ଆଉ ୪ ମୁଣ୍ଡ ନେଲା କରୋନା; କଟକରୁ ସର୍ବାଧିକ

ଭୁବନେଶ୍ୱର,୧୬।୯(ବ୍ୟୁରୋ): ରାଜ୍ୟରେ କରୋନାରେ ପ୍ରାଣ ହରାଇଛନ୍ତି ଆଉ ୪ ଜଣ ଆକ୍ରାନ୍ତ। ଏ ସଂପର୍କରେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଗୁରୁବାର ତଥ୍ୟ ପ୍ରଦାନ କରାଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୧୧୮କୁ ବୃଦ୍ଧି ପାଇଛି। ତେବେ ମୃତକଙ୍କ ମଧ୍ୟରୁ କଟକରୁ ୨ ଜଣ ଥିବା ବେଳେ ଜଗତସିଂହପୁରରୁ ଓ ଯାଜପୁରରୁ ଜଣେ ଲେଖାଏ ଅଛନ୍ତି। ଏହା ସହିତ କଟକରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୨୨ରେ ପହଞ୍ଚିଥିବା ବେଳେ ଜଗତସିଂହପୁରରେ ୨୯୫ ଓ ଯାଜପୁରରେ ୧୬୨କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଯୋଧ୍ୟା ରାୟକୁ ନିଶ୍ଚଳାନନ୍ଦ ସରସ୍ବତୀଙ୍କ ବିରୋଧ: ‘ସୁପ୍ରିମକୋର୍ଟଙ୍କ ରାୟ ଦେଶ ପାଇଁ ବିପଜ୍ଜନକ’

ଭୁବନେଶ୍ୱର, ୧୨ା୧୧(ବ୍ୟୁରୋ):  ବହୁଚର୍ଚ୍ଚିତ ଅଯୋଧ୍ୟା ବିବାଦର ସୁପ୍ରିମକୋର୍ଟଙ୍କ ରାୟ ଉପରେ ସୋମବାର ପ୍ରଥମଥର ପାଇଁ ମନ୍ତବ୍ୟ ରଖିଛନ୍ତି ଜଗଦଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀ। ସୁପ୍ରିମକୋର୍ଟଙ୍କ ରାୟକୁ...

ନିଶା କାରବାର ରୋକିବ ଟାକ୍ସ ଫୋର୍ସ

ଭୁବନେଶ୍ୱର,୧୭।୧(ବ୍ୟୁରୋ): ରାଜ୍ୟରେ ଡ୍ରଗ୍ସ ଚାଲାଣ ରୋକିବା ନେଇ ଟାକ୍ସ ଫୋର୍ସ ଗଠନ କରାଯିବ। ଏହି ଟାକ୍ସ ଫୋର୍ସ ଅବସରପ୍ରାପ୍ତ ଡିଜିପି ଅଭୟଙ୍କ ଅଧ୍ୟକ୍ଷତାରେ ହେବ। ମୁଖ୍ୟ...

ସ୍ମାର୍ଟ ହେଲ୍‌ଥ କାର୍ଡରେ ସାରା ଓଡ଼ିଶା

ଭୁବନେଶ୍ୱର,୧୬ା୧୨(ବ୍ୟୁରୋ): ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କଓ୍ବୋଇ) ଅଧୀନରେ ଆରମ୍ଭ ହୋଇଥିବା ସ୍ମାର୍ଟ ହେଲ୍‌ଥ କାର୍ଡ ସ୍କିମ୍‌ରେ ସାମିଲ ହୋଇଛି ସାରା ଓଡ଼ିଶା। ଅଗଷ୍ଟ ୨୦ରେ...

ପୁରୁଣା ସରିନି, ନୂଆ ପ୍ରକଳ୍ପ ପାଇଁ ଚିନ୍ତା

ଖୋର୍ଦ୍ଧା ଅଫିସ,୨୧ା୧୧: ଖୋର୍ଦ୍ଧା ପୌରାଞ୍ଚଳ ଅନ୍ତର୍ଗତ ବରୁଣେଇ ସ୍ମାର୍ଟ ପାର୍କ ଏବଂ ଟିଏଲ୍‌ସି ରୋଡ୍‌ଠାରେ ଆଦର୍ଶ ଶ୍ମଶାନ ନିର୍ମାଣ ପାଇଁ ୨୦୨୦ ଡିସେମ୍ବର ୧୬ରେ ପୌର...

ପରୀକ୍ଷା ଫି’ ବୃଦ୍ଧିକୁ ନେଇ ବୈସିଙ୍ଗା ମହାତ୍ମା ଗାନ୍ଧୀ ମହାବିଦ୍ୟାଳୟରେ ଛାତ୍ର ଅଶାନ୍ତି: ମୁଖ୍ୟ ଫାଟକରେ ତାଲା ପକାଇ ଧାରଣା

ବୈସିଙ୍ଗା, ୧୮।୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବୈସିଙ୍ଗା ମହାତ୍ମା ଗାନ୍ଧୀ ମହାବିଦ୍ୟାଳୟରେ ଯୁକ୍ତ ୩ କଳା ଓ ବିଜ୍ଞାନ ପାଠ୍ୟକ୍ରମ ଶେଷ ବର୍ଷ ବା ଷଷ୍ଠ ସେମିଷ୍ଟର...

ଆଗକୁ ଆସୁଥିବା ଚତୁର୍ଥ ପର୍ଯ୍ୟାୟ ସରକାରଙ୍କ ପାଇଁ ଆହ୍ବାନ;ବାହାରେ ଫସିଥିବା ୫ ଲକ୍ଷ ଓଡ଼ିଆ ରାଜ୍ୟକୁ ଫେରିବେ, ଚିହ୍ନଟ କରି କ୍ୱାରାଣ୍ଟାଇନ୍‌ରେ ରଖିବାକୁ ହେବ: ବାଗ୍‌ଚୀ

ଭୁବନେଶ୍ୱର, ୨୨।୪(ବ୍ୟୁରୋ): ଇତିମଧ୍ୟରେ ରାଜ୍ୟ ସରକାର ୩ଟି ପର୍ଯ୍ୟାୟକୁ ସଫଳତାର ସହ ସାମ୍ନା କରିପାରିଛନ୍ତି। ପ୍ରଥମ ପର୍ଯ୍ୟାୟରେ ବାହାରୁ ଆସୁଥିବା ଲୋକଙ୍କ ପଞ୍ଜୀକରଣ କରାଯାଇଥିଲା। ଦ୍ୱିତୀୟ...

କ୍ୟାବିନେଟ୍‌ ବୈଠକରେ ୯ ପ୍ରସ୍ତାବକୁ ମଞ୍ଜୁରୀ: ସରକାରୀ ଚାକିରିରେ ଥିବା ବେଳେ ମୃତ୍ୟୁ ହେଲେ ପରିବାରଲୋକଙ୍କୁ ଥଇଥାନ

ଭୁବନେଶ୍ୱର,୭।୨(ବ୍ୟୁରୋ): ରାଜ୍ୟ କ୍ୟାବିନେଟ୍‌ ବୈଠକରେ ଶୁକ୍ରବାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ମୋଟ ୯ଟି ପ୍ରସ୍ତାବକୁ...

ଶିକ୍ଷାର ମୂଳଦୁଆ ସଜାଡୁଛି ‘ଥିଙ୍କ୍‌ ଜୋନ୍‌’

କଟକ ଅଫିସ,୧୭।୫: ରାଜ୍ୟରେ ପ୍ରାଥମିକ ଶିକ୍ଷାର ମୂଳଦୁଆ ସଜାଡ଼ିବା ପାଇଁ ଅଣ୍ଟା ଭିଡ଼ିଛନ୍ତି ଗୋଟିଏ ଯୁବଗୋଷ୍ଠୀ। ୧୨ ଜଣଙ୍କୁ ନେଇ ଗଠିତ ହୋଇଥିବା କଟକର ଏହି...

Advertisement
Archives

Model This Week