ଟ୍ରକ୍‌ ଧକ୍କାରେ ଚାଲିଗଲା ୪ ଜୀବନ

ନୂଆପଡ଼ା ଅଫିସ, ୪।୭: ନୂଆପଡ଼ା ଜିଲା କୋମନା ବ୍ଲକ୍‌ କ୍ରିଷ୍ଣା ଗାଁ ନିକଟରେ ସୋମବାର ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଟ୍ରକ୍‌ ଧକ୍କାରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣଙ୍କ ଅବସ୍ଥା ସଙ୍କଟାପର୍ଣ୍ଣ ରହିଛି। ଗୁରୁତରଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏ ଯାଏ ମୃତକଙ୍କ ପରିଚୟ ମିଳିପାରି ନାହିଁ। ତେବେ ମୃତକଙ୍କ ମଧ୍ୟରୁ ଏକ ଶିଶୁ ଥିବା ଜଣାପଡ଼ିଛି। ମିଳିଥିବା ସୂଚନା ମୁତାବକ, ଏକ ବାଇକ୍‌ରେ ୫ ଜଣ ଯାଉଥିବା ବେଳେ କୋମନା ବ୍ଲକ୍‌ କ୍ରିଷ୍ଣା ଗାଁ ନିକଟରେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ୍‌ ଭାରସାମ୍ୟ ହରାଇ ବାଇକ୍‌କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ୩ ଜଣଙ୍କ ମୃତ୍ୟୁ ଘଟିଥଇବା ବେଳେ ହସ୍ପିଟାଲରେ ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଖବରପାଇ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ନିର୍ମମ ହତ୍ୟା ଘଟଣାରେ ୨ ଅଭିଯୁକ୍ତ ଅଟକ: ସାଇଣ୍ଟିଫିକ ଟିମ୍‌, ପୋଲିସର ତଦନ୍ତ ଜାରି

କୋକସରା,୨୯।୧୧(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ମହୁଳମୁଣ୍ଡା ଗାଁର ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯିବା ଅଭିଯୋଗରେ କୋକସରା ପୋଲିସ ଘଟଣାର ତଦନ୍ତ...

ବିବାହ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ବଳାତ୍କାର ଅଭିଯୋଗ: ଯୁବକ ଥାନାରେ ଅଟକ

ନିଶ୍ଚିନ୍ତକୋଇଲି,୧୫।୧୧(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଜଣେ ଯୁବକ ତାଙ୍କୁ ବଳାତ୍କାର କରିଥିବା ସେ ଥାନାରେ ଅଭିଯୋଗ...

‘ମହାପ୍ରଭୁଙ୍କ ନାଁରେ ରାଜନୀତି ହେଉଛି’

ପୁରୀ ଅଫିସ,୨୮ା୫: ଶ୍ରୀମନ୍ଦିର ଚାରିପାଖ ସୌନ୍ଦର୍ଯ୍ୟକରଣ ହେଉ ମହାପ୍ରଭୁଙ୍କ ଇଚ୍ଛା।  ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ ନେଇ ଶନିବାର  ଗଣମାଧ୍ୟମକୁ ଏପରି କହିଛନ୍ତି ପୁରୀ ଏମ୍‌ପି...

ବଜାରରେ ମହିଳାଙ୍କୁ ଅସଦାଚରଣ କରି ଜେଲ୍‌ ଗଲେ

ଦିଗପହଣ୍ଡି,୩୦ା୫(ଡି.ଏନ.ଏ.): ଜଣେ ବ୍ୟକ୍ତିଙ୍କୁ ଠେଙ୍ଗାରେ ଆକ୍ରମଣ କରିବା ସହ ତାଙ୍କ ସ୍ତ୍ରୀଙ୍କୁ ଅସଦାଚରଣ କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ଅଭିଯୁକ୍ତଙ୍କୁ ସୋମବାର ଗିରଫ କରି...

କଠିନ ପରିଶ୍ରମ କେବେ ବୃଥା ଯାଏ ନାହିଁ

ଅନୁଗୋଳ ଅଫିସ,୧୩।୭ – ଅନୁଗୋଳ ଜିଲାର ବିଭିନ୍ନ ସରକାରୀ ଓ ବେସରକାରୀ ବିଦ୍ୟାଳୟରୁ ଚଳିତ ମାଟ୍ରିକ୍‌ ପରୀକ୍ଷାରେ ଏ-୧ ଗ୍ରେଡ୍‌ରେ ଉତ୍ତୀର୍ଣ୍ଣ ହୋଇଥିବା ଅନୁଗୋଳ ଜିଲାର...

ନଦୀରେ ଭାସିଗଲେ ଯୁବକ

ପାରଳାଖେମୁଣ୍ଡି,୨୬ା୯(ଡି.ଏନ୍‌.ଏ.):ଗଜପତି ଜିଲା ଗୋଷାଣୀ ବ୍ଲକ ଅନ୍ତର୍ଗତ ବମିକା ନିକଟ ସାଇଲଡା ଗ୍ରାମ ନଦୀରେ ଭାସି ଯାଇ ରବିବାର ଜଣେ ଯୁବକ ନିଖୋଜ ହୋଇଛନ୍ତି। ସେ ହେଲେ...

ବିପଦ ସଙ୍କେତ ଊର୍ଦ୍ଧ୍ୱରେ ଜଳକା: ତଳିଆ ଅଞ୍ଚଳ ସ୍ଥିତି ଉପରେ ନଜର

ବାଲେଶ୍ୱର ଅଫିସ/ବସ୍ତା,୨୭।୮(ସ୍ବ.ପ୍ର.)- ବାଲେଶ୍ୱର ଜିଲାର ବସ୍ତା ଅଞ୍ଚଳ ଦେଇ ପ୍ରବାହିତ ଜଳକା ନଦୀରେ ଜଳସ୍ତର ବିପଦସଙ୍କେତ ଉପରେ ପ୍ରବାହିତ ହେଉଛି। ନଦୀ ତଳମୁଣ୍ଡର ବିଭିନ୍ନ ସ୍ଥାନରେ...

ଛେଣ୍ଡିପଦାରେ ଉତ୍କଟ ପାନୀୟ ସଙ୍କଟ

ଛେଣ୍ଡିପଦା,୩୦।୪(ଡି.ଏନ.ଏ)ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଅଞ୍ଚଳରେ ଗ୍ରୀଷ୍ମ ପ୍ରବାହ ଆରମ୍ଭରୁ ଦେଖାଦେଇଛି ଉତ୍କଟ ପାନୀୟ ଜଳାଭାବ। ଦିନକୁ ଦିନ ଆଶାତୀତ ଭାବେ ତାପମାତ୍ରା ବୃଦ୍ଧି ପାଉଥିବାବେଳେ...

Advertisement
Archives

Model This Week