ବାଂଲାଦେଶରେ ଭାଙ୍ଗିଦେଲେ ୪ ହିନ୍ଦୁ ମନ୍ଦିର

ଢାକା,୯।୮: ବାଂଲାଦେଶର ଖୁଲ୍‌ନା ଜିଲାରେ ଦୁର୍ବୃତ୍ତମାନେ ୪ଟି ହିନ୍ଦୁ ମନ୍ଦିର ଉପରେ ଆକ୍ରମଣ କରିଛନ୍ତି। ଏଥିସହ ସେମାନେ ସଂଖ୍ୟାଲଘୁ ହିନ୍ଦୁମାନଙ୍କ କେତେକ ଦୋକାନ ଓ ଘର ଭାଙ୍ଗିଛନ୍ତି। ପୋଲିସ ୧୦ ଜଣଙ୍କୁ ଗିରଫ କରିବା ସହ ଉକ୍ତ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା ବଢ଼ାଇଛି। ରୁପ୍‌ସା ଉପଜିଲାର ଶିଆଲି ଗ୍ରାମରେ ହିନ୍ଦୁ ଓ ମୁସଲମାନ ପରିବାରରେ ବଚସାକୁ କେନ୍ଦ୍ର କରି ଶନିବାର ଏଭଳି ଆକ୍ରମଣ କରାଯାଇଛି। ଦୁର୍ବୃତ୍ତମାନେ ହରି ମନ୍ଦିର, ଦୁର୍ଗା ମନ୍ଦିର, ଗୋବିନ୍ଦ ମନ୍ଦିର ଏବଂ ମହାଶ୍ମଶାନ ମନ୍ଦିରରେ ପଶି ମୂର୍ତ୍ତି ଭାଙ୍ଗିଥିଲେ। ଏହା ବ୍ୟତୀତ ୬ଟି ଦୋକାନ ଓ ଦୁଇଟି ଘର ଭାଙ୍ଗି ଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

ହର୍ମୁଜ ଖୋଲିବା ନେଇ ଇରାନର ସସପେନ୍ସ , ଯୁଦ୍ଧବିରତି ସର୍ତ୍ତ ଉପରେ କହିଲା-ଠିକ୍‌ ସମୟରେ…

ଓ୍ବାଶିଂଟନ୍‌୬।୪: ଇରାନ-ଆମେରିକା ବିବାଦ ମଧ୍ୟରେ, ଇରାନ ସୂଚିତ କରିଛି ଯେ ହର୍ମୁଜ ପ୍ରଣାଳୀ ଏବେ ଏହାର ନିୟନ୍ତ୍ରଣରେ ଏକ ରଣନୈତିକ ଉପକରଣ ପାଲଟିଛି। ଇରାନ ରିଭୋଲ୍ୟୁସନାରୀ ଗାର୍ଡ…

ଇରାନକୁ ଭିତିରିଆ ଶକ୍ତି ଯୋଗାଉଛନ୍ତି ଏହି ୨ ଦେଶ, ଏହି କାରଣରୁ ଶେଷ ହେଉନାହିଁ ଯୁଦ୍ଧ! ଚାଞ୍ଚଲ୍ୟକର ଖୁଲାସା

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି, ତଥାପି ହର୍ମୁଜ ପ୍ରଣାଳୀ ଖୋଲିବା ନେଇ…

ପିସିଏସ ଅଧିକାରୀ ଜ୍ୟୋତି-ଆଲୋକଙ୍କ ବିବାଦରେ ନୂଆମୋଡ଼: ସ୍ତ୍ରୀ ଅଫିସର ହେବାପରେ ସଫେଇ କର୍ମଚାରୀ ସ୍ବାମୀଙ୍କୁ ଯାଇଥିଲେ ଭୁଲି, ଏବେ…

ଲକ୍ଷ୍ନୌ,୬।୪: ଉତ୍ତର ପ୍ରଦେଶର ବହୁଚର୍ଚ୍ଚିତ ପିସିଏସ ଅଧିକାରୀ ଜ୍ୟୋତି ମୌର୍ଯ୍ୟ ଏବଂ ତାଙ୍କ ସ୍ବାମୀ ଆଲୋକ ମୌର୍ଯ୍ୟ ନାମକ ଜଣେ ସଫେଇ କର୍ମଚାରୀଙ୍କ ମଧ୍ୟରେ ଦୀର୍ଘ ଦିନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri