ନକଲି ଟିପ ଚିହ୍ନ ମାରି ୪ ମାସର ଭତ୍ତା ଲୁଟ୍‌

ମହାକାଳପଡା,୧୫ା୩(ଡି.ଏନ୍‌.ଏ.):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ବରକନ୍ଧା ଗଁାର ବିଧବା ବୃଦ୍ଧା ସରସ୍ବତୀ ରାଉତ (୮୫) ଲଗ୍‌ ଡାଉନ୍‌ ୪ମାସର ଭତ୍ତା ଲୁଟ୍‌ କରଯାଇଥିବା ନେଇ ଅଭିଯୋଗ କରିଛନ୍ତି। ସୂଚନାଯୋଗ୍ୟ, ସରସ୍ବତୀଙ୍କ ଭତ୍ତା ଖାତା ନଂ. ୩୩/୯, ୨୦୨୦ସେପ୍ଟେମ୍ବର, ଅକ୍ଟୋବର, ନଭେମ୍ବର ଓ ଡିସେମ୍ବରର ଟଙ୍କା ପ୍ରଦାନ କରା ନ ଯାଇ ଭତ୍ତା ଲେଜର ଖାତାରେ ନକଲି ଟିପ ଚିହ୍ନ ମାରି ବୃଦ୍ଧାକୁ ଭଣ୍ଡଉ ଛନ୍ତି। ଅଭିଯୋଗ କଲେ ବ୍ଲକ ବାବୁଙ୍କୁ କୁହ ବୋଲି କହୁଛନ୍ତି। ବୃଦ୍ଧା ଜଣକ କିଛି ଉପାୟ ନ ପାଇ ଚୁପ୍‌ ହୋଇ ବସିଛନ୍ତି। ତେବେ ହିତାଧକାରୀଙ୍କ ଖାତାରେ ଏହି ୪ମାସର ଭତ୍ତା ଉଲ୍ଲେଖ କରାଯାଇନାହିଁ। ଏଠାରେ ପ୍ରଶ୍ନ ଉଠୁଛି ସରସ୍ବତୀଙ୍କ ଭତ୍ତା ଟଙ୍କା କୁଆଡ଼େ ଗଲା। ତୁରନ୍ତ ତଦନ୍ତ କରା ନ ଗଲେ ବୃଦ୍ଧା ଜିଲାପାଳଙ୍କୁ ଭେଟିବେ ବୋଲି କହିଛନ୍ତି। ଅପରପକ୍ଷେ ଏହି ବୃଦ୍ଧାଙ୍କୁ ୮୫ବର୍ଷ ହୋଇଛି। ନିୟମ ଅନୁସାରେ ତାଙ୍କୁ ୭ ଶହ ଟଙ୍କା ପ୍ରଦାନ କରାଯିବାର ବ୍ୟବସ୍ଥା ରହିଛ। ତେବେ ଏହାକୁ ଅଣଦେଖା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆତ୍ମସମର୍ପଣ ପରେ ତାରାପ୍ରସାଦ ବାହିନୀପତିଙ୍କୁ ମିଳିଲା ଜାମିନ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ):କୋରାପୁଟ ଜିଲା ବୋରିଗୁମ୍ମାା ଥାନା ଅଞ୍ଚଳରେ ୨୦୧୬ରେ ଦେଶୀ ମଦଭାଟି ପୋଡ଼ି ଓ ଟଙ୍କା ଲୁଟ୍‌ ଘଟଣାରେ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ...

ସାମାନ୍ୟ ବଚସାରୁ ୧୬ଥର ଛୁରି ଭୁସି ହତ୍ୟା

କେନ୍ଦ୍ରାପଡ଼ା,୧୯ା୪(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଟାଉନ ଥାନା ଅନ୍ତର୍ଗତ ଟାଉନ ବଳରାମପୁର ହନୁମାନ ମନ୍ଦିର ନିକଟରେ ଗୁରୁବାର ଅପରାହ୍ନରେ ସାମାନ୍ୟ ବଚସାରୁ ଜଣେ ଯୁବକ ଅନ୍ୟ ଜଣେ ଯୁବକଙ୍କୁ...

ସାଙ୍ଗଙ୍କୁ ପଥରରେ ଛେଚି ମାରିଦେଲେ

କେନ୍ଦୁଝର,୧୯ା୪(ଦୀପକ ମିଶ୍ର/ ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ଟାଉନ ଥାନା କାଶିପୁର ମୁଣ୍ଡା ସାହିରେ ସାମାନ୍ୟ ବଚସାକୁ ନେଇ ଏକ ହତ୍ୟାକାଣ୍ଡ ଘଟିଯାଇଛି। ନିଶାସକ୍ତ ଅବସ୍ଥାରେ...

ନିର୍ମାଣ କାମ ବେଳେ ଧସିଲା ମାଟି ଅତଡ଼ା

କଟକ,୧୮ା୪(କାର୍ତ୍ତିକ ସାହୁ): ମାଲଗୋଦାମ ଅଞ୍ଚଳରେ ଏକ ନିର୍ମାଣ କାମ ଚାଲୁଥିବା ବେଳେ ମାଟି ଅତଡ଼ା ଧସି ଜଣେ ଶ୍ରମିକ ସେଥିରେ ପୋତି ହୋଇଯାଇଥିଲେ। ଖବର ପାଇ...

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri