ଶୁକ୍ରବାରରୁ ୪ ଜିଲା, ୧ ମହାନଗର ନିଗମ ଲକ୍‌ଡାଉନ

ଭୁବନେଶ୍ୱର,୧୬।୭(ବ୍ୟୁରୋ)-ଶୁକ୍ରବାରଠାରୁ ୪ ଜିଲା ଓ ରାଉରକେଲା ମହାନଗର ନିଗମରେ ଜୁଲାଇ ୩୧ ଯାଏ ଲକ୍‌ଡାଉନ ଜାରି ହୋଇଛି। ଗଞ୍ଜାମ, କଟକ, ଖୋର୍ଦ୍ଧା ଓ ଯାଜପୁର ଜିଲାରେ ଏହି ଲକଡାଉନ ଘୋଷଣା ହୋଇଛି। ଶୁକ୍ରବାର ରାତି ୯ଟାରୁ ଏହି କଟକଣା ଲାଗୁ ହେବ ବୋଲି ଗୁରୁବାର ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ସୂଚନା ଦେଇଛନ୍ତି। ଏହି ସମୟରେ ଜରୁରୀକାଳୀନ ସେବା ଯୋଗାଉଥିବା ସରକାରୀ ଅଫିସ, ମେଡିସିନ ଷ୍ଟୋର, ଆମ୍ବୁଲାନ୍ସ, ସ୍ବାସ୍ଥ୍ୟ କର୍ମଚାରୀ, ବିଦ୍ୟୁତ ଓ ଜଳ ଯୋଗାଣ ଭଳି ଜରୁରୀ ସେବା, ଇ-କମର୍ସ, ଏଲପିଜି ଓ ପେଟ୍ରୋଲ ପମ୍ପ ଆଦି ଖୋଲା ରହିବ। ସେହିପରି ସକାଳ ୬ଟାରୁ ଦିନ ୧ଟା ପର୍ଯ୍ୟନ୍ତ ପନିପରିବା ଗ୍ରୋସରୀ ଓ କ୍ଷୀର ଦୋକାନ ଖୋଲା ରହିବ। ସାମଗ୍ରୀ ପରିବହନ ଉପରେ କୌଣସି କଟକଣା ରହିବ ନାହିଁ। ସମସ୍ତେ ଏହି ଲକଡାଉନ ନିୟମକୁ ପାଳନ କରିବେ। ଯଦି କେହି ଏହାକୁ ଉଲ୍ଲଘଂନ କରନ୍ତି ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଅକ୍ଟୋବର ୮ରୁ ଗୁରୁଙ୍କ ଚାଲିବ ନୂଆ ଚାଲ! ଏହି ୩ ରାଶି ହୋଇଯାନ୍ତୁ ସାବଧାନ

ବୈଦିକ ଜ୍ୟୋତିଷ ଅନୁସାରେ ଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧର୍ମ, ଶିକ୍ଷା, ସନ୍ତାନ, ଭାଗ୍ୟ ଓ ବିସ୍ତାରର କାରକ ଗ୍ରହ ଭାବେ ଗଣନା କରାଯାଏ। ତେଣୁ ଗୁରୁଙ୍କ ରାଶି,…

ଓଡ଼ିଶା ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

କୋରାପୁଟ,୫।୧୦(ଅମିତାଭ ବେହେରା): ମଙ୍ଗଳବାର କୋରାପୁଟ ଜିଲାର ସୁନାବେଡ଼ା ଗସ୍ତରେ ଆସିବେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ତାଙ୍କ ସହ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ଦକ୍ଷିଣପୁର ଗାଁ ପୋଖରୀରେ ୪ କୁମ୍ଭୀର: ଲୋକେ ଆତଙ୍କିତ

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଗୋକର୍ଣ୍ଣପୁର ପଞ୍ଚାୟତ ଦକ୍ଷିଣପୁର ଗାଁ ଦାନ୍ତା ପୋଖରୀ(ବନ୍ଧ) ରେ ୪ ଟି କୁମ୍ଭୀର ଥିବା ଲୋକେ ଦେଖିବା ପରେ…

ଝୁଲନ୍ତା ଅବସ୍ଥାରେ ମିଳିଲା ଗଳିତ ମୃତଦେହ ଠାବ: ଆଧାର କାର୍ଡରୁ ପରିଚୟ

ଦାରିଙ୍ଗବାଡ଼ି, ୫/୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ରେନବୋ ଜଳପ୍ରପାତ ନିକଟରୁ ଝୁଲନ୍ତା ଅବସ୍ଥାରେ ଏକ ଗଳିତ ମୃତଦେହକୁ ପୋଲିସ ଠାବ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?