ମାଙ୍କଡ଼ କାମୁଡ଼ାରେ ୪ ଆହତ

ଗଞ୍ଜାମ,୨୨ା୪(ବିଦ୍ୟାଧର ସାହୁ)-ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମରେ ପାଗଳ ମାଙ୍କଡ଼ ଆତଙ୍କ ଖେଳାଇଛି। ସେହି ମାଙ୍କଡ଼ କାମୁଡାରେ ସୋମବାର ଓ ମଙ୍ଗଳବାର ଦୁଇ ଦିନରେ ଗ୍ରାମର ୪ ଜଣ ଆହତ ହୋଇଛନ୍ତି। ସେମାନେ ଗଞ୍ଜାମ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହୋଇଛନ୍ତି। ଏନେଇ ଗ୍ରାମର ନିରଞ୍ଜନ ତରାଇ ବନ ବିଭାଗକୁ ଫୋନ ଯୋଗେ ଅବଗତ କରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

ଦିଗପହଣ୍ଡିରେ ମାତିଛି ଗୋଠଛଡ଼ା ହାତୀ: ଭୟଭୀତ ଅଞ୍ଚଳବାସୀ, ସନ୍ଧ୍ୟା ହେଲେ ପଡୁଛି ତାଟି କବାଟ…

ଦିଗପହଣ୍ଡି,୩୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ଜିଲା ସୀମାନ୍ତରେ ଗତ ୪ ଦିନ ହେବ ଗୋଟିଏ ଗୋଠଛଡ଼ା ହାତୀ ଘୁରି ବୁଲୁଛି। ସା ହେଲେ ହାତୀଟି…

ବିଦ୍ୟୁତ୍‌ ନେଲା ୫ ମଇଁଷିଙ୍କ ଜୀବନ: ବିଭାଗୀୟ ଅବହେଳାକୁ ଦାୟୀ କଲେ ଗ୍ରାମବାସୀ

ଖଜୁରିପଡ଼ା,୩୦ା୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା…

ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟା ମାମଲାର ରାୟ ପ୍ରକାଶ: ୫ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୩୦ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ…

ୱାର୍ଡସଭ୍ୟଙ୍କୁ ଦୁର୍ବ୍ୟବହାର: କର୍ମଚାରୀ କଲେ ଆନ୍ଦୋଳନ

ଖଡ଼ିଆଳ, ୩୦ା୧ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡିଆଳ ଏନ୍‌ଏସିର ଜଣେ ୱାର୍ଡସଭ୍ୟ ଦୁର୍ବ୍ୟବହାର କରିଥିବା ଅଭିଯୋଗ କରି ଶୁକ୍ରବାର କର୍ମଚାରୀମାନେ କଲମ ଛାଡ ଆନ୍ଦୋଳନ…

ଗୋଲାପଙ୍କୁ ପୋଡ଼ି ମାରିବାକୁ ଉଦ୍ୟମ କରିଥିଲେ ଶ୍ୱଶୁର ଘର ଲୋକେ: ପୋଲିସ ନେଲା…

ଆନନ୍ଦପୁର, ୩୦।୧(ସୁଶାନ୍ତ କୁମାର ସାହୁ): ବୋହୂଙ୍କୁ ଘର ଭିତରେ କବାଟ ଦେଇ ପୋଡି ମାରିଦେବାକୁ ଉଦ୍ୟମ କଲେ ଶ୍ୱଶୁର ଘର ଲୋକେ। ଏଭଳି ଏକ ସମ୍ବେଦନଶୀଳ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri