୪ ଜିଲା, ରାଉରକେଲାରେ ଶଟଡାଉନ କୋହଳ

ଭୁବନେଶ୍ୱର,୧୨।୮(ବ୍ୟୁରୋ)-ଗଞ୍ଜାମ, ଗଜପତି, ଖୋର୍ଦ୍ଧା, କଟକ ଜିଲା ଓ ରାଉରକେଲା ସହରରେ ଶଟଡାଉନ ମାତ୍ର କିଛି ଘଣ୍ଟା ପାଇଁ କୋହଳ ହେବ। ଅଗଷ୍ଟ ୧୫ ତାରିଖ ଦିନ କିଛି ଘଣ୍ଟା କୋହଳ ରହିବ ସପ୍ତାହାନ୍ତ ଶଟଡାଉନ। ୧୫ ତାରିଖ ଦିନ ୧୧ଟା ପର୍ଯ୍ୟନ୍ତ କୋହଳ ରହିବ ଶଟଡାଉନ କଟକଣା। ନିଜ ଅଞ୍ଚଳରେ ପତାକା ଉତ୍ତୋଳନ ପାଇଁ କୋହଳ ରହିବ କଟକଣା। ଏ ନେଇ ବୁଧବାର ସର୍ତ୍ତମୂଳକ ଭାବେ ପତାକା ଉତ୍ତୋଳନ ପାଇଁ ମୁଖ୍ୟ ସଚିବଙ୍କ ନିର୍ଦ୍ଦେଶ ଦେଇଛନ୍ତି। କୌଣସି ସ୍ଥାନରେ ୧୦ରୁ ଅଧିକ ଲୋକ ଏକାଠି ନ ହେବାକୁ କୁହାଯାଇଛି। ସେହିପରି ସାମାଜିକ ଦୂରତା ମାନିବା ସହ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହାତ ପାହାନ୍ତାରେ ସେବା ଦେବ ସଚେତକ ଆପ୍‌

ଭୁବନେଶ୍ୱର, ୫ା୬(ବ୍ୟୁରୋ)-ବର୍ତ୍ତମାନ ସମୟରେ ବୟୋଜ୍ୟଷ୍ଠ ବ୍ୟକ୍ତିଙ୍କ ଧ୍ୟାନ ନେବା ନିହାତି ଆବଶ୍ୟକ। ଲକ୍‌ଡାଉନ୍‌ ସମୟରେ କିପରି ଘରେ ରହି ସମସ୍ତ ସେବା ହାତ ପାହାନ୍ତାରେ ଉପଲବ୍ଧ...

ଆରମ୍ଭରୁ ମାତୃଭାଷା ଓଡ଼ିଆ ପ୍ରଶ୍ନପତ୍ର ଭାଇରାଲ, ମନ୍ତ୍ରୀ କହିଲେ ତଦନ୍ତ ପରେ ହେବ କାର୍ଯ୍ୟାନୁଷ୍ଠାନ

ଧର୍ମଗଡ଼,୧୯।୨(ଡି.ଏନ୍‌.ଏ.): ବୁଧବାର ମାଟ୍ରିକ ପରୀକ୍ଷାର ପ୍ରଥମ ଦିନ। ପରୀକ୍ଷା ସକାଳ ୧୦ଟାରୁ ଆରମ୍ଭ ହୋଇଥିବା ବେଳେ ଏହାର ଘଣ୍ଟାଏ ନ ପୂରୁଣୁ କଳାହାଣ୍ଡି ଜିଲା ଧର୍ମଗଡ଼...

ସୁମିତଙ୍କ ପରିବାରର ବରିଷ୍ଠ ନାଗରିକଙ୍କୁ ସୁରକ୍ଷା ନିର୍ଦ୍ଦେଶ

ଭୁବନେଶ୍ୱର,୨୫।୧୨(ବ୍ୟୁରୋ): ବହୁଚର୍ଚ୍ଚିତ ବ୍ରହ୍ମପୁର ତପସ୍ବିନୀ-ସୁମିତ ମାମଲାରେ ଶୁକ୍ରବାର ରାଜ୍ୟ ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ହସ୍ତକ୍ଷେପ କରିଛନ୍ତି। ତପସ୍ବିନୀ ଶାଶୁଘରେ ରହିବାକୁ ଜିଦ ଧରିବା ଓ ଏନେଇ...

ହିଙ୍ଗୁଳା ଖଣିରୁ କୋଇଲା ଚୋରି ଧରିଲା ଏସ୍‌ଟିଏଫ

ଭୁବନେଶ୍ୱର,୨୨।୩(ବ୍ୟୁରୋ):ରାଜ୍ୟରେ ଥିବା ବିଭିନ୍ନ ଖଣିରୁ କୋଇଲା ଓ ଅନ୍ୟାନ୍ୟ ଖଣିଜ ଚୋରା ଚାଲାଣ ହେଉଛି। ଗତ କିଛିଦିନ ତଳେ କ୍ରାଇମବ୍ରାଞ୍ଚ ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ)...

ମୋ ସରକାର ମମିତାଙ୍କୁ ନ୍ୟାୟ ଦେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩।୧୨(ବ୍ୟୁରୋ): ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ଘଟଣାର ପାଖାପାଖି ଦୁଇ ମାସ ପରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁହିଁ ଖୋଳିଛନ୍ତି। ମମିତା ହତ୍ୟା ପ୍ରସଙ୍ଗକୁ...

ବାଚସ୍ପତି ହେଲେ ବିକ୍ରମ କେଶରୀ ଆରୁଖ

ଭୁବନେଶ୍ୱର,୧୩ା୬(ବ୍ୟୁରୋ): ଓଡ଼ିଶା ବିଧାନସଭାର ବାଚସ୍ପତି ନିର୍ବାଚନ ସୋମବାର ଅନୁଷ୍ଠିତ ହୋଇଛି। ଏହି ସ୍ବତନ୍ତ୍ର ଅଧିବେଶନରେ ବିକ୍ରମ କେଶରୀ ଆରୁଖ ୨୪ତମ ବାଚସ୍ପତି ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ...

ଖୋଲାରେ ବୟାନ ଦେଉଛନ୍ତି, ପୋଲିସ ପାଉନି

ଭୁବନେଶ୍ୱର, ୨୪।୪ (ବ୍ୟୁରୋ): ସାଇକେଲ ଚୋରି ସନ୍ଦେହରେ କମିଶନରେଟ ପୋଲିସ ଲୋକଙ୍କୁ ଥାନାକୁ ଟେକିନେଇ ମାଡ଼ ମାରୁଛି। କଥା ଆଦାୟ ପାଇଁ ଏମିତି ନିର୍ଯାତନା ଦେଉଛି...

ବେକାବୁ ହେଉଛି ପିଆଜ ଦର

ଭୁବନେଶ୍ୱର, ୨୩।୯(ବ୍ୟୁରୋ):ଅତ୍ୟାବଶ୍ୟକ ସାମଗ୍ରୀ ପିଆଜ ଦର ବୃଦ୍ଧି ଗରିବ, ନିମ୍ନ ମଧ୍ୟବିତ୍ତ ପରିବାର ମୁଣ୍ଡରେ ଚଡ଼କ ପକାଇଛି। ପ୍ରତ୍ୟେକ ଦିନ ଦର ବଢି ବଢି ଚାଲଛି।...

Advertisement
Archives

Model This Week