Posted inଜାତୀୟ

ବାଣ କାରଖାନାରେ ବିସ୍ଫୋରଣ; ୪ ମୃତ

ଲକ୍ଷ୍ନୌ,୧।୧୦ : ଉତ୍ତରପ୍ରଦେଶର ଶାମଲି ଜିଲାରେ ବେଆଇନ ବାଣ କାରଖାନାରେ ଶୁକ୍ରବାର ବିସ୍ଫୋରଣ ଘଟିଛି। ଏଥିରେ ୪ ଜଣ ମୃତ୍ୟୁ ହୋଇଥିବା ବେଳେ ୧୦ ଜଣ ଆହତ ହୋଇଛନ୍ତି। କିଛି ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ମୃତ୍ୟୁ ସଂଖ୍ୟା ବଢ଼ିପାରେ। କାଇରାନା ସହରରେ ଥିବା ଆଚାର ତିଆରି କରାଯାଉଥିବା କାରଖାନରେ ବିସ୍ଫୋରଣ ଘଟିଥିଲା। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି। ଏପର୍ଯ୍ୟନ୍ତ ୪ ମୃତଦେହ ଉଦ୍ଧାର କରାଯାଇଥିବା ବରିଷ୍ଠ ପୋଲିସ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ପାଇଁ ବିପଦ ଘଣ୍ଟି: ୭ ମାସରେ ୪୧୩ ଥର ଥରିଲାଣି ପୃଥିବୀ

ନୂଆଦିଲ୍ଲୀ,୧୮।୯: ଚଳିତବର୍ଷ ସାରା ବିଶ୍ୱରେ କରୋନା ମହାମାରୀ କାୟା ବିସ୍ତାର କରି ଲକ୍ଷ ଲକ୍ଷ ଲୋକଙ୍କ ଜୀବନ ନେଲାଣି। ଭାରତରେ ମଧ୍ୟ ଏହି ମହାମାରୀ ଯୋଗୁ...

ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ: ୩୬ ନମ୍ବର ବୁଥ୍‌ରେ ପଥରମାଡ ସହ ଗୁଳିଚାଳନା

ଗୁମଲା,୭।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଶନିବାର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ଏହି ସମୟରେ ଗୁମଲା ଜିଲାର ସିସାଇ ବିଧାନସଭା ଅଞ୍ଚଳରେ...

ଦୀପାବଳିରେ ପର୍ସରେ ରଖନ୍ତୁ ଗୋମତୀ ଚକ୍ର ହେବ ଧନ ପ୍ରାପ୍ତି…

ଧନ ପ୍ରାପ୍ତି ପାଇଁ ଗୋମତୀ ଚକ୍ରର ଉପଯୋଗ ବେଶ୍‌ ଗୁରୁତ୍ୱପୂର୍ଣ୍ଣ। ଏସମ୍ପର୍କରେ ଶାସ୍ତ୍ରରେ ଉଲ୍ଲେଖ ରହିଛି। ମାତା ଲକ୍ଷ୍ମୀ ସମୁଦ୍ରରୁ ଜାତ ହୋଇଥିବାରୁ ଶଙ୍ଖ, ଗୋମତୀ...

କ୍ରିକେଟ ଚୟନ ସ୍କାମ ରାଡାରରେ କ୍ରୀଡା ସଂସ୍ଥା-ଅଧିକାରୀ-ପୂର୍ବତନ ଆଇପିଏଲ ଖେଳାଳି…

ନୂଆଦିଲ୍ଲୀ,୮।୧୧: କ୍ରିକେଟ ଚୟନ ସ୍କାମ ରାଡାରରେ କ୍ରୀଡା ସଂସ୍ଥା, ଅଧିକାରୀ, ପୂର୍ବତନ ଆଇପିଏଲ ଖେଳାଳି ରହିଛନ୍ତି। ଜୁଲାଇ ୯ ରେ ୟୁପି ଖେଳାଳି ଅନସୁଲ ରାଜଙ୍କ...

ଦିନେ କମିଲେ ପୁଣି ବଢୁଛି, ଅନ୍‌ଲକ୍‌ ଯୋଗୁ ବଢୁଛି ଭିଡ଼…

ନୂଆଦିଲ୍ଲୀ,୫।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସଂକ୍ରମଣ...

ଟିଡିପି କାର୍ଯ୍ୟକ୍ରମରେ ଦଳାଚକଟା: ମୃତ୍ୟୁସଂଖ୍ୟା ୮କୁ ବୃଦ୍ଧି

ହାଇଦ୍ରାବାଦ୍‌,୨୯।୧୨:ଆନ୍ଧ୍ରପ୍ରଦେଶର ନେଲୋର ଜିଲାର କାଣ୍ଡୁକୁର ଠାରେ ତେଲୁଗୁ ଦେଶମ ପାର୍ଟି (ଟିଡିପି) ଦ୍ୱାରା ଆୟୋଜିତ ଏକ କାର୍ଯ୍ୟକ୍ରମରେ ଦଳାଚକଟାରେ ମୃତ୍ୟୁ ସଂଖ୍ୟା ୮କୁ ବୃଦ୍ଧି ପାଇଛି।...

ପଗଡ଼ି ଭିତରେ ନେଇ ଯାଉଥିଲେ ୪୭ ଲକ୍ଷ ମୂଲ୍ୟର ସୁନା

ନୂଆଦିଲ୍ଲୀ, ୫।୧୦: ଦିଲ୍ଲୀ ବିମାନ ବନ୍ଦରରେ ସୁନା ଚୋରା ଚାଲାଣ ଅଭିଯୋଗରେ କଷ୍ଟମ ବିଭାଗ ଜଣେ ମହିଳାଙ୍କ ସମେତ ୩ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କ ମଧ୍ୟରୁ...

ଛାତିରେ ଗୁଳି ଖାଇ ଥାନାରେ ପହଞ୍ଚିଲେ ଯୁବକ, ପୋଲିସ ଦେଖିବା ପରେ..

ମୁଜାଫ୍ଫରନଗର,୩୧।୭: ଉତ୍ତରପ୍ରଦେଶର ମୁଜାଫ୍ଫରନଗରର ତିନାବୀ ଥାନାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଛାତିରେ ଗୁଳି ବାଜିଥିବା ଜଣେ ଯୁବକ ଥାନାରେ ପହଞ୍ଚିଯିବାରୁ ପୋଲିସ କର୍ମଚାରୀ...

Advertisement
Archives

Model This Week