ଓଡ଼ିଶା ହାଇକୋର୍ଟର ୪ ନୂଆ ବିଚାରପତି

କଟକ ଅଫିସ,୩୦।୯: ଓଡ଼ିଶା ହାଇକୋର୍ଟରେ ୪ ନୂଆ ବିଚାରପତିଙ୍କୁ ନିଯୁକ୍ତି ମିଳିଛି। ସେମାନଙ୍କ ମଧ୍ୟରେ ବାର୍‌ ଆସୋସିଏଶନ୍‌ରୁ ୨ଜଣ ଥିବା ବେଳେ ୨ ଜୁଡିସିଆଲ ଅଫିସର ଅଛନ୍ତି। ତେବେ ଆଇନଜୀବୀ ଆଦିତ୍ୟ କୁମାର ମହାପାତ୍ର, ମୃଗାଙ୍କ ଶେଖର ସାହୁ, ଜୁଡିସିଆଲ ଅଫିସର ରାଧାକୃଷ୍ଣ ପଟ୍ଟନାୟକ ଏବଂ ଶଶିକାନ୍ତ ମିଶ୍ର ବିଚାରପତି ହୋଇଛନ୍ତି। ଏହି ୪ ନାମକୁ ସୁପ୍ରିମକୋର୍ଟ କଲେଜିୟମ ପକ୍ଷରୁ ମଞ୍ଜୁରୀ ମିଳିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘର ଆଗରେ ପଡ଼ିଲା ଅଫୁଟା ଗୋଳା

ବାହାନଗା,୨୪।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ବରିପଦା ପଞ୍ଚାୟତର ସମୁଦ୍ରକୂଳବର୍ତ୍ତୀ ଗ୍ରାମ ୪ନମ୍ବର ୱାର୍ଡ ମହାରୁଦ୍ରପୁର ଆଡ଼ିଆରେ ପ୍ରତିରକ୍ଷା ବିଭାଗ ତରଫରୁ ପରୀକ୍ଷଣ ଚାଲିଥିବା ବେଳେ ଏକ...

ଚିନି ଭାବି ୟୁରିଆ ଖାଇ ୪ଗୁରୁତର

ଦେବଗଡ଼,୨୩ା୭(ଡି.ଏନ୍‌.ଏ): ଚିନି ଭାବି ୟୁରିଆ ସାର ଖାଇଦେବାରୁ ୩ ଶିଶୁ ଓ ଜଣେ ବୃଦ୍ଧା ଗୁରୁତର ଅସୁସ୍ଥ ହୋଇଛନ୍ତି। ଶୁକ୍ରବାର ଏଭଳି ଘଟଣା ଘଟିଛି ଦେବଗଡ଼...

ଟ୍ରାକ୍ଟର ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ

ପୋଲସରା,୨୫।୧୦(ଡି.ଏନ୍‌.ଏ): ଗଞ୍ଜାମ ଜିଲା ପୋଲସରା ସହରର ହାଇସ୍କୁଲ ଛକରେ ସୋମବାର ସକାଳେ ଏକ ଟ୍ରାକ୍ଟର ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ଜଣଙ୍କ...

ଭକ୍ତଙ୍କ ପାଇଁ କାଳିଜାଇ ବନ୍ଦ

ଖୋର୍ଦ୍ଧା ଅଫିସ, ୧୩।୧: ଭକ୍ତଙ୍କ ପାଇଁ ମା’ କାଳିଜାଇ ମନ୍ଦିର ଶୁକ୍ରବାର ବନ୍ଦ ରହିବ। ମକର ସଂକ୍ରାନ୍ତିରେ ପ୍ରବଳ ଭିଡକୁ ଦୃଷ୍ଟିରେ ରଖି ଶ୍ରଦ୍ଧାଳୁଙ୍କ ପାଇଁ...

ମହାପ୍ରଭୁଙ୍କ ମାମୁଘର ବିବାଦ: ଶାସ୍ତ୍ର, ପୁରାଣ, ସ୍ବତ୍ବଲିପିରେ ଉଲ୍ଲେଖ ନାହିଁ

ପୁରୀ ଅଫିସ, ୨୧।୧୧: ମହାପ୍ରଭୁଙ୍କ ମାମୁଘର ନେଇ ସୃଷ୍ଟି ହୋଇଛି ନୂଆ ବିବାଦ। ପ୍ରଥମାଷ୍ଟମୀ ଅବସରରେ ମଙ୍ଗଳବାର ନିଆଳି ମାଧବରୁ ପୋଢୁଅଁ। ଭାର ମହାପ୍ରଭୁଙ୍କ ପାଇଁ...

‘ଓଡ଼ିଶା ଚାଷୀଙ୍କୁ ମିଳୁନି କେନ୍ଦ୍ରୀୟ ଅନୁଦାନ’

ଢେଙ୍କାନାଳ ଅଫିସ, ୨୭ା୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୃଷି କ୍ଷେତ୍ର ପାଇଁ ଓଡ଼ିଶାକୁ ବିପୁଳ ଆର୍ଥତ୍କ ଅନୁଦାନ ଦେଉଛନ୍ତି। ରାଜ୍ୟର ଚାଷୀଙ୍କ ପାଖରେ ଏହା ପହଞ୍ଚୁନାହିଁ।...

ଶେଷଦିନରେ ରମ୍ଭା ଏନ୍‌ଏସିର ୨ଅଧ୍ୟକ୍ଷା-୨୧ କାଉନସିଲରଙ୍କ ନାମାଙ୍କନ ପତ୍ର ଦାଖଲ

ରମ୍ଭା,୭।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ରମ୍ଭାରେ ସ୍ଥାନୀୟ ନିର୍ବାଚନ କାର୍ଯ୍ୟାଳୟ ପରିସରରେ ଶେଷଦିନରେ ୨ ଅଧ୍ୟକ୍ଷା ଓ ୨୧ଜଣ କାଉନସିଲର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏନେଇ...

କାହାକୁ ମିଳିବ ଶଟ୍‌ଡାଉନରେ ଅନୁମତି

ଭୁବନେଶ୍ୱର,୧୯।୪: ରାଜ୍ୟ ସରକାରଙ୍କ ଦ୍ୱାରା ଘୋଷିତ ସପ୍ତାହନ୍ତା ଶଟ୍‌ଡାଉନରେ ଅତ୍ୟାବଶ୍ୟକ ସେବାକୁ କଟକଣା ମୁକ୍ତ କରାଯାଇଛି। ସ୍ବାସ୍ଥ୍ୟସେବାରେ ନିୟୋଜିତ କର୍ମଚାରୀ ଶଟ୍‌ଡାଉନ ସମୟରେ ଯିବା ଆସିବା...

Advertisement
Archives

Model This Week