ସୁଭଦ୍ରା ୩ୟ କିସ୍ତିରୁ ବାଦ୍‌ ପଡ଼ିଛନ୍ତି ୪ ଲକ୍ଷ, ଗଣେଶ୍ୱରଙ୍କ ପ୍ରଶ୍ନରେ ଏମିତି ଉତ୍ତର ରଖିଲେ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର,୨୦ା୯: ସୁଭଦ୍ରାର ୩ୟ କିସ୍ତିରୁ ବାଦ୍‌ ପଡ଼ିଛନ୍ତି ୩ ଲକ୍ଷ ୯୯ ହଜାର ୩୫୨ ଜଣ। ବିଧାୟକ ଗଣେଶ୍ବର ବେହେରାଙ୍କ ପ୍ରଶ୍ନରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଉତ୍ତର ରଖିଛନ୍ତି।
ସେ କହିଛନ୍ତି, ୨ୟ କିସ୍ତିରୁ ୧ ଲକ୍ଷ ୮୩ ହଜାର ୭୮୫ ଜଣ ବାଦ୍‌ ପଡ଼ିଥିବାବେଳେ
ସୁଭଦ୍ରାର ପ୍ରଥମ କିସ୍ତିରେ ୧ କୋଟି ୨ ଲକ୍ଷ ୮୦ ହଜାର ୯୨ ଜଣ ପାଇଛନ୍ତି। ସୁଭଦ୍ରାର ୨ୟ କିସ୍ତିରେ ୧ କୋଟି ୯୬ ହଜାର ୩୦୭ ଜଣ ପାଇଛନ୍ତି। ୩ୟ କିସ୍ତି ପାଇଛନ୍ତି ୯୬ ଲକ୍ଷ ୯୬ ହଜାର ୯୫୫ ଜଣ। ମୋଟ୍‌ ୧ କୋଟି ୯ ଲକ୍ଷ ୮୭ ହଜାର ୮୯୪ ଜଣ ଆବେଦନ କରିଥିଲେ ବୋଲି ପ୍ରଭାତୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାରିଲା ପାକିସ୍ତାନ, ତଥାପି ଇସଲାମାବାଦରେ କାହିଁକି ଉତ୍ସବର ମାହୋଲ! ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା

ଇସଲାମାବାଦ,୧୫।୯: ଇଂଲଣ୍ଡ ଗସ୍ତରେ ପରାଜିତ ହୋଇ ଫେରିଥିବା ପାକିସ୍ତାନ ଦଳକୁ ଚାରିଆଡୁ କଡ଼ା ସମାଲୋଚନା କରାଯାଉଛି। କିନ୍ତୁ ଏହି ନିରାଶାଜନକ ପ୍ରଦର୍ଶନ ମଧ୍ୟରେ ଦଳର ୨୧ ବର୍ଷୀୟ…

ଶନିଙ୍କ ନଜରରେ ୬ ରାଶି! ୨୦୨୭ ପୂର୍ବରୁ ବଦଳିବ ଭାଗ୍ୟ, ଧନଲାଭ ଯୋଗକୁ ମିଳିବ ବଡ଼ ଚାକିରିର ସୁଯୋଗ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନର ଏକ ବିଶେଷ ମହତ୍ତ୍ୱ ରହିଛି। ଶନି ସମସ୍ତ ଗ୍ରହଙ୍କ ମଧ୍ୟରେ ସବୁଠାରୁ ମନ୍ଥର ଗତିରେ ଚଳନ କରୁଥିବା ଗ୍ରହ ଏବଂ ସେ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

ମୃତଦେହ ନେଇ ଶ୍ମଶାନ ଯାଉଥିବା ବେଳେ ବଡ଼ ଅଘଟଣ: ଟ୍ରକ୍ ଧକ୍କା ଦେଇ ଘୋଷାଡ଼ି ନେଲା, ୫ ଗୁରୁତରଙ୍କୁ ବିଧାୟକ ନିଜ ଗାଡ଼ିରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ପୋଡ଼ାମାରି ନିକଟସ୍ଥ ରାଜନାପଲ୍ଲୀ ଗ୍ରାମ ମୁଖ୍ୟରାସ୍ତାରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?