ମହାପ୍ରଭୁଙ୍କ ବନକଲାଗି ନୀତି: ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ ଅଫିସ,୧୪।୯: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ଦ୍ବିତୀୟ ଭୋଗମଣ୍ଡପ ପରେ ଶ୍ରୀଜିଉଙ୍କ ଏହି ନୀତି ହେବ। ଦତ୍ତମହାପାତ୍ର ସେବକ ମାନେ ଶ୍ରୀବିଗ୍ରହଙ୍କ ଏହି ସେବା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରୁ ସୁସ୍ଥ ହେଲେ ଆଉ ୮୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୯ା୩(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୮୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୭,୩୫୭ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି।...

ଛେଣ୍ଡିପଦାରେ ୨୪ ହାତୀ: ଭାଙ୍ଗିଲେ ଘର, ନଷ୍ଟ କଲେ କଦଳୀ ଫସଲ

ଛେଣ୍ଡିପଦା,୨୩।୭(ସ୍ବ.ପ୍ର.)-ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳର ବିଭିନ୍ନ ଗ୍ରାମରେ ହାତୀ ଉପଦ୍ରବ ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ବୁଧବାର ବିଳମ୍ବିତ ରାତିରେ ଶିମିଳିପାଳ ପଞ୍ଚାୟତ ଚରାକାନି ଗାଁରେ...

କାଜୁ ଜଙ୍ଗଲରୁ ମିଳିଲା ନରକଙ୍କାଳ

କୋରାପୁଟ,୪ା୪(ସ୍ବ.ପ୍ର.): କୋରାପୁଟ ସଦର ଥାନା ଅନ୍ତର୍ଗତ ଏକଟାଗୁଡା ଗ୍ରାମ ନିକଟସ୍ଥ କାଜୁ ଜଙ୍ଗଲରୁ ରବିବାର ଏକ ନରକଙ୍କାଳ ମିଳିଛି। ଖବରପାଇ ଏସଡିପିଓ ମନୋଜ କୁମାର ପୂଜାରୀଙ୍କ...

୪୧ ବର୍ଷ ପରେ କେସିଙ୍ଗା ମହାବିଦ୍ୟାଳୟକୁ ମିଳିଲା ପଟ୍ଟା

କେସିଙ୍ଗା,୧୦।୫: କଳାହାଣ୍ଡି ଜିଲା କେସିଙ୍ଗା ସ୍ଥିତ ମହାବିଦ୍ୟାଳୟକୁ ଦୀର୍ଘ ୪୧ ବର୍ଷ ପରେ ଉଚ୍ଚ ଶିକ୍ଷା ବିଭାଗ ଓଡିଶା ସରକାରଙ୍କ ପକ୍ଷରୁ ଜମିର ପଟ୍ଟା ପ୍ରଦାନ...

ବିବାହ ପ୍ରତିଶ୍ରୁତି ଦେଇ ମହିଳା ଡାକ୍ତରଙ୍କୁ ପ୍ରତାରଣା

ଦାରିଙ୍ଗବାଡ଼ି, ୨୩।୧୦(ଡି.ଏନ୍‌.ଏ.)- ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଜଣେ ବିପିଏମ୍‌ ପ୍ରତାରଣା କରିଥିବା ଅଭିଯୋଗ ହୋଇଛି। ମହିଳା...

‘ନ୍ୟାୟିକସେବା ଶିକ୍ଷାନବିସ ମାତୃଭାଷାକୁ ପ୍ରାଧାନ୍ୟ ଦିଅନ୍ତୁ’

ଭୁବନେଶ୍ୱର, ୨୬ା୨(ବ୍ୟୁରୋ): ଜନସାଧାରଣଙ୍କ ମୌଳିକ ଅଧିକାରକୁ ସୁରକ୍ଷା ଦେବା ଗଣତନ୍ତ୍ରର ପ୍ରଧାନ ଆଭିମୁଖ୍ୟ ବୋଲି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର କହିିଛନ୍ତି। ଶୁକ୍ରବାର ନବାଗତ ନ୍ୟାୟିକସେବା...

ରାସ୍ତା ଅବରୋଧ ପରେ ଚେତାପସିଲା

ଠାକୁରମୁଣ୍ଡା,୭ା୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଚମ୍ପାଝରଠାରେ ଧାନ ମଣ୍ଡି ଖୋଲିବା ଦାବିରେ ଶୁକ୍ରବାର ଚାଷୀମାନେ ରାସ୍ତାରୋକୋ କରିଥିଲେ। ସୂଚନା ଅନୁଯାୟୀ, ଚମ୍ପାଝରଠାରେ ମଣ୍ଡି ଖୋଲିି...

ଡୁମେରଯୋର ଏସ୍‌ବିଆଇ ଶାଖାରୁ ସଶସ୍ତ୍ର ଡକାୟତି

କୁଆଁରମୁଣ୍ଡା,୧୩।୧: ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ଫାଣ୍ଡି ଅଧୀନ ଡୁମେରଯୋର ପଞ୍ଚାୟତ ପରିସରରେ ଥିବା ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ଶାଖାରୁ ବୁଧବାର ଅପରାହ୍ନରେ ଶସସ୍ତ୍ର ଡକାୟତି...

Advertisement
Archives

Model This Week