ଏନ୍‌କାଉଣ୍ଟରରେ ଟଳିଲେ ୪ ମାଓବାଦୀ, ଏବେ ବି ଜାରି ରହିଛି ଗୁଳିବର୍ଷଣ

ରାୟପୁର,୨୬ା୭: ଛତିଶଗଡ଼ର ବିଜାପୁର ଜିଲାରେ ଶନିବାର ସୁରକ୍ଷାବାହିନୀକୁ ଏକ ବଡ଼ ସଫଳତା ମିଳିଛି। ମାଓବାଦୀମାନଙ୍କ ସହିତ ଚାଲିଥିବା ଏନ୍‌କାଉଣ୍ଟରରେ ସୁରକ୍ଷାବାହିନୀ ଏପର୍ଯ୍ୟନ୍ତ ୪ ଜଣ ମାଓବାଦୀଙ୍କୁ ହତ୍ୟା କରିଛନ୍ତି। ଜଣେ ପୋଲିସ ଅଧିକାରୀ ପିଟିଆଇକୁ କହିଛନ୍ତି ଯେ, ସୁରକ୍ଷାବାହିନୀ ଏବଂ ମାଓବାଦୀଙ୍କ ମଧ୍ୟରେ ଏନ୍‌କାଉଣ୍ଟର ଏବେ ବି ଜାରି ରହିଛି ଏବଂ ଏପର୍ଯ୍ୟନ୍ତ ୪ ମାଓବାଦୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଘଟଣାସ୍ଥଳରୁ ଗୋଟିଏ ଏସ୍‌ଏଲ୍‌ଆର୍‌ ଏବଂ ଇନ୍‌ସାସ୍‌ ଭଳି ବନ୍ଧୁକ ଜବତ ହୋଇଛି।

ଅଧିକାରୀମାନେ କହିଛନ୍ତି, ଜିଲାର ଦକ୍ଷିଣ-ପଶ୍ଚିମ ଅଞ୍ଚଳରେ ମାଓବାଦୀଙ୍କ ଉପସ୍ଥିତି ବିଷୟରେ ସୂଚନା ପାଇବା ପରେ ସୁରକ୍ଷା ବାହିନୀକୁ ମାଓବାଦୀ ବିରୋଧୀ ଅପରେଶନ ପାଇଁ ପଠାଯାଇଥିଲା। ସେ କହିଛନ୍ତି, ଶନିବାର ସନ୍ଧ୍ୟାଠାରୁ ସୁରକ୍ଷାବାହିନୀ ଏବଂ ମାଓବାଦୀଙ୍କ ମଧ୍ୟରେ ମଝିରେ ମଝିରେ ଏନକାଉଣ୍ଟର ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri