ଆଇପିଓ ଆଣିବ ପତଞ୍ଜଳି ବ୍ରାଣ୍ଡ୍‌ର ଆଉ ୪ କମ୍ପାନୀ

ନୂଆଦିଲ୍ଲୀ,୧୩।୯:ଦେଶର ପ୍ରମୁଖ ଘରୋଇ ପ୍ରତିଷ୍ଠାନ ତଥା ଯୋଗଗୁରୁ ରାମଦେବଙ୍କ ପତଞ୍ଜଳି ବ୍ରାଣ୍ଡ୍‌ର ଆଉ ୪ଟି କମ୍ପାନୀ ଖୁବଶୀଘ୍ର ଷ୍ଟକ୍‌ ବଜାରରେ ପଞ୍ଜୀକୃତ ହେବାକୁ ଯାଉଛନ୍ତି। ଏପରିକି କମ୍ପାନୀ ତା’ର ପ୍ରାରମ୍ଭିକ ସର୍ବସାଧାରଣ ଅଫର (ଆଇପିଓ)ର ଶୁଭାରମ୍ଭ କରିବାର ଯୋଜନା ରହିଛି ବୋଲି ଏକ ଜାତୀୟ ଗଣମାଧ୍ୟମକୁ ସାକ୍ଷାତକାର ଦେଇ ଯୋଗଗୁରୁ ରାମଦେବ ଏଭଳି କିଛି ସୂଚନା ଦେଇଛନ୍ତି। ଫଳରେ କମ୍ପାନୀ ଶେୟାର ବଜାରରେ ସୂଚୀବଦ୍ଧ ହେବା ସହ କାରବାର ମଧ୍ୟ ଆରମ୍ଭ କରିବ ବୋଲି ଜଣାପଡିଛି। ବିଶେଷକରି ବ୍ରାଣ୍ଡ୍‌ର ପତଞ୍ଜଳି ଆୟୁର୍ବେଦ, ପତଞ୍ଜଳି ୱେଲନେସ ଏବଂ ପତଞ୍ଜଳି ମେଡିସିନ ସହ ପତଞ୍ଜଳି ଲାଇଫଷ୍ଟାଇଲ ଆଦି ସାମିଲ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ନାକୁ ଆସୁଛି ଦୈନିକ ୧୮ ନିୟୁତ ମାଲ୍‌ଓ୍ବେର

ନୂଆଦିଲ୍ଲୀ,୩୦ ।୪: ଗତ କିଛି ସପ୍ତାହ ମଧ୍ୟରେ ଦୈନିକ ୧୮ ନିୟୁତ ମାଲ୍‌ଓ୍ବେର ସାମ୍ନାକୁ ଆସୁଥିବା ଜଣାପଡ଼ିିଛି। କୋଭିଡ୍‌-୧୯ ଆଳରେ ସାଇବର ଅପରାଧୀମାନେ ଲୋକଙ୍କୁ ଠକିବାକୁ...

ତେଲ ଦର ବୃଦ୍ଧିକୁ ନେଇ ଗ୍ରାହକ ଅସନ୍ତୁଷ୍ଟ

ନୂଆଦିଲ୍ଲୀ,୧୯।୬:ଦେଶରେ କରୋନା ସଂକ୍ରମଣର ମହାମାରୀ ସମୟରେ କ୍ରମାଗତ ତେଲ ଦର ବୃଦ୍ଧିକୁ ନେଇ ଗ୍ରାହକଙ୍କ ମଧ୍ୟରେ ଅସନ୍ତୁଷ୍ଟ ଦେଖାଦେଇଛି। ଗୋଟିଏ ପଟେ ଲୋକଙ୍କର ଆର୍ଥିକ ଅବସ୍ଥା...

ଦେଶରେ କମୁଛି ଇନ୍ଧନ ଚାହିଦା

ଭୁବନେଶ୍ୱର, ୧୪ା୩: ଦେଶରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ଲଗାତର ବୃଦ୍ଧି ଯୋଗୁ ଏହାର ବ୍ୟବହର ବ୍ୟାପକ ମାତ୍ରାରେ କମିଛି। ଫଳରେ ପ୍ରତି ମାସ ଏହାର ଚାହିଦା...

ବର୍ଷକରେ ୭୧,୫୪୩ କୋଟି ଟଙ୍କାର ବ୍ୟାଙ୍କ ଠକେଇ

ନୂଆଦିଲ୍ଲୀ,୨୫-୧୨: ୨୦୧୮-୧୯ ଆର୍ଥତ୍କ ବର୍ଷରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକରେ ଠକେଇ ୭୪% ବଢିଛି। ଏହି ଠକେଇରେ ୭୧,୫୪୩ କୋଟି ଟଙ୍କା ଜଡିତ ଥିବା ଜଣାପଡିଛି। ୨୦୧୭-୧୮ରେ ବ୍ୟାଙ୍କଗୁଡିକରେ...

ଧାର୍ଯ୍ୟ ଲକ୍ଷ୍ୟର ୯୩% ଛୁଇଁଲା ବିତ୍ତୀୟ ନିଅଣ୍ଟ

ନୂଆଦିଲ୍ଲୀ,୧-୧୧: ଦେଶର ବିତ୍ତୀୟ ନିଅଣ୍ଟ ବଜେଟ ହୋଇଥିବା ଧାର୍ଯ୍ୟ ଲକ୍ଷ୍ୟର ୯୩% ଛୁଇଁଛି। ଚଳିତ ଆର୍ଥତ୍କ ବର୍ଷର ସେପ୍ଟେମ୍ବର ମାସ ଶେଷ ସୁଦ୍ଧା ଏହା ୬.୫୨...

ଅଟୋଶିଳ୍ପ ମାନ୍ଦାବସ୍ଥାର ତଜର୍ମା ହେବ

ନୂଆଦିଲ୍ଲୀ,୨-୧୧: ଦେଶର ଅଟୋମୋବାଇଲ ଶିଳ୍ପରେ ଆସିଥିବା ମାନ୍ଦାବସ୍ଥାର ତଜର୍ମା ଶିଳ୍ପ ସଂକ୍ରାନ୍ତ ସଂସଦୀୟ କମିଟି କରିବ। ଏହି ଶିଳ୍ପରେ ସ୍ଥିତାବସ୍ଥା ଲାଗି ସରକାର କିଭଳି ବ୍ୟବସ୍ଥା...

ଜିଏସ୍‌ଟିରୁ ଜନଧନ ଯାଏ.. ମନେ ରହିବେ ଜେଟ୍‌ଲୀ

ନୂଆଦିଲ୍ଲୀ,୨୫-୮: ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀ ଅରୁଣ ଜେଟ୍‌ଲୀଙ୍କର ଶନିବାର ପରଲୋକ ହୋଇଯାଇଛି। ସେ ଜଣେ ବିଦ୍ୱାନ, ପ୍ରଖର ବକ୍ତା ଭାବେ ପରିଚିତ। ତାଙ୍କର ଅର୍ଥ, ଆଇନ...

ନୈରାଶ୍ୟଜନକ ସ୍ଥିତିରେ ନିଯୁକ୍ତି ବଜାର

ନୂଆଦିଲ୍ଲୀ,୧୦।୬: କୋଭିଡ୍‌-୧୯ ବିଶ୍ୱ ବଜାରକୁ ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ କରିଛି। ଲକ୍‌ଡାଉନ ଯୋଗୁ କାରବାର ଟ୍ରାକ୍‌ ବାହାରକୁ ଚାଲିଯାଇଛି। ବର୍ତ୍ତମାନ କଟକଣା କୋହଳ ହେଉଥିଲେ ମଧ୍ୟ ସବୁକିଛି...

Advertisement
Archives

Model This Week