Posted inଖେଳ

ଓଡ଼ିଶାକୁ ଆଉ ୪ ପଦକ

ଭୁବନେଶ୍ୱର, ୨୩।୯(ତପନ ସ୍ବାଇଁ): ଡେରାଡୁନରେ ଚାଲିଥିବା ଜାତୀୟ କରାଟେ ପ୍ରତିଯୋଗିତାର ଦ୍ୱିତୀୟ ଦିବସରେ ଓଡ଼ିଶା ପ୍ରତିଯୋଗୀମାନେ ଆଉ ୪ଟି ପଦକ ଜିତିଛନ୍ତି। ଜୁନିୟର ପୁରୁଷ ୫୦ କେଜି କୁମିତେରେ ତ୍ରିଲୋଚନ ରଣା ଓ ପୁରୁଷ ୫୫ କେଜି କୁମିତେରେ ରିତେଶ ମହାନ୍ତି ରୌପ୍ୟ ପଦକ ହାସଲ କରିଛନ୍ତି। ସେହିପରି ଜୁନିୟର ମହିଳା ୫୩ କେଜି କୁମିତେରେ ନ୍ୟାଶା କୁମାରୀ ଓ ଜୁନିୟର ପୁରୁଷ ୭୬ କେଜିରୁ ଊର୍ଦ୍ଧ୍ୱ ବର୍ଗରେ ଶୁଭକାନ୍ତ ବିଶ୍ୱାଳ ବ୍ରୋଞ୍ଜ ପଦକ ପାଇଛନ୍ତି। ଏହାକୁ ମିଶାଇ ଓଡ଼ିଶାର ମୋଟ ପଦକ ସଂଖ୍ୟା ୯ (୪ ରୌପ୍ୟ, ୫ ବ୍ରୋଞ୍ଜ)ରେ ପହଞ୍ଚତ୍ଛି। ଶନି ଓ ରବିବାର ୨୧ ବର୍ଷରୁ କମ୍‌ ଏବଂ ସିନିୟର ମହିଳା ଓ ପୁରୁଷ ବର୍ଗରେ ଟିମ୍‌ କୁମିତେ ପ୍ରତିଯୋଗିତା ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ICCର ବଡ଼ ଘୋଷଣା: ନେପାଳରେ ଖେଳାଯିବ ବିଶ୍ୱକପ୍‌…

ନୂଆଦିଲ୍ଲୀ,୭।୧୧: ୨୦୨୭ ଆଇସିସି ପୁରୁଷ ଦିନିକିଆ ବିଶ୍ୱକପକୁ ନେଇ ବଡ଼ ଘୋଷଣା କରିଛି ଆଇସିସି। ଆସନ୍ତା ଡିସେମ୍ବର ୪ରୁ ନେପାଳରେ ଆରମ୍ଭ ହେବ ୱାଲର୍‌ଡ କପ କ୍ୱାଲିଫାୟର…

W, W, W, W…୪ ବଲ୍‌ରେ ୪ ଉଇକେଟ! ଡବଲ ହ୍ୟାଟ୍ରିକ ନେଇ ଇତିହାସ ରଚିଲେ ବୈଷ୍ଣବୀ

ନ୍ୟୁ ଚଣ୍ଡୀଗଡ଼,୭।୧୧: ଭାରତୀୟ ମହିଳା କ୍ରିକେଟ୍‌ରେ ନୂଆ କୀର୍ତ୍ତିମାନ ସ୍ଥାପନ କରିଛନ୍ତି ଷ୍ଟାର ସ୍ପିନର ବୈଷ୍ଣବୀ ଶର୍ମା। ମାତ୍ର ୪ଟି ବଲ୍‌ରେ ଲଗାତାର ୪ଟି ଉଇକେଟ ନେଇ…

ସନ୍ନ୍ୟାସ ଘୋଷଣା କଲେ ମହମ୍ମଦ ଶାମି: ଭାରତୀୟ ଦଳକୁ ଫେରିବା ସ୍ବପ୍ନରେ ପଡ଼ିଲା ପୂର୍ଣ୍ଣଚ୍ଛେଦ, ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୭।୧୧: ଭାରତୀୟ କ୍ରିକେଟ ଦଳର ଅନ୍ୟତମ ଷ୍ଟାର୍‌ ଦ୍ରୁତ ବୋଲର ମହମ୍ମଦ ଶାମି ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଶୁକ୍ରବାର (ନଭେମ୍ବର ୬) ଶାମି ସୋସିଆଲ…

ମୁସ୍ତାକ ଅଲୀ ଟ୍ରଫି: ବିହାର ସିନିୟର ଦଳର ନେତୃତ୍ୱ ନେବେ ବୈଭବ ସୂର୍ଯ୍ୟବଂଶୀ

ପାଟନା,୬ା୧୧: ନଭେମ୍ବର ୧୪ରୁ ଆରମ୍ଭ ହେବାକୁଥିବା ସୟଦ ମୁସ୍ତାକ ଅଲି ଟ୍ରଫିର ପ୍ରଥମ ଦୁଇଟି ମ୍ୟାଚ ପାଇଁ ସ୍ବଳ୍ପ ବୟସ୍କ ବ୍ୟାଟିଂ ପ୍ରତିଭା ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ରଥମ…

୪ ବର୍ଷ ବାସନ୍ଦ ହେଲେ ଏହି ଅଲିମ୍ପିକ ବିଜେତା, ଜାଣନ୍ତୁ…

ଲାଉସାନେ,୧୧ା୬: ଡୋପ୍‌ ଟେଷ୍ଟରେ ଧରାପଡ଼ିବାରୁ ଅଲିମ୍ପିକ ଭାରୋତ୍ତୋଳକ ବ୍ରୋଞ୍ଜ ପଦକ ବିଜେତା ବୋଝିଦାର ଦିମିତ୍ରୋଭ ଆନ୍ଦ୍ରିଭଙ୍କୁ ଶୁକ୍ରବାର ୪ବର୍ଷ ପର୍ଯ୍ୟନ୍ତ ବାସନ୍ଦ କରାଯାଇଛି। ଫଳରେ ସେ ୨୦୨୮…

ସେହୱାଗଙ୍କ ପୁଅ ଆର୍ଯ୍ୟବୀରଙ୍କ ଦମଦାର ଇନିଂସ; ନେପାଳକୁ ଧୂଳି ଚଟାଇ୧୦ ୱିକେଟରେ ଜିତିଲା ଭାରତ

ନୂଆଦିଲ୍ଲୀ,୬।୧୧: ୨୦୨୬ ଅଣ୍ଡର-୧୯ ଏସିଆ କପରେ, ଭାରତୀୟ ଦଳ ନେପାଳ ବିପକ୍ଷରେ ନିଜର ପ୍ରଥମ ମ୍ୟାଚ ଖେଳିଥିଲା। ଶୁକ୍ରବାର (ନଭେମ୍ବର ୬) ‘ଅଲ ଆମେରାଟ କ୍ରିକେଟ ଗ୍ରାଉଣ୍ଡ’…

ଟିମ୍‌ଇଣ୍ଡିଆକୁ ମିଳିଗଲା ନୂଆ ସୁପରଷ୍ଟାର: ସେହ୍ବାଗ-ଦ୍ରାବିଡଙ୍କ ପୁଅ ଉପସ୍ଥିତି ସତ୍ତ୍ୱେ କଲେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ

ନୂଆଦିଲ୍ଲୀ,୬।୧୧: ଅଣ୍ଡର-୧୯ ଏସିଆ କପ ୨୦୨୬ରେ ଭାରତୀୟ ଯୁବ ବୋଲର ଇଶାନ ସୁଦଙ୍କଚମତ୍କାର ପ୍ରଦର୍ଶନ। ଭାରତ ଅଣ୍ଡର-୧୯ ଓ ନେପାଳ ଅଣ୍ଡର-୧୯ ମଧ୍ୟରେ ଆଲ ଆମିରାତ୍ରେ ଖେଳାଯାଉଥିବା…

Video: ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପରିବାରକୁ ଭେଟିଲେ ପ୍ରଧାନମନ୍ତ୍ରୀ; କୁନି ଝିଅ କଣ୍ଠରୁ ଶୁଣିଲେ ଭଜନ

ନୂଆଦିଲ୍ଲୀ,୬।୧୧: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ନିଜ ପରିବାର ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ଏହି ସମୟରେ ସୂର୍ଯ୍ୟକୁମାରଙ୍କ ପତ୍ନୀ ଦେବିଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?