କଟକ ସହରରେ ଆଜି ପୁଣି ୪ କରୋନା ପଜିଟିଭ୍‌: ଆକ୍ରାନ୍ତଙ୍କ ସଂଖ୍ୟା ୨୯୫କୁ ବୃଦ୍ଧି

କଟକ ଅଫିସ,୧୫ା୭: ବୁଧବାର କଟକ ସହରରେ ୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ କଟକ ସହରରେ ଆକ୍ରାନ୍ତଙ୍କ ସଂଖ୍ୟା ୨୯୫କୁ ବୃଦ୍ଧି ପାଇଥିବା ସିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୨ଟି ଇନ୍‌ଷ୍ଟିଚ୍ୟୁଶନାଲ କେସ୍‌ ହୋଇଥିବା ବେଳେ ଗୋଟିଏ ହୋମ୍‌ କ୍ୱାରାଣ୍ଟାଇନ୍‌ ଏବଂ ଆଉ ଗୋଟିଏ ଲୋକାଲ କେସ୍‌ ରହିଛି। ଏମାନଙ୍କ ମଧ୍ୟରେ ଜଣେ ୬୦ ବର୍ଷର ବୃଦ୍ଧା ଥିବା ବେଳେ ୪୬, ୩୬ ଏବଂ ୩୪ ବର୍ଷୀୟ ପୁରୁଷ ରହିଛନ୍ତି।
ସୂଚନାଯୋଗ୍ୟ, କଟକ ସହରରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ୨୯୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ୧୩୪ ଜଣ ସୁସ୍ଥ ହୋଇଛନ୍ତି। ୭ ଜଣଙ୍କ ମୃତ୍ୟୁ ଘଟିଛି। ୧୫୪ ଜଣ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri