ରାଜ୍ୟରେ ୪ ବିଦେଶୀ ଫେରନ୍ତା କରୋନା ପଜିଟିଭ୍‌

ଭୁବନେଶ୍ବର,୮।୧୨(ବ୍ୟୁରୋ):କୋଭିଡ୍‌ର ନୂଆ ଭାରିଆଣ୍ଟ ଓମିକ୍ରନ ଚିନ୍ତା ବଢାଉଛି। ମଙ୍ଗଳବାର ସୁଦ୍ଧା ରାଜ୍ୟକୁ ଆଫ୍ରିକୀୟ ଦେଶରୁ ୯୮୨ ଜଣ ଆସିଛନ୍ତି । ସେମାନଙ୍କ ମଧ୍ୟରୁ ୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ନମୁନା ଜିନମ ସିକ୍ବେନ୍‌ସିଂ ପାଇଁ ପଠାଯାଇଛି ।

ତେବେ ଏ ନେଇ ଭୟଭୀତ ନ ହେବାକୁ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ପରାମର୍ଶ ଦେଇଛନ୍ତି । ବିଦେଶ ଫେରାନ୍ତଙ୍କୁ ନେଇ ଆତଙ୍କିତ ନ ହେବାକୁ ସେ କହିଛନ୍ତି। ସ୍ବାସ୍ଥ୍ୟକର୍ମୀ ଗାଁ ଗାଁ ବୁଲି ସେମାନଙ୍କୁ ଟ୍ରେସିଂ କରିବା କାମରେ ଲାଗିଛନ୍ତି । ଯଦି ତୃତୀୟ ଲହର ଆସେ ମୁକାବିଲା କରିବା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ଡ୍ରମ ଭିତରେ କୁଣ୍ଡଳୀ ମାରି ବସିଥିଲା ବିରାଟକାୟ ଅଜଗର, ପରିବାର ଲୋକଙ୍କ ମଧ୍ୟରେ ଖେଳିଗଲା ଆତଙ୍କ, ତା’ ପରେ…

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ଅଞ୍ଚଳରେ ଏକ ବିଶାଳ ଅଜଗର ସାପ ଉଦ୍ଧାର ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

ତୃତୀୟ ଦିନରେ ଶ୍ରୀଲଙ୍କାର ଲଢ଼ୁଆ ବ୍ୟାଟିଂ, ଭାରତର ନିୟନ୍ତ୍ରଣରେ ଦ୍ୱିତୀୟ ଟେଷ୍ଟ

କଲମ୍ବୋ,୨୫ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ତୃତୀୟ ଦିନ ଶେଷ ସୁଦ୍ଧା ଭାରତ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସ୍‌ରେ ଭାରତ ୫୦୩/୯ ସ୍କୋର କରିଥିବା ବେଳେ…

ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ, କର୍ମକର୍ତ୍ତା ଚୟନ: ବ୍ରାହ୍ମଣୀଗାଁରେ ବ୍ଲକ୍ କାର୍ଯ୍ୟାଳୟ ସ୍ଥାପନ ଦାବି

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ପାଳକ ସଂଘର କମ୍ୟୁନିଟି ହଲ୍‌ରେ ମଙ୍ଗଳବାର ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ ଓ କର୍ମକର୍ତ୍ତା ଚୟନ…

ସିଡିପିଓଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁରରେ ବିଭିନ୍ନ ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ମଙ୍ଗଳବାରଠାରୁ ଅନଶନ ଆରମ୍ଭ କରିଛନ୍ତି। ଅନଶନ ଆରମ୍ଭ…

୬୦ ବୟସରୁ ଅଧିକ ମହିଳାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମାଗଣାରେ କରିପାରିବେ ବସ୍‌ଯାତ୍ରା…

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ଯୋଗୀ ସରକାର ମଙ୍ଗଳବାର ଦିନ ‘ଲୋକମାତା ଅହଲ୍ୟାବାଈ ମାତୃଶକ୍ତି ଯୋଜନା’ ସମେତ ୨୪ଟି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛନ୍ତି। ସିଏମ୍ ଯୋଗୀ ୬୦ ବର୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri