Posted inଜାତୀୟ

କାରଖାନାରେ ନିଆଁ ଲାଗି ୪ମୃତ୍ୟୁ

ମହାରାଷ୍ଟ୍ର,୨୪।୪: ମହାରାଷ୍ଟ୍ରର ନାଗପୁର ଜିଲାର ଏକ କାରଖାନାରେ ଭୀଷଣ ଅଗ୍ନିକାଣ୍ଡ ଘଟି ୪ଜଣ ଶ୍ରମିକଙ୍କର ମୃତ୍ୟୁ ହୋଇଛି। ଅଗ୍ନିକାଣ୍ଡରେ ଆଉ ତିନିଜଣ ଆହତ ହୋଇଛନ୍ତି ଯେଉଁମାନଙ୍କୁ ଡାକ୍ତରଖାନା ନିଆଯାଇଛି।

ଜଣେ ଅଧିକାରୀ କହିଛନ୍ତି ଯେ, ସକାଳ ୧୧ଟାରେ ସୋନେଗାଁର ନେପାନି ଗ୍ରାମ ପଞ୍ଚାୟତ ଏମ୍‌ଆଇଡିସି ଅଞ୍ଚଳରେ ଥିବା କଟାରିଆ ଏଗ୍ରୋ ପ୍ରାଇଭେଟ ଲିମିଟେଡ କାରଖାନରେ ଅଗ୍ନିକାଣ୍ଡ ଘଟିଥିଲା। ନିଆଁ ଲାଗିବା ପରେ ତୁରନ୍ତ ଅଗ୍ନିଶମ ବାହିନୀକୁ ସୂଚନା ଦିଆଯାଇଥିଲା। ଘଟଣାସ୍ଥଳରେ ଅଗ୍ନିଶମ ବିଭାଗର କର୍ମଚାରୀମାନେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।

ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଟୁଇଟ୍‌ କରି ଦୁଖ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ ଆହତମାନେ ବର୍ତ୍ତମାନ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ବର୍ତ୍ତମାନ କାରଖାନାରେ ନିଆଁ ଲିଭି ସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଏପ୍ରିଲ ୧ରୁ ନୂଆ ଆବେଦନ, ଏଥିରେ ସାମିଲ ହେବେ…

ଭୁବନେଶ୍ୱର,୨୮ା୩: ସୁଭଦ୍ରା ଯୋଜନାକୁ ନେଇ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏପ୍ରିଲ ୧ରୁ ନୂଆ ସୁଭଦ୍ରା ପଞ୍ଜୀକରଣ ଆରମ୍ଭ ହେବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ସରକାରଙ୍କ ବଡ଼ ଘୋଷଣା, ପହିଲାରୁ ସ୍କୁଲରେ ଖରାଛୁଟି, ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୨୮।୩: ଏପ୍ରିଲ ଆରମ୍ଭ ନ ହେଉଣୁ ତାତି ତାର କରାଳ ରୂପ ଦେଖାଇଲାଣି । ସ୍ଥିତି ଏମିତି ହେଲାଣି ଯେ, ଘରୁ ବାହାରିବା ମଧ୍ୟ ମୁସ୍କିଲ ହୋଇପଡ଼ିଲାଣି…

ସରିଲା ଯୁକ୍ତ ୨ ପରୀକ୍ଷା: ୪୫ ଦିନ ଭିତରେ ପ୍ରକାଶ ପାଇବ ରେଜଲ୍ଟ

ଭୁବନେଶ୍ୱର,୨୮ା୩: ଶନିବାର ସରିଛି ସିଏଚ୍‌ସିଇ ପରିଚାଳିତ +୨ ବର୍ଗର ସମସ୍ତ ପରୀକ୍ଷା। ତେବେ ଆସନ୍ତା ୪୦ରୁ ୪୫ ଦିନ ଭିତରେ ରେଜଲ୍ଟ ପ୍ରକାଶ ପାଇବ ବୋଲି କହିଛନ୍ତି…

ଯୁଦ୍ଧ ସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ୨ ମିନିଟ୍‌ରେ…

ନୂଆଦିଲ୍ଲୀ,୨୮ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଗୌତମ ବୁଦ୍ଧ ନଗର ଜିଲା ଜେଓ୍ବାରରେ ନୋଇଡା ଅନ୍ତର୍ଜାତୀୟ ବିମାନବନ୍ଦରର ପ୍ରଥମ ପର୍ଯ୍ୟାୟ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ…

ଯୁଦ୍ଧ ମଧ୍ୟରେ ଦେଶବାସୀଙ୍କୁ ବଡ଼ ଭରସା ଦେଲେ ପ୍ରଧାନମନ୍ତ୍ରୀ, କହିଲେ ଆପଣଙ୍କ ଉପରେ ଲଦିବୁ ନାହିଁ…

ନୂଆଦିଲ୍ଲୀ,୨୮।୩: ଯେତେବେଳେ ଆମେରିକା ଏବଂ ଇସ୍ରାଏଲ ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ, କେହି ଭାବି ନଥିଲେ ଯେ ଏହା ଏକ ବିଶ୍ୱ ସଙ୍କଟରେ ପରିଣତ ହେବ।…

ଯୁଦ୍ଧ ଭିତରେ ଭାରତ ପାଇଁ ଆସିଲା ଆଉ ଏକ ଖୁସି ଖବର

ନୂଆଦିଲ୍ଲୀ,୨୮।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ପରେ ମଧ୍ୟପ୍ରାଚ୍ୟରେ ପ୍ରବଳ ଉତ୍ତେଜନା ରହିଛି। ଫଳସ୍ବରୂପ, ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦିଆଯାଇଛି। ତଥାପି, ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri