ଆଜି ଭୁବନେଶ୍ୱରରୁ ୪ ଆକ୍ରାନ୍ତ ଚିହ୍ନଟ: ୧୦ ସୁସ୍ଥ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ରବିବାର ଆଉ ୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୨ ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୨ ଜଣ ଲୋକାଲ କେସ୍‌ ରହିଛନ୍ତି। ସହିପରି ଆଜି ଭୁବନେଶ୍ୱରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଗାଁକୁ ପାନୀୟ ଜଳ ଯୋଗାଣ ବନ୍ଦ: ୫-ଟିରେ ଅଭିଯୋଗ ପରେ ମିଳୁନି ସୁଫଳ

ବେଗୁନିଆ,୧୪ା୧୨(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ବଡବେରଣା ପଞ୍ଚାୟତର ୨ଟି ଗଁ।ର ୪ ହଜାର ଲୋକ ପାନୀୟ ଜଳ ଯୋଗାଣ ବନ୍ଦ ରହିଥିବାରୁ ଲୋକେ ଜଳକଷ୍ଟ...

ମିଶନ ଶକ୍ତି ମହିଳାଙ୍କୁ ମିଳିବ ମିଲ୍‌ ପିଛା ୨ ଟଙ୍କା ପ୍ରୋତ୍ସାହନ ରାଶି

ଭୁବନେଶ୍ୱର,୫।୫(ବ୍ୟୁରୋ): କରୋନା ମୁକାବିଲା ସମୀକ୍ଷା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ନୂଆ ଘୋଷଣା କରିଛନ୍ତି। ପ୍ରବାସୀମାନଙ୍କ ଆଗମନକୁ ଦୃଷ୍ଟିରେ ରଖି ଆଗକୁ ଦୈନିକ ୧୫ହଜାର...

୨୪ ଘଣ୍ଟା ମଧ୍ୟରେ ଦ୍ୱିତୀୟ କରୋନା ଟିକା ପରୀକ୍ଷାକୁ କରାଗଲା ବନ୍ଦ

ଓ୍ବାଶିଂଟନ, ୧୪।୧୦: ପୃଥିବୀରେ କରୋନା ମହାମାରୀର ତାଣ୍ଡବ ଜାରି ରହିଛି। ଏପରିସ୍ଥଳେ ଗତ ୨୪ ଘଣ୍ଟା ମଧ୍ୟରେ ଦ୍ୱିତୀୟ କରୋନା ଟିକାର ପରୀକ୍ଷଣକୁ ସୁରକ୍ଷା କାରଣରୁ...

ହିନ୍ଦୀ ପକ୍ଷ ଉଦ୍‌ଯାପିତ

ଭୁବନେଶ୍ୱର,୭।୧୦:ଭାରତ ସଞ୍ଚାର ନିଗମ ଲିମିଟେଡ୍‌ (ବିଏସ୍‌ଏନ୍‌ଏଲ୍‌) ର ଓଡ଼ିଶା ପରିମଣ୍ଡଳ ଭୁବନେଶ୍ୱର ପକ୍ଷରୁ ହିନ୍ଦୀ ପକ୍ଷ-୨୦୨୨ର ସମାପନ ଏବଂ ପୁରସ୍କାର ପ୍ରଦାନ ସମାରୋହ ନିକଟରେ ଉଦ୍‌ଯାପିତ...

ମୟୂରଭଞ୍ଜ ପଲିଟେକ୍‌ନିକ୍‌ରେ ପ୍ରତିଷ୍ଠା ହେବ ଉତ୍କର୍ଷ କେନ୍ଦ୍ର

ଭୁବନେଶ୍ୱର, ୩ା୫(ବ୍ୟୁରୋ):ମୟୂରଭଞ୍ଜସ୍ଥିତ ସରକାରୀ ପଲିଟେକ୍‌ନିକ୍‌ରେ ଆଡ୍‌ଭାନ୍ସ ମେକାଟ୍ରୋନିକ୍ସ ଉତ୍କର୍ଷ କେନ୍ଦ୍ର ପ୍ରତିଷ୍ଠା କରାଯିବ। ପ୍ରାୟ ୪.୧୮ କୋଟି ଟଙ୍କା ବ୍ୟୟରେ ହେବାକୁ ଥିବା ଏହି ଉତ୍କର୍ଷ...

କଳାହାଣ୍ଡିରେ କରୋନାର ସ୍ଥିତି ଚିନ୍ତାଜନକ

ଭବାନୀପାଟଣା,୭।୪: କଳାହାଣ୍ଡିରେ ମାଡିଲାଣି କରୋନା। ଚଳିତ ମାସ ପ୍ରଥମ ସପ୍ତାହରେ ଚିହ୍ନଟ ହୋଇଛନ୍ତି ୨୮୧ନୂଆ ଆକ୍ରାନ୍ତ। ଗତ ୧ ତାରିଖରେ ୨୬ଜଣ, ୨ରେ ୨୨, ୩ରେ...

କାରଖାନାରେ ଦୁର୍ଘଟଣା: ଅକ୍ସିଜେନ ସିଲିଣ୍ଡର ଫାଟି ୩ ଗୁରୁତର

ବଡ଼ବିଲ,୧୪।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ-ବଲାଣି ରାସ୍ତା ମାଟକାମବେଡ଼ାରେ ଥିବା ଆରିୟା ଆଇରନ୍‌ ଆଣ୍ଡ ଷ୍ଟିଲ୍‌ କମ୍ପାନୀ ପ୍ରାଇଭେଟ ଲିମିଟେଡ୍‌ରେ ରବିବାର ଅପରାହ୍ନରେ ଏକ ଦୁର୍ଘଟଣା ଘଟିଛି।...

ବେଜିଂରେ କରୋନା ସଂକ୍ରମଣରେ ୨ ଗଣମାଧ୍ୟମ ପ୍ରତିନିଧିଙ୍କ ମୃତ୍ୟୁ…

ବେଜିଂ,୧୭।୧୨ : ଦୁନିଆରେ କରୋନା ସଂକ୍ରମଣ ବର୍ତ୍ତମାନ ଧୀରେ ଧୀରେ ହ୍ରାସ ପାଉଛି। ତଥାପି, ବିପଦ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ରୂପେ ଦୂର ହୋଇନାହିଁ। ନିକଟରେ କରୋନାରେ...

Advertisement
Archives

Model This Week