ଆସନ୍ତାକାଲି ଶ୍ରୀମନ୍ଦିରରେ ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ,୨୩ା୭: ଆସନ୍ତାକାଲି ଅର୍ଥାତ୍‌ ଗୁରୁବାର ଶ୍ରୀମନ୍ଦିରରେ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। କାରଣ କାଲି ଚିତାଲାଗି ଅମାବାସ୍ୟା। ଶ୍ରୀବିଗ୍ରହଙ୍କ ଚିତାଲାଗି ନୀତି କାରଣରୁ ସାଧାରଣ ଦର୍ଶନ ବନ୍ଦ ରହିବ। ଅପରାହ୍ନ ୨ଟା ୩୦ରୁ ସନ୍ଧ୍ୟା ୬ଟା ୩୦ ପର୍ଯ୍ୟନ୍ତ ଭକ୍ତମାନେ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେ ନାହିଁ।

ଚିତାଲାଗି ଅମାବାସ୍ୟା ଓଡ଼ିଶାର ଏକ ଗଣପର୍ବ। ଏହାଏହା ଶ୍ରାବଣ ମାସର ଅମାବାସ୍ୟା ତିଥିରେ ପାଳିତ ହୋଇଥାଏ। ଏହି ଦିନ ଶ୍ରୀମନ୍ଦିରରେ ଜଗନ୍ନାଥ, ବଳଭଦ୍ର, ସୁଭଦ୍ରାଙ୍କୁ  ଚିତାଲାଗି ହୋଇଥାଏ । ଜଗନ୍ନାଥଙ୍କ ନିତିଦିନିଆ ପୂଜା ଓ ଧୂପ ଶେଷ ହେବା ପରେ ଦଇତାପତିମାନେ ତିନିଠାକୁରଙ୍କ ଲଲାଟରେ ସୁବର୍ଣ୍ଣ ଚିତାଲାଗି କରନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା, ଷ୍ଟ୍ରିଟ୍‌ ଲାଇଟ୍‌ ସମସ୍ୟା ସମାଧାନ ଦାବି

ନନ୍ଦପୁର,୧୭ା୩(ତୁଷାର କାନ୍ତ ମହାନ୍ତି)-ନନ୍ଦପୁର ବ୍ଲକ ପ୍ରଶାସନ ପକ୍ଷରୁ ବ୍ଲକ ସଦର ମହକୁମା ପଞ୍ଚାୟତରେ ଜନଶୁଣାଣି ଶିବିର ସୋମବାର ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଦୁର୍ଗାପ୍ରସାଦ ଦୋରା, ସରପଞ୍ଚ…

ବଟେଶ୍ୱରକୁ ସଂଯୋଗ ରାସ୍ତା ନିର୍ମାଣ କାର୍ଯ୍ୟ ବିଳମ୍ବ

ଗଞ୍ଜାମ,୧୭ା୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ବଟେଶ୍ୱର ପୀଠରୁ ୧୬ନଂ. ଜାତୀୟ ରାଜପଥକୁ ସଂଯୋଗ ନିମନ୍ତେ ନିର୍ମାଣଧୀନ ରାସ୍ତା କାର୍ଯ୍ୟ…

ଚାଷୀ ଆଣିଲେ ବଡ଼ ଅଭିଯୋଗ

ବଞ୍ଚୋ,୧୭ା୩(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର କ୍ଷୁଦ୍ରଜଳସେଚନ ଅଧୀନ ପାଇକଚାଟ୍ରା କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ନେଇ ଗୁରୁତର ଅନିୟମିତତା ଅଭିଯୋଗ ସାମ୍ନାକୁ ଆସିଛି। ପାଣି ପଞ୍ଚାୟତ ଗଠନରେ ଅଣଚାଷୀମାନଙ୍କୁ…

ଏପ୍ରିଲ ୧୫ରୁ ଏସବୁ ବ୍ୟାଙ୍କ ଆକାଉଣ୍ଟ ବନ୍ଦ, ଖାତାରେ ଟଙ୍କା ଥିଲେ…

ନୂଆଦିଲ୍‌ଲୀ,୧୭।୩: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ଯେଉଁ ଆକାଉଣ୍ଟଗୁଡ଼ିକ ଦୀର୍ଘ ସମୟ ଧରି ନିଷ୍କ୍ରିୟ ଅଛନ୍ତି ବିଶେଷକରି, ସେହି ଆକାଉଣ୍ଟଗୁଡ଼ିକୁ ‘ଇନ ଆକ୍ଟିଭ’ ଭାବରେ ବର୍ଗୀକୃତ କରାଯାଇଛି।…

ବିଦ୍ୟାଳୟ ପାଠାଗାର ବହିକିଣା ଅନିୟମିତତା ପ୍ରସଙ୍ଗ: ଆର୍‌ଟିଆଇ ଆବେଦନ ପରେ …

ନନ୍ଦପୁର,୧୭ା୩ (ତୁଷାର କାନ୍ତ ମହାନ୍ତି)-ଏକ ନିର୍ଦ୍ଦିଷ୍ଟ ପ୍ରକାଶନ ସଂସ୍ଥାରୁ ସ୍କୁଲ ପରିଚାଳନା କମିଟିର ଅଜାଣତରେ ବିଦ୍ୟାଳୟ କମ୍ପୋଜିଟ ପାଣ୍ଠିରେ ପାଠାଗାର ବହି କିଣାରେ ଅନିୟମିତତା ପ୍ରସଙ୍ଗ ନେଇ…

ଦାରିଙ୍ଗବାଡ଼ିରେ ପ୍ରବଳ କୁଆପଥର ବର୍ଷା, କଳା ମିଚିମିଚି ପିଚୁ ରାସ୍ତାରେ କୁଆପଥର

ଦାରିଙ୍ଗବାଡି,୧୭।୩(ଅରୁଣ ସାହୁ ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ମଙ୍ଗଳବାର ସମ୍ପୂର୍ଣ୍ଣ କଶ୍ମୀରର ଭ୍ରମ ସୃଷ୍ଟି କରିଛି। କାଳ ବୈଶାଖୀ ପ୍ରଭାବରେ ମଙ୍ଗଳବାର ଅପରାହ୍ନରେ ପ୍ରବଳ ମାତ୍ରାରେ କୁଆପଥର…

ତାଣ୍ଡବ ରଚିଲା ଘୂର୍ଣ୍ଣି ଝଡ଼: ଆହତଙ୍କୁ ଭେଟିଲେ ଏମ୍‌ପି ଅନନ୍ତ ନାୟକ

କେନ୍ଦୁଝର,୧୭।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ମୟୂରଭଞ୍ଜ ଜିଲା କରଞ୍ଜିଆ ଅଞ୍ଚଳରେ ତାଣ୍ଡବ ରଚିଛି ଘୂର୍ଣ୍ଣି ଝଡ଼। ଏଥିରେ ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇ କେନ୍ଦୁଝର ଧରଣୀଧର ମେଡିକାଲ କଲେଜ…

ଦିଦିଙ୍କ ଗଡ଼ ପାଲଟିଲା ‘ହଟ୍‌-ସିଟ୍‌’: ପୁଣି ମୁହାଁମୁହିଁ ହେବେ ମମତା-ଶୁଭେନ୍ଦୁ, ଭାଜପା କାର୍ଡକୁ କିଭଳି…

କୋଲକାତା,୧୭।୩: ପଶ୍ଚିମବଙ୍ଗ ରାଜନୀତିରେ ପୁଣି ଥରେ ଦୁଇ ମହାରଥୀଙ୍କ ମଧ୍ୟରେ ମହାମୁକାବିଲା ଦେଖିବାକୁ ମିଳିବ। ତୃଣମୂଳ କଂଗ୍ରେସ (TMC) ସୁପ୍ରିମୋ ମମତା ବାନାର୍ଜୀ ଏବଂ ଭାଜପା ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri