କାନଝରି ନଦୀ ପୋଲ ଉପରେ ୪ଫୁଟ ଉଚ୍ଚର ବନ୍ୟାଜଳ ପ୍ରବାହିତ: ଗମନାଗମନ ଠପ୍‌

ପାଟଣା,୨୨।୮(ସ୍ବ.ପ୍ର.): ଗତ କିଛି ଦିନରୁ ଜାରି ରହିଥିବା ଲାଘୁଚାପ ବର୍ଷା ଯୋଗୁ ବେହାଲ ହୋଇପଡ଼ିଛି କେନ୍ଦୁଝର ଜିଲା। ପାଟଣା କେନ୍ଦେଇପଶି ରାସ୍ତାର ଭିମାପଡା ନିକଟରେ ଥିବା କାନଝରି ନଦୀ ପୋଲ ଉପରେ ଶନିବାର ୪ ଫୁଟ ଉଚ୍ଚର ବନ୍ୟାଜଳ ପ୍ରବାହିତ ହେଉଛି। ଫଳରେ ପାଟଣାରୁ କେନ୍ଦୁଝର, ତୁରୁମୁଙ୍ଗା, କେନ୍ଦେଇପଶି ଓ ବାଉଁଶୁଳିକୁ ଯୋଗାଯୋଗ ସମ୍ପୂର୍ଣ୍ଣ ବିଛିନ୍ନ ହୋଇଛି। ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବାରୁ ଉଭୟ ପାଶ୍ୱର୍ର୍ରେ ଗାଡିମଟର ଅଟକି ରହିଛି। ଏଥିସହ ଗମନାଗମନ ବାଧାପ୍ରାପ୍ତ ହୋଇଛି। ଲଗାଣ ବର୍ଷା ଯୋଗୁ ଉପରମୁଣ୍ଡରେ ଥିବା କାନଝରି ଡ୍ୟାମର ଜଳସ୍ତର ବୃଦ୍ଧି ହେବାରୁ ଗୋଟିଏ ଗେଟ୍‌ ଖୋଲା ଯାଇଛି। ଯାହାଦ୍ୱାରା ବନ୍ୟାଜଳ ପୋଲ ଉପରେ ପ୍ରବାହିତ ହେଉଥିବା ଦେଖିବାକୁ ମିଳିଛି। ପ୍ରତି ସେକେଣ୍ଡରେ ଡ୍ୟାମରୁ ଶହେ କ୍ୟୁସେକ ଜଳ ନିଷ୍କାସିତ ହେଉଥିବା ସୂଚନା ମିଳିଛି। ସୁରକ୍ଷା ଦୃଷ୍ଟିରୁ ଘଟଣାସ୍ଥଳରେ ପାଟଣା ପୋଲିସ ଓ ଅଗ୍ନିଶମ ବାହିନୀ ମୁତୟନ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରେ ଭାସିଗଲେ ବାଳକ, ଅଗ୍ନିଶମ ବିଭାଗର ଖୋଜାଖୋଜି ଜାରି

କଟକ ସଦର, ୨୬।୫ (ସୁଶାନ୍ତ କୁମାର ଜେନା): କନ୍ଦରପୁର ଥାନା ଅନ୍ତର୍ଗତ ଦାମୋଦରପୁର ନିକଟରେ ମହାନଦୀରେ ଗାଧୋଇବା ବେଳେ ମଙ୍ଗଳବାର ଅପରାହ୍ନରେ ଜଣେ ବାଳକ ପାଣିର ପ୍ରବଳ…

ଡ୍ୟୁଟି ସାରି ଘରକୁ ଫେରୁଥିବା ବେଳେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ: ୮୦ ହଜାର ଟଙ୍କା ନେଇଗଲେ…

ବଲାଙ୍ଗୀର, ୨୬।୫ (ସୁନିଲ କୁମାର ମହାନ୍ତି): ଜଣେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ କରି ତାଙ୍କ ଠାରୁ ସ୍କୁଟି ସହ ୮୦ ହଜାର ଟଙ୍କା ଲୁଟିନେଇଥିବା ଅଭିଯୋଗ…

ଏଡିଏମଙ୍କ କ୍ୟାମ୍ପ କୋର୍ଟ ପୁଣି ଆରମ୍ଭ: ଲୋକଙ୍କୁ ତ୍ୱରିତ ସେବା ଦେବାକୁ ନିର୍ଦ୍ଦେଶ

ଭଞ୍ଜନଗର, ୨୬।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଏଡିଏମ ଦେବଦତ୍ତ ପଣ୍ତା ମଙ୍ଗଳବାର ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ କ୍ୟାମ୍ପ କୋର୍ଟ ଆୟୋଜନ କରିଥିଲେ। ଏହି ସମୟରେ ସେ…

ମଣିଷ ଶରୀରରେ ଆଜି ବି ଅଛି ତୃତୀୟ ଆଖି! ବୈଜ୍ଞାନିକ କଲେ ଚମକାଇଦେଲା ଭଳି ଖୁଲାସା

ଆପଣ ଭଗବାନ ଶିବଙ୍କର ତୃତୀୟ ନୟନ ବା ତ୍ରିନେତ୍ର ବିଷୟରେ ନିଶ୍ଚୟ ଶୁଣିଥିବେ, କିନ୍ତୁ ଆପଣ କେବେ ମଣିଷର ତୃତୀୟ ଆଖି ବିଷୟରେ ଶୁଣିଛନ୍ତି କି? ଆଜ୍ଞା…

IPL ପରେ MI ଛାଡି ଏହି ଟିମ୍‌କୁ ଯିବେ ପାଣ୍ଡ୍ୟା! ଏହି ଖେଳାଳିଙ୍କ ବଡ଼ ସଙ୍କେତ ପରେ କ୍ରିକେଟଜଗତରେ ହଇଚଇ

ନୂଆଦିଲ୍ଲୀ, ୨୬।୫: ଆଇପିଏଲ (IPL) ୨୦୨୬ରେ ମୁମ୍ବାଇ ଇଣ୍ଡିଆନ୍ସର ପ୍ରଦର୍ଶନ ଭଲ ରହିନାହିଁ ଏବଂ ଏହା ପରଠାରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହେବାରେ…

ବରଗଡ଼ ଏମ୍‌ପିଙ୍କ ବଡ଼ ଘୋଷଣା: ଲିପସିତ୍ , ପ୍ରୀତମଙ୍କୁ ଗୁରୁଦାୟିତ୍ବ

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକସଭା ସାଂସଦ (MP) ପ୍ରଦୀପ କୁମାର ପୁରୋହିତ ସୋମବାର ବରଗଡ଼ ଜିଲାର ବରଗଡ଼ ଓ ପଦ୍ମପୁର ଉପଖଣ୍ଡ ପାଇଁ ତାଙ୍କ ପ୍ରତିନିଧି (NOMINEE)…

ଏହି ବଡ଼ ସହରରେ ଆଜିଠୁ ୧୪ ଦିନିଆ ‘କର୍ଫ୍ୟୁ’: କଣ ଖୋଲା, କଣ ବନ୍ଦ? ଲାଗିଲା କଡ଼ା କଟକଣା

ନୂଆଦିଲ୍ଲୀ,୨୬।୫: ମହାରାଷ୍ଟ୍ରର ପୁଣେ ସହରରେ ୧୪ ଦିନ ପାଇଁ କର୍ଫ୍ୟୁ ଲାଗୁ କରାଯାଉଛି। ଏହି ସମୟ ମଧ୍ୟରେ ଅନେକ କଟକଣା ବଳବତ୍ତର ରହିବ। ମେ ୨୬ ତାରିଖ…

ଦେବାଶିଷଙ୍କ ଉପରେ ବର୍ଷିଲେ ମହେଶ: କାଇଁ କହୁନାହାନ୍ତି ତ ପାଣ୍ଡିଆନଙ୍କ ପାଇଁ…

ଭୁବନେଶ୍ୱର,୨୬।୫ ରାଜ୍ୟସଭା ଏମ୍ ପି ଦେବାଶିଷ ସାମନ୍ତରାୟ ବିଜେଡି ଛାଡ଼ି ଭାଜପାରେ ଯୋଗଦାନ  ପରେ ରାଜନୈତିକ ମହଳରେ ପ୍ରତିକ୍ରିୟା ଜୋର ଧରିଛି। ଏହାକୁ ନେଇ ବିଜେଡି ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri