ସପ୍ତାହରେ ୪ ଦିନ କାମ, ୩ ଦିନ ଆରାମ, ନୀତିକୁ ପସନ୍ଦ କରୁଛନ୍ତି ବ୍ରିଟେନ ଲୋକେ…

ଲଣ୍ଡନ,୨୨।୨ : ବ୍ରିଟେନରେ, ଅନେକ କମ୍ପାନୀ ସପ୍ତାହରେ ଚାରି ଦିନ କାମ ଏବଂ ତିନି ଦିନ ଛୁଟି ପାଇଁ ପରୀକ୍ଷା ଆରମ୍ଭ କରିଛନ୍ତି । ଏହାର ରିପୋର୍ଟ ପ୍ରକାଶ ପାଇଛି। ଏହି ପରୀକ୍ଷା ବହୁତ ସଫଳ ବୋଲି କୁହାଯାଉଛି। ବ୍ରିଟେନର କର୍ମଚାରୀମାନେ ଏହି ନୀତିକୁ ବହୁତ ପସନ୍ଦ କରୁଛନ୍ତି।

ବ୍ରିଟେନର ୬୧ ଟି କମ୍ପାନୀର କର୍ମଚାରୀମାନେ ଜୁନ ରୁ ଡିସେମ୍ବର ୨୦୨୨ ମଧ୍ୟରେ ସପ୍ତାହର କାମ କରୁଥିବା ଚାରି ଦିନ ମଧ୍ୟରେ ହାରାହାରି ୩୪ ଘଣ୍ଟା କାର୍ଯ୍ୟ କରିଥିବା ଜଣାପଡ଼ିଛି। ସେଥିମଧ୍ୟରୁ ୫୬ ଟି କମ୍ପାନୀ, ଅର୍ଥାତ ୯୨ ପ୍ରତିଶତ ଏହି ଧାରା ଜାରି ରଖିବାକୁ ଯୋଜନା କରୁଥିବାବେଳେ୧୮ କମ୍ପାନୀ ସ୍ଥାୟୀ ଭାବରେ ଏହାକୁ ଲାଗୁ କରିଛନ୍ତି।

ଅଣ-ଲାଭକାରୀ ଗୋଷ୍ଠୀ ଫୋର ଡେ ଓ୍ବିକ୍‌ ଗ୍ଲୋବାଲ, ଫୋର୍‌ ଡେ ଓ୍ବିକ୍‌ ୟୁକେ କ୍ୟାମ୍ପେନ ଏବଂ ଅଟୋନମି ଦ୍ୱାରା ଆରମ୍ଭ ହୋଇଥିବା ଏହି ପାଇଲଟ କାର୍ଯ୍ୟକ୍ରମ ବେଶ ଆଦୃତି ଲାଭ କରିଛି। ଏହା ଅନ୍ତର୍ଗତ ପ୍ରାୟ, ୩ ହଜାର କର୍ମଚାରୀଙ୍କୁ ୫ ଦିନର ଅଫିସ କାମ ୪ ଦିନ ମଧ୍ୟରେ ସମାପ୍ତ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଯେତେବେଳେ ରିପୋର୍ଟ ପ୍ରକାଶ ପାଇଲା, ଫଳାଫଳ ସମସ୍ତଙ୍କୁ ଅତ୍ୟନ୍ତ ଚକିତ କରିଥିଲା। ଏହି ସମୟ ମଧ୍ୟରେ, ସମସ୍ତ କର୍ମଚାରୀ ପୂର୍ଣ୍ଣ ଉତ୍ସାହ ସହିତ କାମ କରୁଥିବା ଦେଖାଯାଇଥିଲା ଏବଂ କମ୍ପାନୀର ଉତ୍ପାଦକତା ତଥା ଗୁଣବତ୍ତା ଉପରେ କୌଣସି ବିଶେଷ ପ୍ରଭାବ ପଡ଼ି ନ ଥିଲା ।

ଏହି ପରୀକ୍ଷାକୁ ଗୁରୁତ୍ୱପୂର୍ଣ୍ଣ ବିବେଚନା କରାଯାଉଥିଲା। ଏକ ବ୍ରିଟିଶ ଭିତ୍ତିକ ଅନୁସନ୍ଧାନ ସଂଗଠନ ଏବଂ ନ୍ୟୁଜିଲାଣ୍ଡ ଭିତ୍ତିକ ଗୋଷ୍ଠୀ ଫୋର ଡେ ଓ୍ବିକ୍‌ ଗ୍ଲୋବାଲ ଦ୍ୱାରା ଏହାର ରିପୋର୍ଟ ପ୍ରକାଶ କରାଯାଇଛି। ଏହି ପ୍ରକଳ୍ପ ବିଭିନ୍ନ କାର୍ଯ୍ୟାଳୟରେ ଆରମ୍ଭ ହୋଇଥିଲା ଏବଂ ଏହାର ଫଳାଫଳ ସକାରାତ୍ମକ ହେବ ବୋଲି ଆଶା କରାଯାଉଥିଲା। ଏହା ଏକ ନୂତନ ପରୀକ୍ଷଣ ଯାହାକି କମ୍ପାନୀଗୁଡିକ ଦ୍ୱାରା ପ୍ରଶଂସିତ ହୋଇଛି ଏବଂ କର୍ମଚାରୀମାନେ ଏଥିରେ ସହମତି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

ଦୁଇ ପୁଅଙ୍କ ପାଇଁ ଏତିକି ଟଙ୍କାର ସମ୍ପତ୍ତି ରଖିଛନ୍ତି ଭାରତୀ ସିଂ, ସ୍ବାମୀଙ୍କ ହର୍ଷଙ୍କ ପାଖରେ ଅଛି…

ମୁମ୍ବାଇ,୨୦ା୧୨: କମେଡି କୁଇନ୍‌ ଭାରତୀ ସିଂଙ୍କ ଘରେ ପୁଣି ଥରେ ହସ ଫୁଟିଛି। ଏହି କମେଡି କୁଇନ୍‌ ଜଣେ ଛୋଟ ରାଜକୁମାରଙ୍କ ମା’ ହୋଇଛନ୍ତି। ଭାରତୀ...

୭୫୩ ଦିନ ପରେ ସରିଲା ବନବାସ, ଟିମ୍‌ ଇଣ୍ଡିଆ ପାଇଁ କେମିତି ଚୟନ ହେଲେ ଇଶାନ କିଶନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୦।୧୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ୱିକେଟକିପର-ବ୍ୟାଟ୍ସମ୍ୟାନ ଇଶାନ କିଶାନ ଦୁଇ ବର୍ଷ ପରେ ଦଳକୁ ଫେରିଛନ୍ତି। ଇଶାନ...

ଶୋଇଥିବା ଅବସ୍ଥାରେ ବୃଦ୍ଧଙ୍କୁ ହତ୍ୟା କରି ରେଳଧାରଣା କଡ଼ରେ ଫିଙ୍ଗିଥିଲେ ୨ ଅଭିଯୁକ୍ତ: ୧୪ ବର୍ଷ ପରେ ଆସିଲା ବଡ଼ ରାୟ…

ଖୋର୍ଦ୍ଧା,୨୦ା୧୨(ପ୍ରଭାତ ପାଣିଗ୍ରାହୀ): ଟାଙ୍ଗୀ ଥାନା ଅନ୍ତର୍ଗତ ହଳଦିଆପାଟଣା ଗ୍ରାମର ବୃନ୍ଦାବନ ରାଉତ ହତ୍ୟାକାଣ୍ଡ ମାମଲାର ରାୟ ଦୀର୍ଘ ୧୪ ବର୍ଷ ପରେ ପ୍ରକାଶ ପାଇଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri