ଉତ୍କଳ ବିଶ୍ୱବିଦ୍ୟାଳୟର ଆଉ ୪ ଛାତ୍ର କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୨।୪(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟର ଆଉ ୪ ଛାତ୍ର କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ସୂଚନା ମିଳିଛି।

ସୋସିଓଲୋଜି ବିଭାଗର ଜଣେ ଛାତ୍ର କରୋନା ସଂକ୍ରମିତ ହେବାର ଗୋଟିଏ ଦିନ ପରେ ଆଉ ୪ ଜଣ ଛାତ୍ର କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି।

ସୂଚନାଯୋଗ୍ୟ, ରସାୟନ ବିଜ୍ଞାନର ୨ ଛାତ୍ର, ଏମ୍‌ସିଏ ଏବଂ ଅର୍ଥନୀତି ବିଭାଗରୁ ଜଣେ ଲେଖାଏ ଛାତ୍ର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସମସ୍ତଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷ ପ୍ରତି ଭାଗଚାଷୀ ବିମୁଖ

କେନ୍ଦ୍ରାପଡ଼ା ଅଫିସ,୯ା୫: ଅକ୍ଷୟ ତୃତୀୟା ଅବସରରେ ରାଜ୍ୟ ସରକାରଙ୍କ କୃଷି, କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ ରାଜ୍ୟର ୪୦ଲକ୍ଷରୁ ଊର୍ଦ୍ଧ୍ୱ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ...

ମା’, ବାପାଙ୍କୁ ପନିକିରେ ହାଣି ହତ୍ୟା କଲା ପୁଅ

ନୂଆଗାଁ, ୨୫।୧୨ (ଡି.ଏନ.ଏ)- ସୁନ୍ଦରଗଡ଼ ଜିଲା ନୂଆଗାଁ ବ୍ଲକ ବିଶ୍ରା ଥାନା ଖୁଣ୍ଟଗାଁ ପଞ୍ଚାୟତ ଅନ୍ତର୍ଗତ ବିଶପୁର ଗ୍ରାମରେ ଶୁକ୍ରବାର ଘଟିଛି ଅଭାବନୀୟ ଘଟଣା ।...

ଧୂଳିର କଷ୍ଟ ଭୋଗୁଛନ୍ତି ଛାତ୍ରୀଛାତ୍ର

ଜୟପୁର,୪ା୩(ନି.ପ୍ର.) – ଜାତୀୟ ରାଜପଥ ହେଉ କିମ୍ବା ଗ୍ରାମାଞ୍ଚଳ ରାସ୍ତାଘାଟ ନିର୍ମାଣ ପାଇଁ ସରକାର ଗୁରୁତ୍ୱ ଦେଉଛନ୍ତି, ତାକୁ ସାଧାରଣ ଲୋକେ ସ୍ବାଗତ କରୁଛନ୍ତି। କିନ୍ତୁ...

ପିଇଓ ସ୍ମିତାରାଣୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା: ଏସ୍‌ପିଙ୍କ ନାମରେ ଥାନାରେ ଏତଲା

ଯାଜପୁର ଅଫିସ,୨୭ା୧୦: ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ(ପିଇଓ) ସ୍ମିତାରାଣୀଙ୍କ ରହସ୍ୟଜନକ ମୃତ୍ୟୁକୁ ନେଇ ଜିଲା ଅଶାନ୍ତ ହେବାରେ ଲାଗିଛି।...

ସୁଷମାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଜ୍ୟପାଳ

ପୁରୀ ଅଫିସ, ୭ା୮: ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ସୁଷମା ସ୍ବରାଜଙ୍କ ପରଲୋକରେ ଦେଶବ୍ୟାପୀ ବହୁ ବିଶିଷ୍ଟ ବ୍ୟକ୍ତି ଗଭୀର ଶ୍ରଦ୍ଧାଞ୍ଜଳି...

ବାରାଣସୀକୁ ଉଡ଼ିଲା ବିମାନ

ଭୁବନେଶ୍ୱର, ୧।୨(ବ୍ୟୁରୋ): ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ଭାୟା ଭୁବନେଶ୍ୱର ଦେଇ ବାରାଣସୀକୁ ଶୁକ୍ରବାରଠାରୁ ବିମାନସେବା ଆରମ୍ଭ ହୋଇଛି। ଏଲାଏନ୍ସ ଏୟାର୍‌ ପକ୍ଷରୁ ଏହି...

ରାଜ୍ୟରୁ ଚିହ୍ନଟ ହେଲେ ନୂଆ ୧୩୮ କରୋନା ପଜିଟିଭ: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩୪୬୬୭ରେ ପହଞ୍ଚିଲା

ଭୁବନେଶ୍ୱର, ୨୭।୧(ବ୍ୟୁରୋ): ଗତ ମଙ୍ଗଳବାର ରାଜ୍ୟରେ ଶତେ ତଳକୁ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ବୁଧବାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୧୩୮। ଏଥିମଧ୍ୟରୁ...

ଦୁର୍ଘଟଣାରେ ଚାଲିଗଲା ୪ ଜୀବନ

ବରଗଡ଼ ଅଫିସ୍‌,୧୪।୧୧: ବରଗଡ଼ ଜିଲା ବିଜେପୁର-ପଦ୍ମପୁର ରାସ୍ତା ଏବଂ ଭଟଲି-ଅମ୍ବାଭୋନା ରାସ୍ତାରେ ରବିବାର ପୃଥକ ଭାବେ ୨ଟି ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ...

Advertisement
Archives

Model This Week