Posted inଜାତୀୟ

ବସ୍‌-କାର୍‌ ମୁହାଁମୁହିଁ ଧକ୍କା: ୪ ମୃତ

ଗୁରୁଗ୍ରାମ,୨୨।୮: ହରିୟାଣାର ଗୁରୁଗ୍ରାମ-ଫାରୁଖନଗର ରାସ୍ତାରେ ଥିବା ଖେଟାୱାସ ଗ୍ରାମ ନିକଟ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ବସ୍‌-କାର୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ କାର୍‌ରେ ଥିବା ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ ହୋଇଛନ୍ତି। ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କାର୍‌ରେ ୫ ଜଣ ଥିବା ଜଣାପଡିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଚଳାଇଛି। ତେବେ ବସ୍‌ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷାଦାନରେ ଲିଙ୍ଗଗତ ତାରତମ୍ୟ: ପ୍ରାଇମେରୀରେ ମହିଳା ଆଗୁଆ-କଲେଜରେ ପଛୁଆ

ନୂଆଦିଲ୍ଲୀ, ୫।୯: ଦେଶରେ ଶିକ୍ଷାଦାନ କ୍ଷେତ୍ରରେ ଲିଙ୍ଗଗତ ତାରତମ୍ୟ ପରିଲକ୍ଷିତ ହେଉଛି। ପ୍ରାଇମେରୀ ଶିକ୍ଷାଦାନ କ୍ଷେତ୍ରରେ ୧୦୦ ଜଣ ପୁରୁଷଙ୍କ ତୁଳନାରେ ମହିଳାଙ୍କ ସଂଖ୍ୟା ୧୮୩...

ଟି-୨୦ ଓ୍ବାଲର୍‌ଡ କପ୍‌ରୁ ଭାରତ ବାହାର, ବିଜ୍ଞାପନ ଆୟରେ ୧ ହଜାର କୋଟି କ୍ଷତି ହେବା ଆଶଙ୍କା…

ନୂଆଦିଲ୍ଲୀ,୮।୧୧: ଯାହା ଆଶଙ୍କା କରାଯାଉଥିଲା ତାହା ଘଟିଲା। ଟିମ ଇଣ୍ଡିଆ ଟି -୨୦ ବିଶ୍ୱକପ୍‌ ସେମିଫାଇନାଲରେ ପ୍ରବେଶ କରିପାରି ନାହିଁ। ଭାରତୀୟ ପ୍ରଶଂସକମାନେ ଏହା ଦ୍ୱାରା...

୮ ହାଇକୋର୍ଟର ମୁଖ୍ୟ ବିଚାରପତି ନିଯୁକ୍ତି ପାଇଁ ନାମ ସୁପାରିସ

ନୂଆଦିଲ୍ଲୀ, ୧୮।୯: ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏନ୍‌.ଭି. ରମନାଙ୍କ ଅଧ୍ୟକ୍ଷତାରେ ଜଷ୍ଟିସ୍‌ ୟୁ.ୟୁ. ଲଲିତ ଏବଂ ଏ.ଏମ୍‌. ଖାନ୍‌ଓ୍ବିଲକରଙ୍କୁ ନେଇ ଗଠିତ ସୁପ୍ରିମକୋର୍ଟ କଲେଜିୟମ୍‌...

ହାଇବ୍ରିଡ୍‌ ଆତଙ୍କବାଦ ବିରୋଧରେ ନୂଆ ରଣନୀତି…

ଶ୍ରୀନଗର, ୫।୬ : ଜମ୍ମୁ-କଶ୍ମୀରରେ ସୁରକ୍ଷା ବାହିନୀଙ୍କ ଆତଙ୍କବାଦ ବିରୋଧୀ କାର୍ଯ୍ୟରେ ପ୍ରତିହିଂସା ପରାୟଣ ହୋଇ ଆତଙ୍କବାଦୀମାନେ ବର୍ତ୍ତମାନ ଟାର୍ଗେଟ କିଲିଂ କରିବା ଜୋର ଦାର...

ଅରୁଣାଚଳରେ ଗାଁ ନିର୍ମାଣ କରିଛି ଚାଇନା

ନୂଆଦିଲ୍ଲୀ, ୧୯।୧: ସୀମାକୁ ନେଇ ଭାରତ ଓ ଚାଇନା ମଧ୍ୟରେ ବିବାଦ ଲାଗି ରହିଥିବାବେଳେ ଗତବର୍ଷ ମେ’ରୁ ଦୁଇଦେଶର ସୈନ୍ୟବାହିନୀ ମଧ୍ୟରେ ମୁହାଁମୁହିଁ ସ୍ଥିତି ଜାରି...

୨୪ ଘଣ୍ଟାରେ ୩୦୬ ମୁଣ୍ଡ ନେଲା କରୋନା

ନୂଆଦିଲ୍ଲୀ,୨୧।୬: ଦେଶରେ କରୋନା ସଂକ୍ରମଣ ବେଳକୁ ବେଳ ଅସମ୍ଭାଳ ହେବାରେ ଲାଗିଲାଣି। ଗତ ୨୪ ଘଣ୍ଟାରେ ଦେଶରେ କରୋନା ସଂକ୍ରମଣରେ ୩୦୬ ଜଣଙ୍କ ମୃତ୍ୟୁ ହେବା...

ପୁଅ, ମନ୍ତ୍ରୀଙ୍କଠାରୁ ଗରିବ ନୀତୀଶ

ପାଟନା, ୨।୧: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ତାଙ୍କ ପୁଅ ନିଶାନ୍ତ ଏପରିକି କ୍ୟାବିନେଟ ମନ୍ତ୍ରୀଙ୍କଠାରୁ ଗରିବ। ସର୍ବସାଧାରଣଙ୍କ ଅବଗତି ନିମନ୍ତେ ନୀତୀଶ ଓ ତାଙ୍କ...

୨୪ଘଣ୍ଟାରେ ଦ୍ୱିତୀୟ ଥର ପାଇଁ ଥରିଲା ଗୁଜରାଟ

ଅହମଦାବାଦ,୧୫।୬: ଗୁଜରାଟରେ ୨୪ ଘଣ୍ଟାରେ ଦ୍ୱିତୀୟ ଥର ପାଇଁ ଅନୁଭୂତ ହେଲା ଭୂକମ୍ପ। ସୋମବାର ଗୁଜରାଟର କଚ୍ଛରେ ମଧ୍ୟାହ୍ନ ୧୨ଟା ୫୭ ମିନିଟ୍‌ରେ ଭୂକମ୍ପ ଝଟ୍‌କା...

Advertisement
Archives

Model This Week