ମୃତ ଖବରଦାତା ରୋହିତ ବିଶ୍ୱାଳଙ୍କ ପରିବାରକୁ ୪ ଲକ୍ଷ ସହାୟତା

ଭବାନୀପାଟଣା,୨୭।୨(ସ୍ବ.ପ୍ର.): କଳାହାଣ୍ଡି ଜିଲାରେ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ନିହତ ହୋଇଥିବା ଧରିତ୍ରୀ ଖବରଦାତା ରୋହିତ ବିଶ୍ବାଳଙ୍କ ପରିବାରକୁ ପୋଲିସ ବିଭାଗ ପକ୍ଷରୁ ଶନିବାର ୪ ଲକ୍ଷ ଟଙ୍କାର ଚେକ୍‌ ପ୍ରଦାନ କରାଯାଇଛି। ଏସ୍‌ପି ଡା.ଶ୍ରବଣା ବିବେକ ଏମ ଜିଲାର ମୋହନଗିରି ଯାଇ ମୃତ ଖବରଦାତାଙ୍କ ସ୍ତ୍ରୀ ମାଧବୀ ବିଶ୍ୱାଳଙ୍କୁ ଏହି ଚେକ୍‌ ପ୍ରଦାନ କରିଥିଲେ ।
ସୂଚନାଯୋଗ୍ୟ, ମ.ରାମପୁର ଥାନା ଅନ୍ତର୍ଗତ ଦୁଲେନ ଛକ ନିକଟରେ ଗତ ୫ ତାରିଖ ଶନିବାର ଦିନ ଖବର ସଂଗ୍ରହ କରିବାକୁ ଯାଇ ମାଓବାଦୀଙ୍କ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ରୋହିତଙ୍କ ପରଲୋକ ହେଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଏକାଠି ଶୋଭାଯାତ୍ରାରେ ଯିବେ ପ୍ରଶାନ୍ତ, ଚିରଞ୍ଜୀବ

ଜଗତ୍‌ସିଂହପୁର,୨୬ା୪(ପ୍ରମୋଦ କୁମାର ନାୟକ): ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡି ବିଜେଡିରେ ମିଶିଲା ପରେ ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ରାଜନୈତିକ ପରିବେଶ ବଦଳିବାରେ ଲାଗିଛି। ଦଳ ପ୍ରଶାନ୍ତ...

ପ୍ରବାସୀ ଶ୍ରମିକଙ୍କ ଉପରେ ନେତାଙ୍କ ଆଖି

କେନ୍ଦ୍ରାପଡ଼ା,୨୬ା୪ (ଜଗନ୍ନାଥ ଧଳ): ଦାଦନ ସମସ୍ୟାରେ ପୀଡିତ କେନ୍ଦ୍ରାପଡ଼ା ଜିଲାର ଶ୍ରମିକଙ୍କ ଉପରେ ଚଳିତ ସାଧାରଣ ନିର୍ବାଚନର ପ୍ରର୍ଥୀଙ୍କ ଆଖିପଡିଛି। ଏଥିପାଇଁ ପରିବାର ଓ ଦଳୀୟ...

ମାପଚୁପ ରିପୋର୍ଟ ଦାଖଲରେ ବିଳମ୍ବ

ଯାଜପୁର,୨୬ା୪(ହର୍ଷବର୍ଦ୍ଧନ ବେହେରା): ଶିଳ୍ପାୟନ ନାମରେ ଯାଜପୁର ଜିଲାରେ ଶିଳ୍ପସଂସ୍ଥାଙ୍କ ମନମାନି ବଢିବାରେ ଲାଗିଛି। କାରଖାନା ପ୍ରତିଷ୍ଠା ପାଇଁ ଶିଳ୍ପପତିମାନେ ଭୂଅର୍ଜନ ସକାଶେ ଇଡ୍‌କୋ ଜରିଆରେ ଦରଖାସ୍ତ...

ଜାରକା ବସ୍‌ଷ୍ଟାଣ୍ଡରେ ନାହିଁ ବିଶ୍ରାମାଗାର

କାଏମା,୨୬ା୪(ଶିବପ୍ରସାଦ ମହାନ୍ତି): ଜାରକା ବସ୍‌ଷ୍ଟାଣ୍ଡରେ ଯାତ୍ରୀ ବିଶ୍ରାମଗୋର ନିର୍ମାଣ ହୋଇ ପାରୁନାହିଁ। ଫଳରେ ଯାତ୍ରୀମାନେ ଖରାରେ ଆଉଟୁପାଉଟୁ ହେଉଛନ୍ତି। ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଯୋଗୁ ଘରଠୁ...

ଅସନ୍ତୁଷ୍ଟଙ୍କ ପାଇଁ ବଢୁଛି ଅଡୁଆ

ବୈଶିଙ୍ଗା,୨୬ା୪(ରତନ ଦାଶ):ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ମୟୂରଭଞ୍ଜ ଜିଲା ବଡ଼ସାହି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସବୁଦିନ କିଛି ନୂଆ କଥା ଦେଖିବାକୁ ମିଳୁଛି। ପ୍ରମୁଖ...

ମୋକିମ୍‌ଙ୍କୁ ଟାର୍ଗେଟ୍‌ କଲେ ପ୍ରକାଶ

କଟକ,୨୬ା୪(ଶିଳ୍ପା ପ୍ରିୟଦର୍ଶିନୀ):ଆପରାଧିକ ସାମ୍ରାଜ୍ୟକୁ ସୁରକ୍ଷା ଦେବା ପାଇଁ ମହିଳା କାର୍ଡ ଖେଳିବା ଲଜ୍ଜାଜନକ ବୋଲି କହି ମହମ୍ମଦ ମୋକିମଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ବିଧାୟକ ପ୍ରାର୍ଥୀ...

କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା: ଏହି ଦିନ ରାୟ ଶୁଣାଇବେ ହାଇକୋର୍ଟ

କଟକ,୨୬ା୪(କାର୍ତ୍ତିକ ସାହୁ):ରାଜ୍ୟର ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ନେଇ ରୁଜୁ ହୋଇଥିବା ମାମଲାର ରାୟ ପ୍ରକାଶ କରି...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri