ଜାପାନରେ ଆପାର୍ଟମେଣ୍ଟ ଅଗ୍ନିକାଣ୍ଡରେ ୪ ଜୀବନ୍ତ ଦଗ୍ଧ…

ଟୋକିଓ,୨୨।୧ : ଜାପାନର କୋବେ ସହରରେ ରବିବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଏଠାରେ ଥିବା ଏକ ଆପାର୍ଟମେଣ୍ଟରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟି ୪ ଜଣ ଜୀବନ୍ତ ଦଗ୍ଧ ହୋଇଛନ୍ତି। ଅନ୍ୟ ୪ ଜଣ ଲୋକ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଅଧିକାରୀ କହିଛନ୍ତି, ସ୍ଥାନୀୟ ସମୟ ପାଖାପାଖି ଅପରାହ୍ନ ୧ଟା ୩୫ ମିନିଟରେ ଅଗ୍ନିକାଣ୍ଡ ବିଷୟରେ ସୂଚନା ମିଳିଥିଲା। ଏହା ପରେ ଘଟଣାସ୍ଥଳରେ ଦମକଳ ବାହିନୀ ପକ୍ଷରୁ ଉଦ୍ଧାର କାର୍ଯ୍ୟ କରାଯାଇଥିଲା। ନିଆଁକୁ ଆୟତ୍ତ କରିବା ପାଇଁ ପ୍ରାୟ ଏକ ଘଣ୍ଟା ସମୟ ଲାଗିଥିଲା । ଅଧିକାରୀଙ୍କ ଅନୁଯାୟୀ କୋବେର ହାଇଗୋ ୱାର୍ଡରେ ଥିବା ତିନି ମହଲା ବିଶିଷ୍ଟ ଆପାର୍ଟମେଣ୍ଟର ପ୍ରଥମ ମହଲାରେ ଏହି ଅଗ୍ନିକାଣ୍ଡ ଘଟିଛି। ସମସ୍ତ ମୃତଦେହ ପ୍ରଥମ ମହଲାରୁ ମିଳିଛି ବୋଲି ସ୍ଥାନୀୟ ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ପ୍ରସ୍ତୁତି, ଖୁବଶୀଘ୍ର ଶସ୍ତା ହେବ ପେଟ୍ରୋଲ୍-ଡିଜେଲ୍‌! ଏତିକି ଟଙ୍କା କମିବ

ନୂଆଦିଲ୍ଲୀ,୧୫।୬: ଆମେରିକା-ଇରାନ ଚୁକ୍ତିନାମା ଘୋଷଣା ପରେ ଅଶୋଧିତ ତୈଳ ଦର ହ୍ରାସ ପାଇଛି । ସୋମବାର ପ୍ରାରମ୍ଭିକ ବାଣିଜ୍ୟ ସମୟରେ, ଅନ୍ତର୍ଜାତୀୟ ଅଶୋଧିତ ତୈଳ ଦର ୪% ରୁ…

ଜୀବନ ହାରିଲେ କୁମକୁମ୍ ଭାଗ୍ୟର ଅଭିନେତ୍ରୀ, ୨୨ ବର୍ଷରେ….

“କୁମକୁମ ଭାଗ୍ୟ” ରେ ତାଙ୍କ ଭୂମିକା ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ ହୋଇଛି । ସେ ନାଲାସୋପାରାରେ ତାଙ୍କ ବାସଭବନରେ ଆତ୍ମହତ୍ୟା କରିଛନ୍ତି।…

ଇରାନ ସହ ଡିଲ୍‌ରେ ପାକିସ୍ତାନର ଲଟେରୀ! ଟ୍ରମ୍ପ ଦେବେ ବଡ଼ ପ୍ୟାକେଜ୍‌, ଜାଣନ୍ତୁ କଣ

ଇସଲାମବାଦ,୧୫।୬: ଆମେରିକା ଏବଂ ଇରାନ ମଧ୍ୟରେ ଦୀର୍ଘ ଦିନ ଧରି ଚାଲିଥିବା ଉତ୍ତେଜନା ଏବେ କମିବା ପରି ମନେ ହେଉଛି । ଦୁଇ ରାଷ୍ଟ୍ର ମଧ୍ୟରେ ଏକ…

ପୋଡାମରାଇ-ଆଳକଣା ପୋଷ୍ଟ ଅଫିସରେ ମହାଘୋଟାଲା ଆଶଙ୍କା! ପୋଷ୍ଟମାଷ୍ଟର ନିଖୋଜ, ଡାକଘର ଆଗରେ ଜମାକାରୀ….

ଆଳି,୧୫।୬(ବନମାଳୀ ସେନାପତି ): କେନ୍ଦ୍ରାପଡ଼ା ଜିଲା ଆଳି ପୋଷ୍ଟଅଫିସ ଅଧୀନରେ ଥିବା ପୋଡାମରାଇ -ଆଳକଣା ଶାଖା ଡାକଘରେ ତାଲା ଝୁଲାଇ ଦେଇ ଫେରାର ହୋଇ ଯାଇଛନ୍ତି ପୋଷ୍ଟମାଷ୍ଟର…

ଅଶୋଧିତ ତୈଳ ମୂଲ୍ୟ ହ୍ରାସ:ଆମେରିକା-ଇରାନ ଚୁକ୍ତି ପରେ ପ୍ରଥମ ଜାହାଜ ଭାବେ ହର୍ମୁଜ ଛାଡ଼ିଲା ‘ଦିଶା’

ଓ୍ବାଶିଂଟନ,୧୫।୬: ପାକିସ୍ତାନ ଏବଂ କତାର ମଧ୍ୟସ୍ଥତା ମାଧ୍ୟମରେ ଶେଷରେ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ହୋଇଛି। ବିବାଦ ଯୋଗୁ ମାସ ମାସ ଧରି…

ଆମେରିକା-ଇରାନ ମଧ୍ୟରେ ଶାନ୍ତି ଚୁକ୍ତିକୁ ଭାରତର ସ୍ବାଗତ: ପ୍ରଧାନମନ୍ତ୍ରୀ ମୋଦି କହିଲେ, ମୁଁ ଏହି ଚୁକ୍ତିକୁ…

ନୂଆଦିଲ୍ଲୀ,୧୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଶାନ୍ତି ଚୁକ୍ତିକୁ ସ୍ବାଗତ କରିଛନ୍ତି। ଏହି ଚୁକ୍ତି ଏହି ଅଞ୍ଚଳରେ ଶାନ୍ତି ଏବଂ ସ୍ଥିରତା…

ପୋଖରୀର ଦୂଷିତ ପାଣି ପିଉଛନ୍ତି ଗ୍ରାମବାସୀ

ମହାକାଳପଡ଼ା,୧୫ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟ୍‌ଛେଲା ଗ୍ରାମରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ମହିଳାମାନେ ପାନୀୟଜଳ ସମସ୍ୟା ଯୋଗୁ ଗଡ଼ିଆ, ପୋଖରୀର…

ଆମେରିକା-ଇରାନ ଚୁକ୍ତି ଭାରତର ବଲ୍ଲେ-ବଲ୍ଲେ: ପାଇବ ସର୍ବାଧିକ ଲାଭ

ନୂଆଦିଲ୍ଲୀ,୧୫।୬: ମାସ ମାସର ସଂଘର୍ଷ ପରେ, ଶେଷରେ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ହୋଇଛି। ଡୋନାଲ୍ଡ ଟ୍ରମ୍ପ ଏବଂ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଶେହବାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri