Odisha Elections 2024

ଏନ୍‌କାଉଣ୍ଟରେ ୪ ମାଓବାଦୀ ନିପାତ

ରାୟପୁର/ମାଲକାନଗିରି,୩୦।୪: ଏନକାଉଣ୍ଟରେ ମଙ୍ଗଳବାର ୪ ମାଓବାଦୀ ଟଳିପଡିଛନ୍ତି। ଛତିଶଗଡର ନାରାୟଣପୁର ଆବୁଜମାଡ ଜଙ୍ଗଲରେ ସୁରକ୍ଷାକର୍ମୀ ଏବଂ ମାଓବାଦୀ ମଧ୍ୟରେ ହୋଇଥିବା ଗୁଳିବିନିମୟରେ ୪ ମାଓବାଦୀ ନିହତ ହୋଇଛନ୍ତି। ଡିଆରଜି ଏବଂ ଏସ୍‌ଡିଏଫ୍‌ର ମିଳି କମ୍ବିଂ ଅପରେଶନବେଳେ ଏହି ଘଟଣା ଘଟିଛି। ଏବେ ବି ଘଟଣାସ୍ଥଳରେ ସର୍ଚ୍ଚ ଅପରେଶନ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚିତ ହେଲେ ଅମେଠି, ରାଏବରେଲିକୁ ସମାନ ଭାବେ ଦେଖିବି: ରାହୁଲ

ଅମେଠି,୧୭ା୫: ରାଏବରେଲିରୁ ନିର୍ବାଚିତ ହେଲେ ଉଭୟ ଅମେଠି ଓ ରାଏବରେଲିର ବିକାଶ ପାଇଁ ସମାନ ଧ୍ୟାନ ଦେବେ ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି।...

ଭାଜପାର ଏଜେଣ୍ଟ କହିବାରୁ ସ୍ବାତୀ ମାଲିଓ୍ବାଲଙ୍କ କାଉଣ୍ଟର, କେଜରିଓ୍ବାଲଙ୍କୁ କହିଲେ ଗୁଣ୍ଡା

ନୂଆଦିଲ୍ଲୀ,୧୭।୫: ଆମ ଆଦମୀ ପାର୍ଟିର ଅଡ଼ୁଆ ବଢିବାରେ ଳାଗିଛି। କାରଣ ରାଜ୍ୟ ସଭା ଏମପି ସ୍ବାତୀ ମାଲିୱାଲଙ୍କ ବିବାଦ ଏବେ ଉଗ୍ର ରୂପରେ ମୁଣ୍ଡ ଟେକିବାରେ...

ମମତାଙ୍କୁ ‘ଆପଣଙ୍କ ଦାମ କେତେ’ ପଚାରି ଅଡ଼ୁଆରେ ଭାଜପା ପ୍ରାର୍ଥୀ

ନୂଆଦିଲ୍ଲୀ,୧୭ା୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଲକ୍ଷ୍ୟ କରି ଭାଜପା ପ୍ରାର୍ଥୀ ଅଭିଜିତ ଗଙ୍ଗୋପାଧ୍ୟାୟ ଦେଇଥିବା ମନ୍ତବ୍ୟ ଉପରେ ନିର୍ବାଚନ କମିଶନ (ଇସି) ତାଙ୍କୁ କାରଣ...

ସାଙ୍ଗ ହୋଇ ବ୍ରାହ୍ମଣୀ ଗାଁ ବାହାରିଥିଲେ, ଦୁର୍ଘଟଣାରେ ଚାଲିଗଲା ଜଣଙ୍କର ଜୀବନ; ଅନ୍ୟ ଜଣେ…

ବ୍ରାହ୍ମଣୀଗାଁ,୧୭।୫( ମନୋରଞ୍ଜନ ରଣା ): ଗଜପତି – କନ୍ଧମାଳ ଜିଲା ସୀମାନ୍ତ ତିଆରି ଗାଁ ନିକଟରେ ଶୁକ୍ରବାର ଏକ ବାଇକ ଦୁର୍ଘଟଣା ଘଟିଛି l ଏହି...

ଖଲ୍ଲିକୋଟ ରାଜନୈତିକ ହିଂସା: ବଡ଼ ବୟାନ ଦେଲେ ମୃତ ଦିଲ୍ଲୀପଙ୍କ ସ୍ତ୍ରୀ

ଖଲ୍ଲିକୋଟ,୧୭।୫: ଖଲ୍ଲିକୋଟ ନିର୍ବାଚନୀ ହିଂସା ମାମଲାରେ ପ୍ରତିକ୍ରିୟା ରଖିଛନ୍ତି ମୃତ ଦିଲ୍ଲୀପଙ୍କ ସ୍ତ୍ରୀ। ସେ କହିଛନ୍ତି, ମୋ ସ୍ବାମୀ ଦଳ ପରିବର୍ତ୍ତନ କରିବାରୁ ତାଙ୍କୁ ହତ୍ୟା...

‘ସ୍ବାତୀ ମାଲିଓ୍ବାଲ ଭାଜପାର ମୋହରା’

ନୂଆଦିଲ୍ଲୀ,୧୭।୫: ଆମ ଆଦମୀ ପାର୍ଟିର ରାଜ୍ୟ ସଭା ଏମପି ସ୍ବାତୀ ମାଲିୱାଲଙ୍କ ମାମଲା ଦିନକୁ ଦିନ ବିବାଦ ଘେରକୁ ଟାଣି ହେବାରେ ଲାଗିଛି। ଯେଉଁଥିରେ ଏଏପି...

ଭାଜପାରେ ମିଶିବାର ୧୫ ମିନିଟ୍‌ ନ ହେଉଣୁ ବିଜେଡିକୁ ଫେରିଲେ ନେତା-କର୍ମୀ; କହିଲେ ‘ଭୁଲ୍‌ ବୁଝି ପାରି…’

କେନ୍ଦୁଝର,୧୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପା ଜିଲା କାର୍ଯ୍ୟଳୟଠାରେ କେନ୍ଦ୍ର ଖଣି ଓ ଇସ୍ପାତ ମନ୍ତ୍ରୀ ଫଗନ ସିଂ କୁଲସ୍ତେ ଏବଂ ରାଜସ୍ଥାନରୁ ରାଜ୍ୟସଭା ଏମ୍‌ପି...

ଏଥିପାଇଁ ସାମ୍ବାଦିକ ସମ୍ମିଳନୀ କରନ୍ତିନି ପ୍ରଧାନମନ୍ତ୍ରୀ ମୋଦି, କହିଲେ ବଡ଼ କାରଣ

ନୂଆଦିଲ୍ଲୀ,୧୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କାହିଁକି ସାମ୍ବାଦିକ ସମ୍ମିଳନୀ କରନ୍ତିନି, ଏନେଇ ଏକ ଜାତୀୟ ଗଣମାଧ୍ୟମକୁ ସାକ୍ଷାତକାରରେ ସ୍ପଷ୍ଟ କରିଛନ୍ତି। ଗଣମାଧ୍ୟମକୁ କାହିଁକି ସେ ଖୁବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri