ପୋଖରୀରେ ଓଲଟିଲା ଟ୍ରାକ୍ଟର, ଗଲା ୪ ଜୀବନ

ଦନ୍ତେୱାଡା,୯।୮: ସୋମବାର ଥିଲା ବିଶ୍ୱ ଆଦିବାସୀ ଦିବସ। ଏଥିରେ ଭାଗ ନେବାକୁ ମାଲକାନଗିରି ଜିଲା ଟାଟୁମ ଗାଁର ପ୍ରାୟ ୩୦ଜଣ ଆଦିବାସୀ ଏକ ଟ୍ରାକ୍ଟର ଯୋଗେ ଛତିଶଗଡ଼ କାଟେକାଲିଆନ୍‌ ଅଭିମୁଖେ ଯାଉଥିଲେ। ହେଲେ ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦନ୍ତେୱାଡା ଜିଲାର ଟାଟୁମ-ତେଲାମ ରାସ୍ତା ମଝିରେ ଟ୍ରାକ୍ଟରଟି ଭାରସାମ୍ୟ ହରାଇ ଏକ ପୋଖରୀରେ ଓଲଟି ପଡ଼ିଥିଲା। ଫଳରେ ପାଣିରେ ବୁଡି ୪ଜଣ ଆଦିବାସୀଙ୍କ ମୃତ୍ୟୁ ଘଟିଛି। ୧୯ ଜଣ ଗୁରୁତର ଆହତ ହୋଇଛନ୍ତି।

ସୂଚନା ଯୋଗ୍ୟ, ସେହି ରାସ୍ତାରେ ଯବାନମାନେ ସର୍ଚ୍ଚ ଅପରେଶନ ସାରି ଫେରୁଥିଲେ। ଟ୍ରାକ୍ଟର ଓଲଟି ପଡିଥିବା ଦେଖି ସମସ୍ତ ଆହତଙ୍କୁ ଉଦ୍ଧାର କରି କାଟେକାଲିଆନ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଛାତ୍ରୀ କାହିଁକି ଉତ୍ତେଜିତ କଲେ?’ ପ୍ରଶ୍ନକଲେ କର୍ନାଟକ ମନ୍ତ୍ରୀ

ବେଙ୍ଗାଲୁରୁ,୯।୨: ହିଜାବ ପ୍ରସଙ୍ଗକୁ ନେଇ କର୍ନାଟକରେ ସ୍ଥିତି ଅଣାୟତ ହେଉଥିବା ବେଳେ ମାଣ୍ଡ୍ୟା କଲେଜରୁ ସାମ୍ନାକୁ ଆସିଥିବା ଘଟଣାରେ ମୁସଲିମ ଛାତ୍ରୀଙ୍କ ଉପରେ ପ୍ରଶ୍ନ ଉଠାଇଛନ୍ତି...

‘କରୋନା ପ୍ୟାକେଜ୍‌ ନିଷ୍ଠୁର ପରିହାସ’

ନୂଆଦିଲ୍ଲୀ,୨୩ା୫(ପି.ଟି.): ଦେଶରେ କୋଭିଡ୍‌-୧୯ ସ୍ଥିତିକୁ ନେଇ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଶୁକ୍ରବାର କେନ୍ଦ୍ର ସରକାରଙ୍କ ଉପରେ ଜୋର୍‌ଦାର ବର୍ଷିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ୨୦ ଲକ୍ଷ କୋଟିର...

ପରିବାର ନିୟନ୍ତ୍ରଣ ଅସ୍ତ୍ରୋପଚାର କରି ୨ ମହିଳା ଗୁରୁତର

ଝାରସୁଗୁଡ଼ା ଅଫିସ୍‌,୪।୩: ସ୍ବାସ୍ଥ୍ୟ ବିଭାଗ ତରଫରୁ ଝାରସୁଗୁଡ଼ା ଜିଲା ଲଖନପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ମହିଳାଙ୍କ ପରିବାର ନିୟନ୍ତ୍ରଣ ଅସ୍ତ୍ରୋପଚାର କରାଯାଇଥିଲ। ଏଥିରେ ତ୍ରୁଟି ଦେଖାଦେବାରୁ ୨ଜଣ...

ଦେଶରେ ୬୦ ପ୍ରତିଶତରୁ ଅଧିକଙ୍କୁ କରୋନା ଟିକାର ଉଭୟ ଡୋଜ୍‌…

ନୂଆଦିଲ୍ଲୀ, ୨୩।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତେବେ କରୋନା ମହାମାରୀ ଲଢ଼େଇରେ ଜାରି ରହିଥିବା ଟିକାକରଣରେ ଭାରତକୁ ବଡ଼...

କଟକ ଶିଶୁଭବନରେ ନବଜାତକଙ୍କୁ ଚିକିତ୍ସାରେ ଅବହେଳା: ବାପାଙ୍କ ଫେସ୍‌ବୁକ ପୋଷ୍ଟ ପରେ ସ୍ଥିତି ବଦଳିଲା

କଟକ ଅଫିସ,୩୦ା୬: ପୁଣି ଚର୍ଚ୍ଚାର ପରିସରକୁ ଆସିଛି କଟକ ଶିଶୁଭବନ। ୨ଦିନ ତଳେ ଜନ୍ମ ହୋଇଥିବା ଏକ ନବଜାତ ଶିଶୁପୁତ୍ରଙ୍କ ଚିକିତ୍ସାରେ ଅବହେଳା କରାଯାଉଥିଲା। ଡାକ୍ତର,...

ମୁମ୍ବାଇରେ ଗୋଟିଏ ଦିନରେ ୨୧୮ କରୋନା ପଜିଟିଭ ଚିହ୍ନଟ

ମୁମ୍ବାଇ,୧୦।୪: ମହାରାଷ୍ଟ୍ରରେ କରୋନା ଭାଇରସ ବେଳକୁ ବେଳ ତାଣ୍ଡବ ରଚି ଚାଲିଛି। ଗୋଟିଏ ଦିନରେ ଏଠାରେ ଶହ ଶହ ଲୋକ କରୋନାରେ ପୀଡ଼ିତ ହେବା ସରକାରଙ୍କ...

ଆସନ୍ତା ବର୍ଷରୁ ହରିୟାଣା ସ୍କୁଲରେ ହେବ ଭଗବତ ଗୀତା ପାଠ: ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼,୧୨ ।୧୨: ଆସନ୍ତା ବର୍ଷରୁ ହରିୟାଣାର ସମସ୍ତ ସ୍କୁଲରେ ଭଗବତ ଗୀତାର ଶ୍ଳୋକ ପାଠ କରିବା ଶିକ୍ଷା ଦିଆଯିବ । ମୁଖ୍ୟମନ୍ତ୍ରୀ ମନୋହରଲାଲ ଖଟ୍ଟର ଅନ୍ତରାଷ୍ଟ୍ରୀୟ...

ଚନ୍ଦନଯାତ୍ରା ପାଇଁ ସେବାୟତଙ୍କ ଜୀବନବୀମା

ପୁରୀ ଅଫିସ,୧୧।୫: ଅକ୍ଷୟ ତୃତୀୟାରେ ଚନ୍ଦନଯାତ୍ରା ଓ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ। ଏ ନେଇ ସୋମବାର ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ସଭାପତିତ୍ୱରେ...

Advertisement
Archives

Model This Week