ନଦୀକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ୪ ନାବାଳିକା

ରାଉରକେଲା ଅଫିସ,୫ା୩: ରାଉରକେଲାସ୍ଥିତ ପାନପୋଷ ବ୍ରାହ୍ମଣୀ ଘାଟିରେ ଗାଧୋଇବାକୁ ଯାଇ ୪ ନାବାଳିକା ବୁଡ଼ି ଯାଇଛନ୍ତି। ପାଟି ଶୁଣି ନିକଟରେ ଥିବା ସ୍ଥାନୀୟ କିଛି ଲୋକ ଦୌଡ଼ି ଆସିଥିଲେ। ନଦୀ ଭିତରୁ ୩ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଜଣେ ନାବାଳିକା ଏବେ ବି ନିଖୋଜ ଅଛନ୍ତି। ଅଗ୍ନିଶମ ବାହିନୀ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ମାଣାଧୀନ ବାତ୍ୟା ଆଶ୍ରୟସ୍ଥଳ ନିମ୍ନମାନର ଅଭିଯୋଗ

ଡେରାବିଶ,୩୧ା୧୦(ସ୍ବ.ପ୍ର.): ବାତ୍ୟା, ବନ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ସାଧାରଣ ଲୋକ ଓ ଗୃହପାଳିତ ପଶୁଙ୍କୁ ସୁରକ୍ଷା ଦେବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ସ୍ଥାନରେ...

ଅଭିଯୁକ୍ତଙ୍କୁ କରୋନା ଶୁଣି ସ୍ପେଶାଲ ସ୍କ୍ବାଡ୍‌ରେ ଛନକା

ଭୁବନେଶ୍ୱର,୧୧।୮(ବ୍ୟୁରୋ): ରାଜଧାନୀରେ ଭିଜିଲାନ୍ସ ଡିଏସ୍‌ପି ତନୁଜା ମହାନ୍ତିଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ସୁନା ଅଳଙ୍କାର ଲୁଟ୍‌ ଘଟଣା ପୋଲିସର ଚିନ୍ତା ବଢ଼ାଇ ଦେଇଛି। ଖାରବେଳନଗର ଥାନା...

କେନ୍ଦ୍ରାପଡ଼ା ବାଣ ବିସ୍ଫୋରଣ ଘଟଣା: ଆଖି ବୁଜିଲେ ଆଉ ଜଣେ, ମୃତ୍ୟୁସଂଖ୍ୟା ୨କୁ ବୃଦ୍ଧି

କେନ୍ଦ୍ରାପଡ଼ା ଅଫିସ,୨୮ା୧୧: କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ବାଲିଆ ବଜାରରେ କାର୍ତ୍ତିକେଶ୍ୱର ଭସାଣିରେ ଗତ ବୁଧବାର ବାଣ ବିସ୍ଫୋରଣ ଘଟି ଶତାଧିକ ଆହତ ହୋଇଥିଲେ। ଏହି...

୫ ବର୍ଷ ହେଲା ହୋଇନି ପାର୍କିଂ ଟେଣ୍ଡର

କୋଣାର୍କ,୩୦।୬(ଜ୍ୟୋତିରାଜ ମହାନ୍ତି): କୋଣାର୍କ ସୂର୍ଯ୍ୟ ମନ୍ଦିର ପରିଦର୍ଶନରେ ଆସୁଥିବା ପର୍ଯ୍ୟଟକଙ୍କ ଚାରିଚକିଆ ଯାନ, ବସ୍‌, ଅଟୋରିକ୍ସା ପାର୍କିଂ ନିମନ୍ତେ କୋଣାର୍କ ଏନ୍‌ଏସି ପକ୍ଷରୁ ଗତ ୨୦୧୮...

ଯୁକ୍ତ ୨ ପିଲାଙ୍କ ପାଇଁ ଲାଗୁହେବ ଡିଜିଟାଲ ଆଟେଣ୍ଡାନ୍ସ ବ୍ୟବସ୍ଥା

ଭୁବନେଶ୍ୱର,୧୦ା୭(ଅନୁରାଧା ମହାରଣା): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ପରିଚାଳିତ ସମସ୍ତ ସ୍କୁଲ ଓ କଲେଜ ଶିକ୍ଷା ବ୍ୟବସ୍ଥାରେ ସଂସ୍କାର ଆଣିବା ଲାଗି ପ୍ରକ୍ରିୟା ଜାରି...

ଜବରଦଖଲ ଉଚ୍ଛେଦ ବେଳେ ଉତ୍ତେଜନା: ନିର୍ବାହୀ ଅଧିକାରୀଙ୍କୁ ଘେରିଲେ

ବାଲେଶ୍ୱର ଅଫିସ, ୨୬।୨-ବାଲେଶ୍ୱର ସହର ରାସ୍ତାଗୁଡ଼ିକୁ ପ୍ରଶସ୍ତ କରିବା ଲାଗି ଜିଲା ପ୍ରଶାସନ ଓ ପୌରପାଳିକା କର୍ତ୍ତୃପକ୍ଷ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ପୌରପାଳିକା...

କଥା ରଖ୍‌ଲା ବ୍ଲକ ପରଶାସନ: ଭିନ୍ନକ୍ଷମ ଭତା ପାଏଲେ ଭୂମିସୂତା

କୋକସରା, ୧୮ା୭(ଡି.ଏନ୍‌.ଏ): କୋକସରା ବ୍ଲକ କାଉଡ଼ୋଲା ଗାଁର ନୀଲାମ୍ବର ରାଉତକଁର ଦିବ୍ୟାଙ୍ଗ ଝି’ ଭୂମିସୂତା(୧୭)କୁଁ ବ୍ଲକ ପରଶାସନ ଦେଇଥିବାର ପରତିଶୁରତି ପାଲନ କରିଛେ। ଭୂମିସୂତା ଜନମୁ...

ଭଦ୍ରକରେ ବନ୍ୟା,୧୧୩ ଗାଁ ପ୍ରଭାବିତ

ଭଦ୍ରକ ଅଫିସ, ୨୮ା୮- ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଭଦ୍ରକ ଜିଲା ଦେଇ ପ୍ରବାହିତ ବୈତରଣୀ ନଦୀରେ ଭୟଙ୍କର ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି।...

Advertisement
Archives

Model This Week