କ ସୁନାର ନଗ୍ନ ପ୍ରତିମୂର୍ତ୍ତି, ନାଁ ଶୁଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୮।୧୦: ୟୁରୋପ ସଂସଦ ପରିସରରେ ଏବେ ଏକ ଅଜବ ଏବଂ ଚର୍ଚ୍ଚିତ କଳାକୃତି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରୁଛି । ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ…

ଓଡ଼ିଶା ବନ୍ଦ ଡାକରାରେ ଅତାବିରାରେ ଜନଜୀବନ ପ୍ରଭାବିତ

ଅତାବିରା,୮ା୧୦(ଯୁଧିଷ୍ଠିର ମହାପାତ୍ର): କଂଗ୍ରେସ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାରେ ବରଗଡ଼ ଜିଲା ଅତାବିରା ଠପ୍‌ ହୋଇପଡ଼ିଛି। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ…

ପାକିସ୍ତାନ ସୁପର ଲିଗ୍‌ର ତାରିଖ ଘୋଷଣା କଲା PCB, ୨୦୨୭ରେ ପୁଣି IPL-PSL ଲଢ଼େଇ

ନୂଆଦିଲ୍ଲୀ,୮।୧୦: ୨୦୨୭ରେ ପୁଣିଥରେ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ଏବଂ ପାକିସ୍ତାନ ସୁପର ଲିଗ୍ (PSL) ମଧ୍ୟରେ ସିଧାସଳଖ ଟକ୍କର ଦେଖିବାକୁ ମିଳିବ । ପାକିସ୍ତାନ କ୍ରିକେଟ୍…

ସରକାରୀ ବସ୍‌ କାଚ ଭାଙ୍ଗିଲେ, ସାପ୍ତାହିକ ହାଟ ବି ବନ୍ଦ କଲେ ବିକ୍ଷୋଭକାରୀ

ଛତ୍ରପୁର,୮ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଇଣ୍ଡିଆ ବ୍ଲକ ପକ୍ଷରୁ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦରେ ମଧ୍ୟ ଦେଖାଯାଇଛି। ସିପିଆଇର…

ଅଭିଜିତ ଦୀପକେଙ୍କ ଚାଞ୍ଚଲ୍ୟକର ଦାବି

ନୂଆଦିଲ୍ଲୀ,୮।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ‘ଆକ୍ରମକ କକରୋଚ ଜନତା ପାର୍ଟି’ (CJP) ଆସନ୍ତା ଅକ୍ଟୋବର ୧୦ରେ ଜନ୍ତର ମନ୍ତର ଅଭିମୁଖେ ଶୋଭାଯାତ୍ରା…

କଂଗ୍ରେସର ବନ୍ଦ ଡାକରାରେ ଅଟକି ରହିଛି ଗାଡ଼ିମୋଟର, ଯାତ୍ରୀ ହନ୍ତସନ୍ତ

ପଟ୍ଟାଙ୍ଗି,୮ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକରେ କଂଗ୍ରେସର ବନ୍ଦ ଡାକରାର ପ୍ରଭାବ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ, ଦଳର ବ୍ଲକ ସଭାପତି ଅର୍ଜୁନ ବାଙ୍କା…

ବହୁତ ବଡ଼ ‘ଦାନବୀର’ ଥିଲେ ନାନା ପାଟେକର, ନିଜ ରୋଜଗାରର ଏକ ବଡ଼ ଅଂଶ ଦାନ କରୁଥିଲେ ଅଭିନେତା, ଜାଣିଲେ ଆଶ୍ଚର୍ଯ୍ୟ ଲାଗିବ

ମୁମ୍ବାଇ,୮।୧୦: ବଲିଉଡ ଚଳଚ୍ଚିତ୍ର ଜଗତ ପାଇଁ ଗୁରୁବାର ସକାଳ ଏକ ଅତ୍ୟନ୍ତ ଦୁଃଖଦ ଖବର ନେଇ ଆସିଥିଲା। ପ୍ରଖ୍ୟାତ ଅଭିନେତା ନାନା ପାଟେକର ଗୁରୁବାର ସକାଳେ ଗୋଆସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?