ଆଜି ବନକଲାଗି, ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ ଅଫିସ, ୩ା୮: ଶ୍ରାବଣ ମାସ ଶୁକ୍ଳପକ୍ଷ ପଞ୍ଚମୀ ମଳ ତିଥି ବୁଧବାର ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ବା ବନକଲାଗି ନୀତି ଅନୁଷ୍ଠିତ ହେବ। ଏହା ଏକ ଗୁପ୍ତ ନୀତି। ବୁଧବାର ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ବନକ ଲାଗି ନୀତି ଅନୁଷ୍ଠିତ ହେବାକୁ ଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ଦ୍ୱିତୀୟ ଭୋଗ ମଣ୍ଡପ ସମ୍ପନ୍ନ ହୋଇ ପାଣି ପଡିବା ପରେ ବନକ ଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତ ମହାପାତ୍ର ସେବକମାନେ ରତ୍ନସଂହାସନ ଉପରକୁ ଉଠି ଠାକୁରମାନଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଦତ୍ତମହାପାତ୍ର ସେବକମାନେ ନୀତି ସାରି ଶ୍ରୀମନ୍ଦିରରୁ ବାହାରିବା ପରେ ଶ୍ରୀବିଗ୍ରହମାନଙ୍କ ମହାସ୍ନାନ କରାଯିବା ପରେ ଅନ୍ୟାନ୍ୟ ନୀତି ବଢିବା ସହ ପୁନର୍ବାର ଦର୍ଶନ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତି ପୋଲିସକୁ ବଡ଼ ସଫଳତା: ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ, ୬ ନାବାଳିକା…

ଗଜପତି,୧।୭(ଗିରିଧାରୀ ପରିଛା): ଗଜପତି ପୋଲିସ ଏକ ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ କରି ୬ ଜଣ ନାବାଳିକାଙ୍କ ସମେତ ୭ ଜଣ ପୀଡ଼ିତାଙ୍କୁ ହାଇଦ୍ରାବାଦରୁ ଉଦ୍ଧାର କରିଛି।…

ଆଜିଠାରୁ ଅନିର୍ଦ୍ଦିଷ୍ଟକାଳ ଯାଏ ରୋଗୀସେବା ବନ୍ଦ, ହନ୍ତସନ୍ତ ହେଉଛନ୍ତି ରୋଗୀ

ବଞ୍ଚୋ,୧।୭(ପ୍ରଦୋଷ ବିଶ୍ୱାଳ ): ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନ (ଓମ୍‌ସା)ର ୮ ଦଫା ଦାବି ପୂରଣ ନ ହେବା ପ୍ରତିବାଦରେ ଜାତୀୟ ଡାକ୍ତର ଦିବସ ଅବସରରୁ ବୁଧବାର…

ଆଜି ଭାରତ-ଇଂଲଣ୍ଡ ମ୍ୟାଚ୍‌: ବୈଭବଙ୍କ ଉପରେ ଇଂଲଣ୍ଡ ଅଧିନାୟକ ବଡ଼ ବୟାନ, ଦେଲେ

ଚେଷ୍ଟର ଲେ ଷ୍ଟ୍ରିଟ,୧।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ T20 ସିରିଜର ପ୍ରଥମ ମ୍ୟାଚ୍‌ ଜୁଲାଇ ୧ ତାରିଖ ଅର୍ଥାତ୍‌ ଆଜି ଖେଳାଯିବ। ଖେଳ ପୂର୍ବରୁ, ଇଂଲଣ୍ଡ…

ଆଜିଠୁ ଶସ୍ତା ହେଲା ୫ କେଜିଆ ଗ୍ୟାସ୍ ସିଲିଣ୍ଡର, ଜାଣନ୍ତୁ ଆପଣଙ୍କ ସହରର ନୂଆ ଦର!

ନୂଆଦିଲ୍ଲୀ,୧।୭: ମହଙ୍ଗା ମାଡ଼ ମଧ୍ୟରେ ଏବେ ଏଲପିଜି (LPG) ଗ୍ରାହକଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଆଜି କମର୍ସିଆଲ ଗ୍ୟାସ୍ ସିଲିଣ୍ଡର ସହିତ ‘ଛୋଟ ଗ୍ୟାସ୍ ସିଲିଣ୍ଡର’ ମଧ୍ୟ…

ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରୀ ସେବା ସମ୍ପୂର୍ଣ୍ଣ ଠପ: ଓମସାର କାର୍ଯ୍ୟବନ୍ଦ ଆନ୍ଦୋଳନ

ବାରିପଦା, ୧।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓମସା)ର କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ରାଜ୍ୟ ସମେତ ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ  …

ଆନନ୍ଦପୁର ବ୍ଲକରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ହାତାହାତି: ବିଡିଓଙ୍କ ବିରୋଧରେ ଉଠିଥିବା ଅଭିଯୋଗକୁ…

ବଞ୍ଚୋ, ୧।୭ (ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ବ୍ଲକ ପରିସରରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ଘଟିଥିବା ହାତାହାତି ଘଟଣାକୁ ନେଇ ବ୍ଲକ ବିକାଶ ଅଧିକାରୀ (ବିଡିଓ)ଙ୍କ ବିରୋଧରେ…

ଅଲାରନାଥ ମନ୍ଦିରରେ ଭକ୍ତଙ୍କ ଭିଢ଼, କାହିଁକି ବର୍ଷକରେ…

ବ୍ରହ୍ମଗିରି,୧ା୭: ସ୍ନାନପୂର୍ଣ୍ଣିମାରେ ସୋମବାର ଦାରୁଦିଅଁ ୧୦୮ କଳସୀ ଜଳରେ ମହାସ୍ନାନ କରି ଏବେ ଅଣସରପିଣ୍ଡିରେ ଗୁପ୍ତସେବା ପାଉଛନ୍ତି। ଏପଟେ ପୁରୀ ଜିଲାର ବ୍ରହ୍ମଗିରିସ୍ଥିତ ଅଲାରନାଥ ମନ୍ଦିରରେ ମହାପ୍ରଭୁ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଆଜିଠୁ ବଦଳିଲା ‘ମନରେଗା’ ଯୋଜନା, ନୂଆ ‘VB-G RAM G’ ଆକ୍ଟରେ ଏବେ ପ୍ରତିଦିନ ମିଳିବ…

ନୂଆଦିଲ୍ଲୀ,୧।୭: ଗ୍ରାମୀଣ ରୋଜଗାର କ୍ଷେତ୍ରରେ କେନ୍ଦ୍ର ସରକାର ଆଜି ଅର୍ଥାତ୍ ୧ ଜୁଲାଇ ୨୦୨୬ରୁ ଏକ ଐତିହାସିକ ତଥା ବଡ଼ ନୀତିଗତ ପରିବର୍ତ୍ତନ କାର୍ଯ୍ୟକାରୀ କରିଛନ୍ତି। ଦେଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri