ବ୍ରିଜ୍‌ରେ ପିଟି ହୋଇ ତଳକୁ ଖସିଲା ଟ୍ୟାଙ୍କର, ୪ ଜୀବନ୍ତ ଦଗ୍ଧ

ନୟାଗଡ଼ ଅଫିସ,୧୧।୬: ଗତକାଲି ବିଳମ୍ବିତ ରାତିରେ ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ନୟାଗଡ଼ ବଡ଼ପଣ୍ଡୁସର ବ୍ରିଜରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ତେଲ ବୋଝେଇ ଟ୍ୟାଙ୍କର ବ୍ରିଜ୍‌ରେ ପିଟି ହୋଇ ତଳକୁ ଖସି ପଡ଼ିଥିଲା। ଫଳରେ ନିଆଁ ଲାଗି ୪ ଜଣ ଜୀବନ୍ତ ଦଗ୍ଧ ହୋଇ ଯାଇଛନ୍ତି। ୪ ମୃତକଙ୍କ ମଧ୍ୟରୁ ଜଣେ ଗାଡ଼ି ଡ୍ରାଇଭର, ହେଲପର ଓ ୨ ଜଣ ସ୍ଥାନୀୟ ଲୋକ ବୋଲି ଜଣାପଡିଛି। ଏହି ଦୁର୍ଘଟଣାରେ ଜଣେ ଗୁରୁତର ଥିବା ଜଣାପଡିଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ହ୍ୟୁମାନ-ଶ୍ରୀୟା ଘରୋଇ କଳି ମାମଲା:୩୦ରେ ପରବର୍ତ୍ତୀ କାଉନ୍‌ସେଲିଂ

କଟକ ଅଫିସ,୨୪ା୧: ଓଲିଉଡ୍‌ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଓ ସ୍ତ୍ରୀ ଶ୍ରୀୟା ମିଶ୍ରଙ୍କ ଘରୋଇ କଳି ମାମଲାର ଦ୍ୱିତୀୟ କାଉନ୍‌ସେଲିଂ ପାଇଁ ଆସନ୍ତା ୩୦ ତାରିଖକୁ...

ସହାନୁଭୂତିରେ ପୂରୁଛି ପେଟ

କେନ୍ଦୁଝର,୧୯ା୧(ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ ଅଧୀନ କଣ୍ଡରାପଶି ଗ୍ରାମରେ ରହୁଛନ୍ତି ଦିବ୍ୟାଙ୍ଗ ସରସ୍ବତୀ ମୁଣ୍ଡା। ପିଲା ଦିନରୁ ସେ ପୋଲିଓରେ ଆକ୍ରାନ୍ତ । କାମ ଧନ୍ଦା...

ଘର ବିକ୍ରି ଆଳରେ ୭୫ ଲକ୍ଷ ଠକେଇ ଓଲିଉଡ୍‌ ପ୍ରଯୋଜକ ଗିରଫ

ଭୁବନେଶ୍ୱର,୨୭।୩(ବ୍ୟୁରୋ) – ଘର ବିକ୍ରି କରିବା ଆଳରେ ଜଣେ ଆସୋସିଏଟ୍‌ ପ୍ରଫେସରଙ୍କଠାରୁ ୭୫ ଲକ୍ଷ ଟଙ୍କା ଠକିବା ଅଭିଯୋଗରେ ଜଣେ ଓଲିଉଡ୍‌ ପ୍ରଯୋଜକଙ୍କୁ ଖଣ୍ଡଗିରି ଥାନା...

୫ ଗ୍ରାମବାସୀଙ୍କୁ ଗିରଫ କଲା ବନ ବିଭାଗ

ବାରିପଦା ଅଫିସ,୨୫ା୩: ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଧୀନ ହଳଦୀବଣି ସେକ୍ସନ ଜଡ଼ିପାଳ ଅଞ୍ଚଳରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବେଆଇନ ଗଛ କଟାଯିବା ଘଟଣାରେ ବନବିଭାଗ...

୯ ଜିଲାକୁ ବ୍ୟାପିଛି କରୋନା

ଭୁବନେଶ୍ୱର,୧୩ା୪(ବ୍ୟୁରୋ): ରାଜ୍ୟରେ ଏବେ ୯ ଜିଲାକୁ କରୋନା ଭୂତାଣୁ ‘କୋଭିଡ୍‌-୧୯’ ଡେଇଁଲାଣି। ରବିବାର ସନ୍ଧ୍ୟାସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖା ୫୪ଜଣ ରହିଥିବାବେଳେ ଏମାନଙ୍କ ଘର ଖୋର୍ଦ୍ଧା,...

ରାମଚନ୍ଦ୍ର ବେହେରା ପାଇବେ ‘ଅତିବଡ଼ୀ ଜଗନ୍ନାଥ ଦାସ ପୁରସ୍କାର’

ଭୁବନେଶ୍ୱର, ୨୭।୧(ବ୍ୟୁରୋ): ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ବୁଧବାର ୨୦୨୦ ପାଇଁ ଏକାଡେମୀର ସର୍ବୋଚ୍ଚ ମର୍ଯ୍ୟାଦାଜନକ ‘ଅତିବଡ଼ୀ ଜଗନ୍ନାଥ ଦାସ ପୁରସ୍କାର’ ଓ ‘ବୟୋଜ୍ୟେଷ୍ଠ ସାରସ୍ବତ...

ଜେଜିଏଲ୍‌ଏସ୍‌କୁ ନମ୍ବର ୧ ଲ’ ସ୍କୁଲ ମାନ୍ୟତା

ଭୁବନେଶ୍ୱର, ୫ା୩: ଓପି ଜିନ୍ଦଲ ବିଶ୍ୱବିଦ୍ୟାଳୟର ଜିନ୍ଦଲ ଗ୍ଲୋବାଲ ଲ’ ସ୍କୁଲ(ଜେଜିଏଲ୍‌ଏସ୍‌)କୁ ଦେଶର ନମ୍ବର ୧ ଲ’ ସ୍କୁଲ ମାନ୍ୟତା ମିଳିଛି। ଆଇନ କ୍ଷେତ୍ରରେ କ୍ୟୁଏସ୍‌...

ସ୍ବଚ୍ଛ ଭାରତ ଅଭିଯାନ ବାଟବଣା, ପାଇଖାନା ନିର୍ମାଣ ହୋଇଛି କାମରେ ଆସୁନି

ମାଲକାନଗିରି,୯ା୧୨(ଡି.ଏନ.ଏ.)-  ଚଳିତ ବର୍ଷ ଅକ୍ଟୋବର ୨ରୁ ମହାତ୍ମାଗାନ୍ଧୀଙ୍କ ୧୫୦ ତମ ଜନ୍ମବାର୍ଷିକୀ ଅବସରରେ ସ୍ବଚ୍ଛ ଭାରତ ମିଶନ ଅଭିଯାନ ମାଧ୍ୟମରେ ସମଗ୍ର ଦେଶକୁ ବାହ୍ୟ ମଳତ୍ୟାଗ...

Advertisement
Archives

Model This Week