ଟ୍ରେନରୁ ୪ ବେଆଇନ ଭେଣ୍ଡର ଗିରଫ

ରାଉରକେଲା,୪।୪(ସଙ୍ଗୀତା ଜେନା): ରେଳବାଇ ସୁରକ୍ଷା ବଳ ଓ ରାଉରକେଲା ରେଳବାଇ ଷ୍ଟେଶନ ବାଣିଜି୍ୟକ ବିଭାଗ ପକ୍ଷରୁ ଶୁକ୍ରବାର ଅପରାହ୍ନ ୪ଟାରେ ଟ୍ରେନ ଗୁଡ଼ିକରେ ମିଳିତ ଚଢ଼ାଉ କରାଯାଇଥିଲା। ଏଥିରେ ଯାତ୍ରୀବାହୀ ଟ୍ରେନ୍‌ (ନଂ.୧୩୩୫୧)ରୁ ବେଆଇନ ସାମଗ୍ରୀ ବିକ୍ରି କରୁଥିବା ଅଭିଯୋଗରେ ୪ ଭେଣ୍ଡରଙ୍କୁ ଗିରଫ କରି ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟ ଷ୍ଟେଶନରେ ପହଞ୍ଚିଲା ପୁରୀ-କୋରାପୁଟ ସ୍ବତନ୍ତ୍ର ଟ୍ରେନ୍‌: ଭବ୍ୟ ସ୍ବାଗତ କଲେ ବିଧାୟକ, ଜନସାଧାରଣ

କୋରାପୁଟ, ୭।୭ (ଅମିତାଭ ବେହେରା): ଦୀର୍ଘ ଦିନର ପ୍ରତୀକ୍ଷାର ଅନ୍ତ ଘଟାଇ ମଙ୍ଗଳବାର ସକାଳେ ପୁରୀ-କୋରାପୁଟ ସ୍ବତନ୍ତ୍ର ଟ୍ରେନ୍‌ କୋରାପୁଟ ରେଳ ଷ୍ଟେଶନରେ ପହଞ୍ଚିଛି। ସକାଳ ୮ଟା…

ଆଇଆଇସି ବିଉଟି ମହାନ୍ତି ଆତ୍ମହତ୍ୟା ମାମଲା: ସନ୍ଦେହ ଘେରରେ ଏଏସ୍‌ଆଇ

ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):କଟକ ଚାଉଳିଆଗଞ୍ଜ ଥାନା ଆଇଆଇସି ଭାବେ କାର୍ଯ୍ୟରତ ମହିଳା ପୋଲିସ ଅଧିକାରୀ ବିଉଟି ମହାନ୍ତିଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ରହସ୍ୟ ବଢ଼ିବାରେ ଲାଗିଛି। ଦିନ ଗଡ଼ିବା…

ବର୍ଷାରେ ଧୋଇଗଲା ନିର୍ମାଣାଧିନ ରିଂ ରୋଡ: ସ୍ଥାୟିତ୍ୱ ନେଇ ଉଠିଲାଣି ପ୍ରଶ୍ନ

ବରଗଡ଼,୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶରେ ରିଂ ରୋଡ ନିର୍ମାଣ ଚାଲିଛି । ବରଗଡ଼ ସାଇ ମନ୍ଦିରରୁ ରୁହୁଣିଆଁ ପର୍ଯ୍ୟନ୍ତ ହେବାକୁ ଥିବା…

ପୁରୀ-କୋରାପୁଟ ସ୍ପେସିଆଲ୍‌ ଟ୍ରେନକୁ କେସିଙ୍ଗାରେ ସ୍ବାଗତ: ରହଣି ସମୟ ପରିବର୍ତ୍ତନ ପାଇଁ ଦାବି

କେସିଙ୍ଗା, ୭।୭( ତୁମେଶ୍ୱର ସାହୁ): ଶ୍ରୀକ୍ଷେତ୍ର ପୁରୀ-ଶାବର କ୍ଷେତ୍ର କୋରାପୁଟ ସ୍ପେସିଆଲ୍‌ ଏକ୍ସପ୍ରେସ ଟ୍ରେନ (ନଂ .୧୮୪୦୮)କୁ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନ ବୈଷ୍ଣବ ଓ ମୁଖ୍ୟମନ୍ତ୍ରୀ ମୋହନ…

ଏହି କାରଣରୁ ହୋଇଛି ବିଉଟି ମହାନ୍ତିଙ୍କ ମୃତ୍ୟୁ, ଆସିଲା ଚାଉଳିଆଗଞ୍ଜ ଥାନା IICଙ୍କ ପୋଷ୍ଟମର୍ଟମ ରିପୋର୍ଟ

କଟକ,୭।୭: ଚାଉଳିଆଗଞ୍ଜ ଥାନା IIC ବିଉଟି ମହାନ୍ତିଙ୍କ ଆସିଲା ପୋଷ୍ଟମର୍ଟମ ରିପୋର୍ଟ । ତେବେ ଶ୍ବାସରୁଦ୍ଧ ହୋଇ ତାଙ୍କର ମୃତ୍ୟୁ ହୋଇଥିବା ନେଇ ରିପୋର୍ଟରେ ଉଲ୍ଲେଖ କରାଯାଇଛି…

୭୭ ବନ ମହୋତ୍ସବ ପାଳିତ:ବିଭିନ୍ନ କିସମର ବୃକ୍ଷରୋପଣ

କର୍ଲାମୁଣ୍ଡା,୭।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁଶୁର୍ଲା ଅମର ଯୁକ୍ତତିନି ମହାବିଦ୍ୟାଳୟ ଓ କେସିଙ୍ଗା ବନ ବିଭଗ ମିଳିତ ଉଦ୍ୟମରେ ମହାବିଦ୍ୟାଳୟ ପରିସରରେ ସୋମବାର ୭୭ତମ…

ବିଳମ୍ବିତ ରାତିରେ ରାସ୍ତାରୁ ଖସିଗଲା ବାଇକ୍, ଯୁବକଙ୍କ ଉପରେ ପଡ଼ିଗଲା…

କେନ୍ଦ୍ରାପଡ଼ା,୭।୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ କଜଳା ରାସ୍ତାରେ ସୋମବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଜଣେ ଅଚିହ୍ନା…

ମାଛ ଧରିବାକୁ ଯାଇ ବୈତରଣୀ ନଦୀରେ ଭାସିଗଲେ ଯୁବକ, ତାପରେ….

ପାଟଣା,୭।୭(ବୀର କିଶୋର ଦାଶ): ମାଛ ମାରିବାକୁ ଯାଇ ବୈତରଣୀ ନଦୀ ମୁହାଣରେ ଭାସି ଜଣେ ଯୁବକ ନିଖୋଜ ହୋଇଛନ୍ତି । ନିଖୋଜ ଯୁବକ ହେଉଛନ୍ତି ଟାଙ୍ଗରପଡ଼ା ପଂଚାୟତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri