ସ୍କୁଲ ବସ୍‌କୁ ୪ ଲକ୍ଷ ଫାଇନ୍‌

କୋରାପୁଟ,୨୦ା୪(ସ୍ବ.ପ୍ର.): ଫିଟ୍‌ନେସ୍‌ ଯାଞ୍ଚ ବେଳେ ବୁଧବାର ଏକ ସ୍କୁଲ ବସ୍‌କୁ ଜରିମାନା ହୋଇଛି। ଏହି ବସ୍‌ ଉପରେ ପରିବହନ ବିଭାଗ ୪ ଲକ୍ଷ ଫାଇନ୍‌ କାଟିଛି। ସେମିଳିଗୁଡ଼ାର ଏକ ଇଂଲିଶ ମିଡିୟମ ସ୍କୁଲ ବସ୍‌କୁ ଏହି ଫାଇନ ହୋଇଛି। ଟ୍ୟାକ୍ସ ପାଇଁ ୩.୮୦ ଲକ୍ଷ ଓ ଫିଟ୍‌ନେସ୍‌ ପାଇଁ ୨୧ ହଜାର ୫୦୦ ଜରିମାନା କରିଛି ପରିବହନ ବିଭାଗ।

ଆଜିଠାରୁ ସ୍କୁଲ ପିଲାଙ୍କୁ ପରିବହନ କରୁଥିବା ବସ୍‌ ଓ ଅନ୍ୟ ହାଲୁକା ଯାନ ଚେକିଂ ଅଭିଯାନକୁ ପରିବହନ ବିଭାଗ କଡ଼ାକଡ଼ି କରିଛି। ଏହି ସମୟରେ ସ୍କୁଲ ପିଲାଙ୍କୁ ନେବା ଆଣିବା କରୁଥିବା ସବୁ ପ୍ରକାର ଗାଡ଼ିର ଫିଟ୍‌ନେସ, ପର୍‌ମିଟ, ଇନ୍‌ସ୍ୟୁରାନ୍ସ, ପଲ୍ୟୁଶନ ସାର୍ଟିଫିକେଟ ଆଦି ଯାଞ୍ଚ କରାଯାଉଛି। ନିର୍ଦ୍ଦିଷ୍ଟ ସଂଖ୍ୟାଠୁ ଅଧିକ ସଂଖ୍ୟାରେ ପିଲା ପରିବହନ କରୁଥିଲେ ଗାଡ଼ିର ଓ ଚାଳକଙ୍କ ଲାଇସେନ୍ସ ଯାଞ୍ଚ କରାଯାଉଛି। ସ୍କୁଲ ପିଲାଙ୍କ ସୁରକ୍ଷିତ ଯାତାୟାତକୁ ଏସ୍‌ଟିଏର ଗୁରୁତ୍ୱ ଦେଇ ଏପରି କଡ଼ା ଯାଞ୍ଚ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ଭୁଶୁଡ଼ିଲା କଲଭର୍ଟ, ୨ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

କୋରୁକୋଣ୍ଡା, ୩।୯ (ଅଶୋକ କୁମାର ପରିଡା): ଲଗାଣ ବର୍ଷାରେ ମାଟି ଧସି କଲଭର୍ଟ ଭୁଶୁଡି ପଡ଼ିବାରୁ ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ନିଳାକାମ୍ବେରୁ ପଞ୍ଚାୟତ ଅନ୍ତର୍ଗତ ଏମ୍‌ଭି-୫୧…

ପୁଣି ଦାଦନ ଦୁଖଃ: ଚିକିତ୍ସା ସେବା ନ ପାଇ ଚାଲିଗଲା ଜୀବନ

ଧର୍ମଗଡ଼, ୩ା୯ (ଘାଷିରାମ ଜଗତ): ଅର୍ଥାଭାବରୁ ଚିକିତ୍ସାସେବା ନ ପାଇ ଦାଦନ ଖଟିବାକୁ ହାଇଦ୍ରାବାଦ ଯାଇଥିବା ଜଣେ ଓଡିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ କଳାହାଣ୍ଡି…

ଭଉଣୀଭାଇଙ୍କୁ ମାଡ଼ ମାରି ସୁନା ଅଳଙ୍କାର ଲୁଟ ଘଟଣା; ୩ ବର୍ଷ ପରେ ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୩।୯,(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନରେ ଘଟିଥିଲା ଏକ ଡକାୟତି ଘଟଣା। ଏହି ଥାନା ଅନ୍ତର୍ଗତ କଙ୍କିଆ ଗ୍ରାମ ନିକଟ ଗ୍ରାମବିକାଶ ହାଇସ୍କୁଲ…

ନିଆରା ଢଙ୍ଗରେ ପାଳନ ହେବ ଆଗାମୀ ଗୁରୁ ଦିବସ: ଅବସରପ୍ରାପ୍ତ ଶିକ୍ଷକଙ୍କୁ ମିଳିବ ବିଶେଷ ସମ୍ମାନ, DEOଙ୍କୁ ଚିଠି…

ଭୁବନେଶ୍ୱର,୩।୯: ରାଜ୍ୟର ସମସ୍ତ ବିଦ୍ୟାଳୟରେ ଆଗାମୀ ‘ଗୁରୁ ଦିବସ-୨୦୨୬’ ଆଡ଼ମ୍ବର ସହକାରେ ପାଳନ କରାଯିବ। ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ସମସ୍ତ ଜିଲା ଶିକ୍ଷା ଅଧିକାରୀ…

ଆସନ୍ତାକାଲି ମିଳିବ ସିଏମ୍‌-କିଷାନ ଟଙ୍କା: ଉପକୃତ ହେବେ  ୪୧ ଲକ୍ଷରୁ ଊର୍ଦ୍ଧ୍ୱ କୃଷକ ପରିବାର

ଭୁବନେଶ୍ୱର,୩।୯: ରାଜ୍ୟର ଚାଷୀଙ୍କ ପାଇଁ ଖୁସି ଖବର। ଆସନ୍ତାକାଲି ଅର୍ଥାତ ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ ବହୁପ୍ରତୀକ୍ଷିତ ’ସିଏମ-କିଷାନ’ (CM-KISAN) ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ…

୨୦୨୭ ବିଶ୍ୱକପ ଖେଳିବେ କି ହିଟମ୍ୟାନ? BCCI ସମୀକ୍ଷା ବୈଠକରେ ନିଆଯାଇଛି ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୩।୯: BCCIର ସମୀକ୍ଷା ବୈଠକରେ ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ଆଲୋଚନା ଉପରେ ସମସ୍ତଙ୍କ ନଜର ଥିଲା। ଗୁରୁବାର ମୁମ୍ବାଇର ବିସିସିଆଇ ମୁଖ୍ୟାଳୟରେ ଏହି ବୈଠକ ଅନୁଷ୍ଠିତ…

BCCI ବୈଠକ ଶେଷ; ଲକ୍ଷ୍ମଣ ହେବେ ନାହିଁ ନିର୍ଦ୍ଦେଶକ; ଆସିଲା ୫ ଅପଡେଟ

ନୂଆଦିଲ୍ଲୀ,୩।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଗୁରୁବାର (ସେପ୍ଟେମ୍ବର ୩) ଏକ ବୈଠକ କରିଥିଲା, ଯେଉଁଥିରେ ପୁରୁଷ ଦଳର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର, ପୁରୁଷ…

ଦିଦିଙ୍କ ଅଲଟିମେଟମ: ’କହିଲେ ଭାଜପା ନେତାଙ୍କ ଘର ବାହାରେ ଧାରଣା ଦେବି’

କୋଲକାତା,୩।୯: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କୋଲକାତାରେ ଟିଏମସି କାର୍ଯ୍ୟାଳୟରେ ଭଙ୍ଗାରୁଜାକୁ ନେଇ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ଯଦି ଟିଏମସି ବିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri