କେଦାରନାଥରେ ଫସିଲେ କେନ୍ଦୁଝରର ୪ ଭକ୍ତ

କେନ୍ଦୁଝର,୩ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ୪ ଜଣ ବୋଲବମ୍‌ ଭକ୍ତ ଉତ୍ତରାଖଣ୍ଡର କେଦାରନାଥରେ ଫସି ରହିଛନ୍ତି। ୩ ଦିନ ହେଲାଣି ସେମାନେ ସେଠାରେ ଫସି ରହିଥିବା ସୂଚନା ମିଳିଛି। ତେଲକୋଇ ଥାନା ଅଞ୍ଚଳର ୩ ଜଣ ଓ ସଦର ଥାନା ଅଞ୍ଚଳର ଜଣେ ଭକ୍ତ ରହିଛନ୍ତି। ଗତ ୩୧ ତାରିଖ ରାତିରେ ବାଦଲ ଫଟା ବର୍ଷା ସାଙ୍ଗକୁ ଭୂସ୍ଖଳନ ଯୋଗୁ ଉତ୍ତରାଖଣ୍ଡର ସୋନପ୍ରୟାଗ ଓ ଗୌରୀକୁଣ୍ଡ ମଧ୍ୟରେ କେଦାରନାଥ ରାଜପଥ ଧୋଇ ହୋଇ ଯିବା ସହିତ ପୋଲ ମଧ୍ୟ ନଷ୍ଟ ହୋଇଯାଇଛି। ଏହି ଘଟଣାରେ ୧୬ ଜଣଙ୍କ ମୃତ୍ୟୁ ମଧ୍ୟ ଘଟିଛି। ଭୂଭାଗରେ ଯିବା ଆସିବା ବିଚ୍ଛିନ୍ନ ହୋଇ ପଡ଼ିଛି। ଫଳରେ କେନ୍ଦୁଝର ଜିଲା ତେଲକୋଇ ଥାନା ଅନ୍ତର୍ଗତ ଜଗମୋହନପୁର ଗ୍ରାମର ସଦାନନ୍ଦ ସାହୁ(୩୫), ସରୁଆଳୀ ଗ୍ରାମର କାର୍ତ୍ତିକ ଖିଲାର(୪୪), ଚନ୍ଦ୍ରଶେଖରପୁର ଗ୍ରାମର ମହେଶ୍ୱର ପ୍ରଧାନ(୫୪) ଓ ସଦର ଥାନା ଅନ୍ତର୍ଗତ କେମ୍ପସଡ଼ା ଗ୍ରାମର ଋଷିନାଥ ମହାନ୍ତ(୨୮) ଫସି ରହିଛନ୍ତି। ୩୧ ତାରିଖ ଦିନ କେଦାରନାଥଙ୍କୁ ପୂଜାର୍ଚ୍ଚନା ପରେ ୧ ତାରିଖ ସକାଳେ ଫେରିବା ଯୋଜନା ରହିଥିଲା।

ତେବେ ୩୧ ତାରିଖ ବାଦଲଫଟା ବର୍ଷା ଓ ଭୂସ୍ଖଳନ ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ୨୦୦୦ରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ ଏବେ ବି ଫସି ରହିଛନ୍ତି। ଉତ୍ତରାଖଣ୍ଡ ସରକାରଙ୍କ ପକ୍ଷରୁ ରିଲିଫ ସହାୟତା ସହିତ ହେଲିକପ୍ଟର ଯୋଗେ ଉଦ୍ଧାର କାର୍ଯ୍ୟ ଚାଲିଛି। ପାଗ ମେଘୁଆ ଓ କୁହୁଲା ସାଙ୍ଗକୁ ଅନ୍ଧାରିଆ ରହୁଛି। ପ୍ରତିକୂଳ ପାଗ ପାଇଁ ଉଦ୍ଧାର କାର୍ଯ୍ୟରେ ସମସ୍ୟା ସୃଷ୍ଟି ହେଉଛି। ସେଠାରେ ଆବଶ୍ୟକ ଅମ୍ଳଜାନ ଅଭାବ ପରିଲକ୍ଷିତ ହେଉଥିବା ଫଶି ରହିଥିବା ଶ୍ରଦ୍ଧାଳୁମାନେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆତ୍ମସମର୍ପଣ କରିବ ଇରାନ: ରାଷ୍ଟ୍ରପତି ଟ୍ରମ୍ପଙ୍କ ସାହସିକ ଦାବି

ଓ୍ବାଶିଂଟନ୍‌,୧୩।୩:ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ G7 ନେତାଙ୍କ ସହ ଏକ ଭର୍ଚୁଆଲ ବୈଠକ କରିଛନ୍ତି। ଏହି ବୈଠକ ସମୟରେ ଇରାନ ଏବେ ଆତ୍ମସମର୍ପଣ କରିବାକୁ ଯାଉଛି। ଇରାନର…

‘IPL ଖେଳିବା ଛାଡିଦେବେ…’,ଧୋନିଙ୍କ ଅବସରକୁ ନେଇ ବଡ଼ ଭବିଷ୍ୟବାଣୀ, ସଭିଏଁ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୩।୩: ୨୦୨୬ IPL ସିଜିନ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି, ଯେଉଁଥିରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଏବଂ ସନରାଇଜର୍ସ ହାଇଦ୍ରାବାଦ (ଆରସିବି ବନାମ ଏସଆରଏଚ) ମଧ୍ୟରେ…

ପେଟ୍ରୋଲ, ଗ୍ୟାସକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ପେଟ୍ରୋଲିୟମ ମନ୍ତ୍ରଣାଳୟ ଯୁଗ୍ମ ସଚିବ କହିଲେ…

ନୂଆଦିଲ୍ଲୀ,୧୩।୩: ଏଣିକି ପେଟ୍ରେଲ୍‌ ଏବଂ ଗ୍ୟାସ କଳାବଜାର କରୁଥିଲେ ହୋଇଯାନ୍ତୁ ସାବଧାନ। ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ। କଳାବଜାର ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ ବୋଲି ସୂଚନା ଦେଇଛନ୍ତି,ପେଟ୍ରୋଲିୟମ…

ଚପଲ ଭିତରେ ଛକିଥିଲା ସାପ, ମାରିଲା ଚୋଟ: ପରୀକ୍ଷାର ଶେଷ ଦିନରେ ଘଟିଗଲା..

ପୁରୁଷୋତ୍ତମପୁର,୧୩।୩ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଶୋଳଘର ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛତ। ଶୁକ୍ରବାର ସାପ କାମୁଡି ଜଣେ ଚତୁର୍ଥ ଶ୍ରେଣୀ…

ବଡ଼ ଯୁଦ୍ଧ ପାଇଁ ପ୍ରସ୍ତୁତ ହେଉଛି ଚାଇନା? ସାଟେଲାଇଟରୁ ଆସିଲା ସାଂଘାତିକ ଫଟୋ…

ବେଜିଂ,୧୩।୩: ଚାଇନା ଏବେ ଏସିଆରେ ଏକ ବଡ଼ ଯୁଦ୍ଧ ପାଇଁ ପ୍ରସ୍ତୁତ ହେଉଛି। ଏହି ସୂଚନା ପୂର୍ୱ ଚୀନ ସାଗରର ଏକ ସାଟେଲାଇଟ ଚିତ୍ରରୁ ଆସିଛି। ଏହି…

ସୋନିଆ-ରାହୁଲଙ୍କ ଉପରେ ଝୁଲୁଛି ଖଣ୍ଡା: ଗୋଟିଏ ଝଟ୍‌କାରେ ହରାଇପାରନ୍ତି ସଦସ୍ୟତା

ନୂଆଦିଲ୍ଲୀ,୧୩।୩: ନେହେରୁ-ଗାନ୍ଧୀ ପରିବାର ଉପରେ ଆଇନଗତ ଖଣ୍ଡା ଝୁଲୁଛି। ଦୁଇଟି ପୃଥକ ମାମଲା ଗୋଟିଏ ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟରେ ଏବଂ ଅନ୍ୟଟି ଲକ୍ଷ୍ନୌ ହାଇକୋର୍ଟରେ ଚାଲିଛି।…

ଦଣ୍ଡଯାତ୍ରାରୁ ହୋଇଥିଲା ପ୍ରେମ, ପ୍ରେମିକାଙ୍କୁ ପ୍ରତାରଣା କରି ବନ୍ଧାହେଲେ ପ୍ରେମିକ

ବ୍ରହ୍ମପୁର,୧୩ା୩(ସୁବାସ ଚନ୍ଦ୍ର ପାଢ଼ୀ): ଜଣେ ଯୁବତୀଙ୍କୁ ପ୍ରେମ କରି ଶାରିରୀକ ସମ୍ପର୍କ ରଖିବା ପରେ ପ୍ରତାରଣା କରିଥିବା ଅଭିଯୋଗରେ ବଡବଜାର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ…

କାହିଁକି ଜଣେ ପାକିସ୍ତାନୀ ଖେଳାଳିଙ୍କୁ କିଣିଲା କାବ୍ୟା ମାରାନଙ୍କ ଦଳ? SRH କୋଚ ନିଜେ ପ୍ରକାଶ କଲେ ସମ୍ପୂର୍ଣ୍ଣ ସତ୍ୟ

ନୂଆଦିଲ୍ଲୀ,୧୩।୩: ଦି ହଣ୍ଡ୍ରେଡ ଲିଗ ନିଲାମରେ ପାକିସ୍ତାନୀ ଖେଳାଳି ଅବରାର ଅହମ୍ମଦଙ୍କୁ କିଣିବା ପରେ ସନରାଇଜର୍ସ ହାଇଦ୍ରାବାଦ ଫ୍ରାଞ୍ଚାଇଜ ଉପରେ ନଜର ରଖାଯାଇଛି। ସନରାଇଜର୍ସ ଲିଡ୍ସ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri