Posted inଜାତୀୟ

କେଟିଆର୍‌ଙ୍କ ଜନ୍ମଦିନ ଉତ୍ସବରେ ଯୋଗ ନ ଦେବାରୁ ୪ କର୍ମଚାରୀ ନିଲମ୍ବିତ

ହାଇଦ୍ରାବାଦ,୩୦।୭: ତେଲଙ୍ଗାନାର ପ୍ରଭାବଶାଳୀ ମନ୍ତ୍ରୀ କେ.ଟି. ରାମାରାଓ (କେଟିଆର୍‌)ଙ୍କ ଜନ୍ମଦିନ ଉତ୍ସବରେ ଯୋଗଦେଇ ନ ଥିବା ବେଲାମପାଲ୍ଲୀ ମ୍ୟୁନିସିପାଲିଟିର ୪ ଜଣ କର୍ମଚାରୀଙ୍କୁ ଚାକିରିରୁ ନିଲମ୍ବନ କରାଯାଇଛି। ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓଙ୍କ ପୁଅ କେଟିଆର୍‌ ପୌର ପ୍ରଶାସନ, ସହରାଞ୍ଚଳ ବିକାଶ, ଶିଳ୍ପ ବାଣିଜ୍ୟ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ଅଛନ୍ତି। ଗତ ୨୪ ତାରିଖରେ ମ୍ୟୁନିସିପାଲ କାଉନସିଲ୍‌ ପକ୍ଷରୁ ତାଙ୍କ ଜନ୍ମ ଉତ୍ସବ ବେଲାପାଲ୍ଲୀ ସରକାରୀ ହସ୍ପିଟାଲରେ ପାଳନ କରାଯାଇଥିଲା। ଏଥିରେ ଯୋଗ ଦେଇ ନ ଥିବା ୪ କର୍ମଚାରୀଙ୍କୁ ମ୍ୟୁନିସିପାଲ କମିଶନର ୨୪ ଘଣ୍ଟା ମଧ୍ୟରେ ସ୍ପଷ୍ଟୀକରଣ ଦେବାକୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଲ୍‌ଓ୍ବାନକୁ ନେଇ ଟଣାଓଟରା

ନୂଆଦିଲ୍ଲୀ, ୨୧ା୬: ପୂର୍ବ ଲଦାଖର ଗଲଓ୍ବାନ ଉପତ୍ୟକାକୁ ନେଇ ବିବାଦ ଥମିବାର ନାଁ ନେଉନାହିଁ। ଚାଇନା ଏହାକୁ ନିଜ ଅଞ୍ଚଳ କହି ଭାରତକୁ ଅନୁପ୍ରବେଶ ଲାଗି...

ଲତା ମଙ୍ଗେସ୍‌କରଙ୍କ ସମ୍ମାନର୍ଥେ ହେବ ଡାକ ଷ୍ଟାମ୍ପ ଲଞ୍ଚ୍‌

ନୂଆଦିଲ୍ଲୀ,୭।୧: ଗାୟକ କିମ୍ବଦନ୍ତୀ ଲତା ମଙ୍ଗେସ୍‌କରଙ୍କୁ ସମ୍ମାନ ଜଣାଇବା ପାଇଁ କେନ୍ଦ୍ର ଏକ ଡାକ ଷ୍ଟାମ୍ପ ଲଞ୍ଚ୍‌ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏ ନେଇ ରେଳ...

ମୋଦିଙ୍କୁ ଭେଟିଲେ ନଡ୍ଡା

ନୂଆଦିଲ୍ଲୀ,୬।୬: ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ସମସ୍ତ ଜାତୀୟ ସାଧାରଣ ସଚିବଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବା ପାଇଁ ତାଙ୍କ...

ଚିତ୍ରାଙ୍କୁ ସିବିଆଇ ଜେରା

ମୁମ୍ବାଇ,୧୯।୨: ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ର ପୂର୍ବତନ ସିଇଓ ତଥା ଏମ୍‌ଡି ଚିତ୍ରା ରାମକ୍ରିଷ୍ଣାଙ୍କୁ ଶୁକ୍ରବାର କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)ର ଅଧିକାରୀମାନେ ଜେରା କରିଛନ୍ତି।...

୨୦୨୧ ଜନଗଣନା ପରେ ସାରା ଦେଶରେ ଲାଗୁ ହେବ ଏନ୍‌ଆର୍‌ସି

ନୂଆଦିଲ୍ଲୀ,୨।୧୧: ରାଷ୍ଟ୍ରୀୟ ସ୍ତରରେ ୨୦୨୧ରେ ଜନ ଗଣନା ସରିବା ପରେ ସାରା ଦେଶରେ ଆସାମ ଭଳି ରାଷ୍ଟ୍ରୀୟ ଜନସଂଖ୍ୟା ରେଜିଷ୍ଟର(ଏନ୍‌ଆର୍‌ସି) ଲାଗୁ କରାଯିବ ବୋଲି ଜଣାପଡିଛି।...

ମିଶନ ଶକ୍ତିର ଶୁଭାରମ୍ଭ କଲେ ଯୋଗୀ: ୨୦ ପ୍ରତିଶତ ମହିଳାଙ୍କୁ ମିଳିବ ପୋଲିସ ଚାକିରି

ବଳରାମପୁର,୧୭ ।୧୦: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶନିବାର ବଳରାମପୁରରେ ମିଶନ ଶକ୍ତି ଅଭିଯାନର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ସେ ଘୋଷଣା କରିଛନ୍ତି...

ବଲିଉଡ୍‌ ଫେଷ୍ଟିଭାଲରେ ସମ୍ମାନିତ ହେବେ ବୋମନ ଇରାନୀ

ମୁମ୍ବାଇ: ବଲିଉଡ୍‌ ଅଭିନେତା ବୋମନ ଇରାନୀଙ୍କୁ ଭାରତୀୟ ଫିଲ୍ମରେ ତାଙ୍କର ଉଲ୍ଲେଖନୀୟ ଅବଦାନ ଯୋଗୁ ନରଓ୍ବେରେ ଆୟୋଜିତ ହେଉଥିବା ୧୭ତମ ବଲିଉଡ୍‌ ଫେଷ୍ଟିଭାଲରେ ସମ୍ମାନିତ କରାଯିବ।...

ମହାରାଷ୍ଟ୍ରରେ ୧୨୭୩ ପୋଲିସ କରୋନା ପଜିଟିଭ୍‌

ମୁମ୍ବାଇ,୧୮।୫: କରୋନା ସଂକ୍ରମଣ ଭାରତରେ ଥମିବାର ନାଁ ଧରୁନି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ସାମାଜିକ ଦୂରତା ବଜାୟ ରଖିବା ଲାଗି ଲକ୍‌ଡାଉନ୍‌...

Advertisement
Archives

Model This Week