୪ ହାତୀ ଦାନ୍ତ ଜବତ: ୫ଗିରଫ

ବାରିପଦା,୨।୭(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଯଶିପୁର ଅଞ୍ଚଳରେ ହାତୀ ଦାନ୍ତ ବିକ୍ରି ନିମନ୍ତେ ଡିଲ୍‌ ସମୟରେ ବନବିଭାଗ ଚଢ଼ାଉ କରି ୫ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ୪ଟି ହାତୀଦାନ୍ତ ଜବତ ହୋଇଛି । ବିଶ୍ବସ୍ତ ସୂତ୍ରରୁ ଖବରପାଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଡିଭିଜନର ଉପନିର୍ଦ୍ଦେଶକ ସମ୍ରାଟ ଗୌଡଙ୍କ ନିର୍ଦ୍ଦେଶକ୍ରମେ ଏକ ଟିମ୍‌ ଗଠନ କରାଯାଇଥିଲା । ଶିମିଳିପାଳ ଉତ୍ତର, ଦକ୍ଷିଣ ଓ ରାଇରଙ୍ଗପୁର ଡିଭିଜନର ଏସିଏଫ୍‌ ଓ କର୍ମଚାରୀମାନେ ଗ୍ରାହକ ସାଜି ଚଢ଼ାଉ କରିଥିଲେ । ଜବତ ଦାନ୍ତଗୁଡିକ ପରୀକ୍ଷା କରିବା ପରେ ହାତୀର ବୟସ ଜଣାପଡିବ ବୋଲି ବନ ଅଧିକାରୀମାନେ ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ପାରାଗୁଏକୁ ହରାଇ କ୍ୱାର୍ଟର ଫାଇନାଲରେ ପହଞ୍ଚିଲା ଫ୍ରାନ୍ସ

ଫିଲାଡେଲଫିଆ, ୫ା୭: ପେନାଲ୍ଟି କିକ୍‌ରୁ କିଲିଆନ ଏମ୍‌ବାପେଙ୍କ ଗୋଲ ବଳରେ ରବିବାର ଖେଳାଯାଇଥିବା ରାଉଣ୍ଡ ଅଫ୍‌-୧୬ ମ୍ୟାଚ୍‌ରେ ଫ୍ରାନ୍ସ ୧-୦ ଗୋଲରେ ପାରାଗୁଏକୁ ପରାସ୍ତ କରି କ୍ୱାର୍ଟର…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri