ଭୋଜି ଖାଇ ଫେରୁଥିବା ବେଳେ କାନ୍ଥରେ ପିଟିହେଲା କାର୍‌: ଚାଲିଗଲା ୪ ଜୀବନ

ଆଠଗଡ଼,୩।୨: କଟକ ଜିଲା ତିଗିରିଆ ଥାନା ଗଦାଧରପୁର ନିକଟରେ ଏକ ଦୁର୍ଘଟଣା ଘଟିଛି। ବିବାହ ଉତ୍ସବରେ ଯୋଗଦେଇ ଫେରୁଥିବା ବେଳେ ଏକ କାର୍‌ ଭାରସାମ୍ୟ ହରାଇ ଏକ ଘର କାନ୍ଥରେ ପିଟି ହୋଇଯାଇଥିଲା। ଫଳରେ କାର୍‌ରେ ଥିବା ୪ଜଣଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ବାଙ୍କି ହରିରାଜପୁର, ବାଙ୍କି ପାଳପୁଟ, ବଡ଼ମ୍ବା ଏବଂ ଖଜୁରୀପଡ଼ା ଅଞ୍ଚଳର ବୋଲି ଜଣାପଡିଛି। ଖବର ପାଇ ଘଟଣାସ୍ଥଳରେ ତିଗିରିଆ ପୋଲିସ ପହଞ୍ଚି କାର୍‌କୁ ଜବତ କରି ତଦନ୍ତ ଆରମ୍ଭ କରିଛି।

ମିଳିଥିବା ସୂଚନା ମୁତାବକ, ଏକ କାରରେ ୪ଜଣ ଯୁବକ ଏକ ବିବାହ ଉତ୍ସବରେ ଯୋଗଦେଇ ଭୋଜି ଖାଇ ବିଳମ୍ବିତ ରାତିରେ ଫେରୁଥିଲେ। ହେଲେ ଘନ କୁଡୁଡି ଯୋଗୁ କାରଟି ଭାରସାମ୍ୟ ହରାଇ ଗଦାଧରପୁର ନିକଟରେ ଏକ ଘର କାନ୍ଥକୁ ଧକ୍କା ଦେଇଥିଲା। ଦୁର୍ଘଟଣା ଏତେ ଜୋର ଥିଲା ଯେ, ଘଟଣାସ୍ଥଳରେ ୪ଜଣଙ୍କ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ

ଭୁବନେଶ୍ୱର,୨୯।୪: ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ଢେଙ୍କନାଳ ଜିଲାର ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।...

ରାହୁଲଙ୍କ ଭାଷଣକୁ ନେଇ ଜୋର୍‌ ଧରିଲା ରାଜନୀତି

ଭୁବନେଶ୍ୱର, ୨୯।୪(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନ ପାଇଁ ମେ’ ୧୩ରେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଅନୁଷ୍ଠିତ ହେବ। ଏଥିଲାଗି ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନଙ୍କ...

ନାମାଙ୍କନପତ୍ର ଦାଖଲ କଲେ ଏମ୍‌ପି ପ୍ରାର୍ଥୀ

କେନ୍ଦୁଝର,୨୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସୋମବାର ନାମାଙ୍କନପତ୍ର ଦାଖଲର ପ୍ରଥମ ଦିନରେ ବିଜେଡି ପ୍ରାର୍ଥୀ ଧନୁର୍ଜୟ ସିଦ୍ଧୁ ପ୍ରଥମ ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏନେଇ...

ଅପରାଜିତାଙ୍କ ବିରୋଧରେ ତେଜିଲା ବିଦ୍ରୋହର ସ୍ବର: ସ୍ବାଧୀନ ଭାବେ ଲଢିବାକୁ ଧମକ ଦେଲେ କାଳୁ

ଖୋର୍ଦ୍ଧା,୨୯।୪(ପ୍ରଭାତ ପାଣିଗ୍ରାହୀ):ଭାଜପା ଖୋର୍ଦ୍ଧାରୁ ପ୍ରଶାନ୍ତ ଜଗଦ୍ଦେବଙ୍କୁ ପ୍ରାର୍ଥୀ କରିବା ପରେ ଦଳରେ ବିଦ୍ରୋହର ସ୍ବର ଉଠିଛି। ରବିବାର ଖୋର୍ଦ୍ଧା ମଳିପଡ଼ାରେ କାଳୁଚରଣ ଖଣ୍ଡାୟତରାୟ ସ୍ବାଭିମାନ ସମାବେଶ...

ରୋଚକ ସ୍ଥିତିରେ ହିନ୍ଦୋଳ ଲଢ଼େଇ

ଢେଙ୍କାନାଳ,୨୯ା୪(ରତନ ନାୟାର):ଢେଙ୍କାନାଳ ଜିଲାର ହିନ୍ଦୋଳ ସଂରକ୍ଷିତ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯିବା ପରେ ରାଜନୈତିକ ବାତାବରଣ ସରଗରମ...

କଂଗ୍ରେସ ଛାଡ଼ିଲେ ଦୁଲାଲ

ଭୁବନେଶ୍ୱର,୨୯ା୪: କଂଗ୍ରେସରୁ ସୋମବାର ଇସ୍ତଫା ଦେଇଛନ୍ତି ଦୁଲାଲ ପ୍ରଧାନ। ରବିବାର ଦୁଲାଲଙ୍କଠାରୁ ତାଙ୍କ ଟିକେଟ୍‌ ଫେରାଇ ନେବା ପରେ ସେ ଦଳ ଛାଡ଼ିଛନ୍ତି। ଦୁଲାଲ ତାଙ୍କର...

ସହରରେ ବୃଦ୍ଧିପାଉଛି ଜଳ ଅପବ୍ୟବହାର

ରାଉରକେଲା,୨୯ା୪(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ସହରର ଜୀବନରେଖା କୁହାଯାଉଥିବା ବ୍ରାହ୍ମଣୀ, ଶଙ୍ଖ ଓ କୋଏଲ୍‌ ନଦୀର ପରିସୀମା ଦିନକୁଦିନ ସଙ୍କୁଚିତ ହେବାରେ ଲାଗିଛି। ଏହାର ପ୍ରଭାବ...

ଚାଷୀ ଭୋଟ ଉପରେ ସଭିଙ୍କ ନଜର

ବରଗଡ଼,୨୯ା୪(ପ୍ରେମାନନ୍ଦ ଖମାରୀ): ଆସନ୍ତା ମେ ୨୦’ରେ ବରଗଡ଼ ଜିଲାରେ ସାଧାରଣ ନିର୍ବାଚନକୁ ନେଇ ମତଦାନ ହେବ। ଅନ୍ୟପଟେ ସେହି ମାସ ୧୦ ତାରିଖରୁ ବରଗଡ଼ ସମେତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri