୪ ଅଫିସରଙ୍କୁ ବଡ଼ ଦାୟିତ୍ୱ: ଘଟଣାସ୍ଥଳକୁ ଯିବାକୁ ମନ୍ତ୍ରୀ ଏବଂ ସିଆରସିଙ୍କୁ ନିର୍ଦ୍ଦେଶ

ସୋର,୨।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନରେ ଶୁକ୍ରବାର ସନ୍ଧ୍ୟାରେ ୨ ଏକ୍ସପ୍ରେସ୍ ଟ୍ରେନ୍ କରମଣ୍ଡଳ ଏକ୍ସପ୍ରେସ ଓ ଯଶୱନ୍ତପୁର-ହାୱଡ଼ା ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ ହୋଇଛି।  ଏହି ଦୁର୍ଘଟଣାରେ ୬-୭ ବଗି ଲାଇନଚ୍ୟୁ ହୋଇଥିବା ଅନୁମାନ କରାଯାଉଛି। ମୃତକଙ୍କ ସଂଖ୍ୟା ଏଯାବତ୍‌ ସ୍ପଷ୍ଟ ହୋଇ ନ ଥିବା ବେଳେ ସଂଖ୍ୟା ବଢ଼ୁଥିବା ଅନୁମାନ କରାଯାଉଛି। ଯାହାକି ଆକଳନ କରିବା କଷ୍ଟକର ହୋଇ ପଡ଼ୁଛି। ମୃତକଙ୍କ ସଂଖ୍ୟା ୫୦ରୁ ଊର୍ଦ୍ଧ୍ୱ ରହିଛି।
ଘଟଣାସ୍ଥଳକୁ ଯିବାକୁ ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ ଏବଂ ସତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁଙ୍କୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ସରକାର ୪ବରିଷ୍ଠ ଅଧିକାରୀ ହେମନ୍ତ ଶର୍ମା, ବଲଓ୍ବନ୍ତ ସିଂ, ଅରବିନ୍ଦ ଅଗ୍ରଓାଲଙ୍କ ସହ ଅଗ୍ନିଶମ ଡିଜି ସୁଧାଂଶୁ ଷଡଙ୍ଗୀଙ୍କୁ ଉଦ୍ଧାର କାର୍ଯ୍ୟ ଏବଂ ହସ୍ପିଟାଲ ତଦାରଖ ପାଇଁ ଦାୟିତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲ: ଦମନ, ପ୍ରତୀକ୍ଷା ମନୋନୀତ

ଭୁବନେଶ୍ୱର,୨୭ା୪(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଆ ଚଳଚ୍ଚିତ୍ର ଜଗତ ପାଇଁ ଏକ ଖୁସି ଓ ଗର୍ବର ଖବର। ନିକଟରେ ଓଡ଼ିଆ ସିନେମାରେ ଚର୍ଚ୍ଚାରେ ଥିବା ଦୁଇଟି ଚଳଚ୍ଚିତ୍ର ‘ଦମନ’...

ପୂର୍ବତନ ସମିତି ସଭ୍ୟଙ୍କ ଗଳାକାଟି ହତ୍ୟା, ମାଓବାଦୀଙ୍କ ହାତ ଥିବା ସନ୍ଦେହ

ମାଲକାନଗିରି,୨୭ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ କଂଗ୍ରେସ ନେତା ତଥା ପୂର୍ବତନ ସମିତି ସଭ୍ୟଙ୍କୁ ଶନିବାର କେହି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ...

ବଜ୍ରପାତରେ ମା’-ପୁଅଙ୍କ ଜୀବନ ଗଲା

ଡେରାବିଶ,୨୭ା୪(ଅଜୟ ବେବର୍ତ୍ତା): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଖମୋଳ ପଞ୍ଚାୟତ ଅନ୍ତର୍ଗତ ଜହ୍ନିମୂଳ ଗ୍ରାମରେ ଶନିବାର ସନ୍ଧ୍ୟାରେ ବଜ୍ରପାତରେ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଛି।...

କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ...

କଟକ-ବାରବାଟୀରୁ ଲଢ଼ିବେ ମୋକିମ୍‌ଙ୍କ ଝିଅ ସୋଫିଆ, ନାଁ ସୁପାରିସ କଲା କଂଗ୍ରେସ

କଟକ,୨୭ା୪: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ ରାଜନୀତିକୁ ଓହ୍ଲାଇବା ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ତେବେ ସୋଫିଆଙ୍କୁ ବିଧାୟିକା ପ୍ରାର୍ଥୀ କରିବା...

ପ୍ରମୁଖ ଦଳର ଟିକେଟ୍‌ ଘୋଷଣା ପରେ ଆତସବାଜିରେ କମ୍ପିଲା ନିରାକାରପୁର

ନିରାକାରପୁର,୨୭ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଶନିବାର ଅପରାହ୍ନରେ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ପ୍ରଶାନ୍ତ କୁମାର ଜଗଦେବଙ୍କୁ ପ୍ରାର୍ଥୀ କରିଥିବା...

ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ

କୋକସରା,୨୭ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାର ନିର୍ବାଚନୀ ପ୍ରଚାରରେ ଭି.କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସିଥିଲେ। ପ୍ରଥମେ କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଞ୍ଚଳର ଗୋତମୁଣ୍ଡା...

ଖୋର୍ଦ୍ଧାରେ ପ୍ରଶାନ୍ତ-ରାଜେନ୍ଦ୍ର ଲଢ଼େଇ

ଖୋର୍ଦ୍ଧା,୨୭।୪: ସାଧାରଣ ନିର୍ବାଚନକୁ ନେଇ ପୂର୍ବତନ ବେଗୁନିଆ ବିଧାୟକ ତଥା ଚିଲିକାର ବର୍ତ୍ତମାନର ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଖୋର୍ଦ୍ଧା ବିଧାନସଭା ଆସନରୁ ଟିକେଟ ଦେଇଛି ଭାଜପା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri