ପାକିସ୍ତାନୀ ବନ୍ଦୀଙ୍କ ମୁକ୍ତି ପାଇଁ ୪ ପଣବନ୍ଦୀ

ଓ୍ବାଶିଂଟନ୍‌, ୧୭ା୧: ଜଣେ ପାକିସ୍ତାନୀ ଆତଙ୍କବାଦୀଙ୍କୁ ମୁକ୍ତ କରାଯିବା ଦାବିରେ ଆମେରିକାର ଟେକ୍ସାସ୍‌ ସ୍ଥିତ କୋଲେଭିଲ୍ଲେରେ ଇହୁଦୀମାନଙ୍କ ପ୍ରାର୍ଥନା ସ୍ଥଳୀ(ସିନେଗଗ୍‌)ରେ ଜଣେ ବ୍ୟକ୍ତି ଶନିବାର ୪ ଜଣଙ୍କ ମୁଣ୍ଡ ଜାମିନ ରଖିଥିଲେ। ପ୍ରାୟ ୧୦ ଘଣ୍ଟାର ଅପରେଶନ ପରେ ବନ୍ଧକ ଥିବା ସମ୍ପୃକ୍ତ ୪ ଜଣଙ୍କୁ ସୁରକ୍ଷିତ ଭାବେ ମୁକ୍ତ କରାଯାଇଛି। ଏଥିସହ ସୁରକ୍ଷାକର୍ମୀଙ୍କ ଗୁଳିରେ ବନ୍ଧୁକଧାରୀ ନିହତ ହୋଇଛନ୍ତି।
ବୈଜ୍ଞାନିକ ଆଫିୟା ସିଦ୍ଦିକିଙ୍କୁ ଆମେରିକାର ଜଣେ ସେନା ଅଧିକାରୀଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗରେ ଟେକ୍ସାସ୍‌ ଜେଲରେ ରଖାଯାଇଛି। ଆତଙ୍କବାଦୀ ସଙ୍ଗଠନ ଅଲ୍‌-କାଏଦା ସହ ସିଦ୍ଦିକିଙ୍କ ସମ୍ପର୍କ ରହିଛି। ଆଫିୟା ମାସାଚୁସେଟ୍ସ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜିରୁ ସ୍ନାୟୁ ବିଜ୍ଞାନରେ ପିଏଚ୍‌ଡି କରିଛନ୍ତି। ୨୦୦୩ରେ ଜଣେ ଆତଙ୍କବାଦୀ ଖଲିଦ୍‌ ଶେଖ୍‌ ମହମ୍ମଦ ଆଫିୟାଙ୍କ ବିଷୟରେ ଆମେରିକାର ତଦନ୍ତକାରୀ ସଂସ୍ଥା ଏଫ୍‌ବିଆଇକୁ ସୂଚନା ଦେଇଥିଲେ। ଏହା ଆଧାରରେ ଆଫିୟାଙ୍କୁ ଆଫଗାନିସ୍ତାନରୁ ଗିରଫ କରାଯାଇଥିଲା। ସେଠାରେ ବଗ୍‌ରାମ୍‌ ଜେଲରେ ଜଣେ ଏଫ୍‌ବିଆଇ ଅଧିକାରୀଙ୍କୁ ସେ ହତ୍ୟା ଉଦ୍ୟମ କରିଥିଲେ। ଫଳରେ ତାଙ୍କୁ ସେଠାରୁ ଆମେରିକା ଅଣାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri