ରାଜ୍ୟରେ ବଢୁଛି ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୪ ଚିହ୍ନଟ

ଭୁବନେଶ୍ୱର,୨୬ା୧୨(ବ୍ୟୁରୋ): ରାଜ୍ୟରେ ରବିବାର ଆଉ ୪ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୮ରେ ପହଞ୍ଚିସାରିଲାଣି। ଏମାନଙ୍କ ମଧ୍ୟରୁ ଦୁଇ ଜଣ ନାଇଜେରିଆରୁ ଫେରିଥିବା ବେଳେ ଆଉ ଦୁଇଜଣ ୟୁଏଇରୁ ଫେରିଥିଲେ। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଚାର ଶେଷ, ଏଥର ଭୋଟ ପ୍ରସ୍ତୁତ

ନୟାଗଡ଼ ଅଫିସ, ୨୩।୩: ପୌର ନିର୍ବାଚନ ପାଇଁ ମଙ୍ଗଳବାର ପ୍ରଚାର ଶେଷ ହୋଇଛି । ୨୪ରେ ଭୋଟ ଗ୍ରହଣ ହେବ। ସେଥିପାଇଁ ଜିଲା ପ୍ରଶାସନଠାରୁ ଆରମ୍ଭ...

୨ ଦିନରେ ୩ ହଜାର ହିତାଧିକାରୀଙ୍କୁ ମିଳିଲା ୪ ମାସର ଭତ୍ତା

ଭୁବନେଶ୍ୱର,୩୧ା୩(ବ୍ୟୁରୋ): କରୋନା ଭୂତାଣୁ (କୋଭିଡ୍‌-୧୯)ର ସଂକ୍ରମଣକୁ ଏଡ଼ାଇବା ପାଇଁ ସରକାର ଲକଡାଉନ ଘୋଷଣା କରିଛନ୍ତି। ଏଥିଯୋଗୁ ସବୁ ବନ୍ଦ ହେବା ଯୋଗୁ ଲୋକେ ଖାଦ୍ୟପେୟର ଅଭାବ...

ଆଜି ସରିବ ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା

ଭୁବନେଶ୍ୱର, ୧୭ା୭(ବ୍ୟୁରୋ): ଯୁକ୍ତ୨ ପ୍ରଥମ ବର୍ଷ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ବୁଧବାର ଶେଷ ହେବ। ସନ୍ଧ୍ୟାରେ ନାମଲେଖା ସମ୍ପର୍କିତ ଚୂଡ଼ାନ୍ତ ତଥ୍ୟ ଇ-ସ୍ପେସ୍‌ରେ ପ୍ରକାଶ...

ବିଦେଶ ଯାଉଥିବା ଲୋକଙ୍କ ଦ୍ୱିତୀୟ ଡୋଜ୍‌ ଟିକାକରଣକୁ ପ୍ରାଧାନ୍ୟ

ଭୁବନେଶ୍ୱର, ୧୭ା୬(ବ୍ୟୁରୋ): ପାଠ ପଢ଼ିବା, ଚାକିରି ଓ ଟୋକିଓ ଅଲିମ୍ପିକ୍ସରେ ଯୋଗଦେବା ପାଇଁ ବିଦେଶ ଯିବାକୁ ଥିବା ଲୋକଙ୍କୁ ଦ୍ୱିତୀୟ ଡୋଜ୍‌ କୋଭିଶିଲ୍ଡ ଟିକାକରଣ ନିମନ୍ତେ...

ଭୁବନେଶ୍ୱରରେ ଗଡ଼ିବନି ରଥ

ଭୁବନେଶ୍ୱର,୨୩।୬(ବ୍ୟୁରୋ): କରୋନା ପାଇଁ ଭୁବନେଶ୍ୱରରେ ଏଥର ଗଡ଼ିବନି ରଥ। ମାଉସୀ ଘର ଯିବେନି ଠାକୁର। ମନ୍ଦିର ପରିସରରେ ଅସ୍ଥାୟୀ ଜନ୍ମବେଦୀ କରାଯାଇ ସମସ୍ତ ନୀତିକାନ୍ତି ସମ୍ପନ୍ନ...

ସୁନ୍ଦରଗଡ଼ବାସୀଙ୍କୁ ଯିବାକୁ ପଡ଼ିବନି କଟକ, ଭୁବନେଶ୍ୱର

ରାଉରକେଲା,୨୦।୩: ସୁନ୍ଦରଗଡ଼ ଜିଲାରେ ନ ଥିଲା ସୁପର ସ୍ପେଶିଆଲିଟି ହସ୍ପିଟାଲ। ଉତ୍ତମ ଚିକିତ୍ସା ପାଇଁ କଟକ, ଭୁବନେଶ୍ୱର ଯାଉଥିଲେ ଜିଲାବାସୀ। ବର୍ତ୍ତମାନ ଏହା ଦୁର ହୋଇଛି।...

ସରପଞ୍ଚ ପ୍ରାର୍ଥୀଙ୍କ ଘର ପଛ ପଟେ ଫୁଟିଲା ବୋମା

ପୁରୀ ଅଫିସ,୨୮।୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଚାର ଆରମ୍ଭରୁ ହିଁ ପୁରୀ ଜିଲାରେ ନିର୍ବାଚନୀ ହିଂସା ଦେଖିବାକୁ ମିଳିଲାଣି। ଗୋପ ଓ ପୁରୀ ଚନ୍ଦନପୁର...

ପ୍ରୋଷ୍ଟେଟ୍‌ ସମସ୍ୟାରେ ପୀଡ଼ିତ ୬୫% ପୁରୁଷ: ଲୁଚାଇଲେ ହୋଇପାରେ ଘାତକ

ଭୁବନେଶ୍ୱର,୧୮ା୯(ବ୍ୟୁରୋ): ଭାରତୀୟଙ୍କ ମଧ୍ୟରେ ବୃଦ୍ଧିପାଉଛି ବିନାଇନ୍‌ ପ୍ରୋଷ୍ଟାଟିକ୍‌ ହାଇପର୍‌ପ୍ଲାସିଆ(ବିପିଏଚ୍‌) ଜନିତ ସମସ୍ୟା। ମୂତ୍ରାଶୟର ବାହ୍ୟପଥରେ ବାଧା ସୃଷ୍ଟି କରୁଥିବା ବିପିଏଚ୍‌ ପ୍ରୋଷ୍ଟେଟ୍‌ ଏକ ବୟସ ସମ୍ବନ୍ଧିତ...

Advertisement
Archives

Model This Week