Posted inଜାତୀୟ

ଭୟଙ୍କର ଦୁର୍ଘଟଣା, ରାସ୍ତାରେ ଚାଲିଗଲା ୪ ଜୀବନ

ନୂଆଦିଲ୍ଲୀ, ୦୪।୦୮: ଦିଲ୍ଲୀ-ମୁମ଼୍ବାଇ ଏକ୍ସପ୍ରେସ୍‌ ୱେରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଏଥିରେ ୪ ଜଣଙ୍କ ଜୀବନ ଯାଇଥିବା ବେଳେ ୬ ଜଣ ଗୁରୁତର ହୋଇଛନ୍ତି । ସୂଚନା ମୁତାବକ ମଧ୍ୟ ପ୍ରଦେଶ ବିକ୍ରମଗଡ଼ରେ ରହୁଥିବା କିଛି ବ୍ୟକ୍ତି ଆର୍ଟିଗା କାରରେ ଋଷିକେଶରୁ ଫେରୁଥିଲେ । ଏହି ସମୟରେ ମାଧେପୁର ନିକଟବର୍ତ୍ତୀ ଭଗବତଗଡ଼ ତ୍ରିଲୋକପୁରା ପାଖାପାଖି ସ୍ଥାନରେ ଗାଡ଼ିଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଫଳରେ ଗାଡ଼ିରେ ଥିବା ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଗୁରୁତର ହୋଇଥିଲେ । ସେମାନଙ୍କୁ ମାଧେପୁର ଜିଲା ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିବା ବେଳେ ସେମାନଙ୍କ ଚିକିତ୍ସା ଜାରି ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦ୍ରିକା ମୃତ୍ୟୁ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ; OTAS ଅଧିକାରୀ ଭୀମସେନ ଟୁଡୁ ଚାକିରିରୁ ବହିଷ୍କୃତ

ଭୁବନେଶ୍ୱର, ୨୭।୬:  ବହୁ ଚର୍ଚ୍ଚିତ ଚନ୍ଦ୍ରିକା ମୃତ୍ୟୁ ମାମଲାରେ ରାଜ୍ୟ ସରକାର ପକ୍ଷରୁ ବଡ଼ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। OTAS (Odisha Tahasildar Administrative Service) ଅଧିକାରୀ…

ସ୍ୱାମୀ-ସ୍ତ୍ରୀ କଳହର କରୁଣ ପରିଣତି: ଭଉଣୀ ବାହାଘର ପୂର୍ବରୁ ପଡ଼ୋଶୀ ଯୁବକଙ୍କୁ ନିର୍ମମ ହତ୍ୟା, କାନ୍ଦବୋବାଳିରେ…

ସୁନ୍ଦରଗଡ଼, ୨୭।୬( ଜୟ ନାରାୟଣ ମେଣ୍ଡୁଳି): ଭଉଣୀର ବିବାହକୁ ମାତ୍ର କିଛି ଦିନ ବାକି ଥିବାବେଳେ ଚାଲିଗଲା ଭାଇର ଜୀବନ। ସୁନ୍ଦରଗଡ଼ ଜିଲା ତଲସରା ଥାନା ଅନ୍ତର୍ଗତ…

ଓଡ଼ିଶା ପୋଲିସକୁ ମିଳିବ ‘ପ୍ରେସିଡେଣ୍ଟସ୍୩ କଲର:  ଜୁଲାଇ ୫ରେ ଗୃହମନ୍ତ୍ରୀ ଅମିତ ଶାହ ପ୍ରଦାନ କରିବେ ସମ୍ମାନ

ଭୁବନେଶ୍ୱର, ୨୭।୬: ଓଡ଼ିଶା ପୋଲିସ ପାଇଁ ଏକ ଗୌରବମୟ ମୁହୂର୍ତ୍ତ ଆସିବାକୁ ଯାଉଛି। ଦେଶର ଅନ୍ୟତମ ସର୍ବୋଚ୍ଚ ପୋଲିସ ସମ୍ମାନ ‘ପ୍ରେସିଡେଣ୍ଟସ୍ କଲର’ (President’s Colour) ରେ…

ଶିଶୁ ଜନ୍ମ ହେଲେ ମୁଖ୍ୟମନ୍ତ୍ରୀ ଦେବେ ୧ ଗ୍ରାମର ସୁନା ମୁଦି, ରାଜ୍ୟ ସରକାରଙ୍କ ଖାସ୍ ସ୍କିମ୍…

ଚେନ୍ନାଇ,୨୭ା୬: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟ ନିଜର ଏକ ପ୍ରମୁଖ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବାକୁ ଯାଉଛନ୍ତି। ଏଣିକି ରାଜ୍ୟର ସମସ୍ତ ସରକାରୀ ମାତୃତ୍ୱ କେନ୍ଦ୍ର ଓ…

ଏକାଠି ହେଲେ ଗଞ୍ଜାମ ଜିଲା ଠିକାଦାର ସଂଘ: ଆଗକୁ…

ଦିଗପହଣ୍ଡି,୨୭|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟ ମା ‘ ରତ୍ନେଶ୍ୱରୀ ଶକ୍ତିପୀଠ ପରିସରରେ  ଶୁକ୍ରବାର ନିଖିଳ ଓଡିଶା ଠିକାଦାର ମହାସଂଘ…

ଶନି ମନ୍ଦିରରେ ଫୁଲ ଦେଇ ଫେରୁଥିଲେ, ପଛରୁ ପିଟିଦେଲା ବାଇକ୍‌; ଚାଲିଗଲା…

ପାରଳାଖେମୁଣ୍ଡି, ୨୭।୬(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସହରରେ ଶନିବାର  ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଷ୍ଟାଡିୟମ୍ ନିକଟସ୍ଥ ଇଣ୍ଡିଆନ୍ ପେଟ୍ରୋଲ ପମ୍ପ ସମ୍ମୁଖରେ…

କାଜୁ ଜଙ୍ଗଲରେ ଝୁଲିପଡ଼ିଲେ ସଞ୍ଜୟ: ବଢୁଛି ସନ୍ଦେହ

ମହାକାଳପଡ଼ା,୨୭ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ରାମନଗର ପଞ୍ଚାୟତ ପିତାପାଟ ଚୌଧୁରୀ କାଜୁ ଜଙ୍ଗଲରେ ଜଣେ ଯୁବକ ଗୁରୁବାର…

ଟୋକନ୍ ନ ମିଳିଲେ ରାଜପଥ ଅବରୋଧ କରିବୁ, DRCS ଅଫିସ ଆଗରେ ଧାରଣା ଦେଇ ଚେତାବନୀ ଦେଲେ…

ବରଗଡ଼, ୨୭।୬(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ତୀବ୍ର ରୂପ ଧାରଣ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri