Posted inଜାତୀୟ

୨୦୨୩ରେ ୪ ସଂଗଠନକୁ ଆତଙ୍କବାଦୀ ତାଲିକାଭୁକ୍ତ କରାଯାଇଛି…

ନୂଆଦିଲ୍ଲୀ,୧୫।୩ : ରାଜ୍ୟସଭାରେ ସ୍ବରାଷ୍ଟ୍ର ରାଷ୍ଟ୍ର ମନ୍ତ୍ରୀ ନିତ୍ୟାନନ୍ଦ ରାୟ ୁ ସୂଚନା ଦେଇଛନ୍ତି ଯେ ୨୦୨୩ ମସିହାରେ ଏପର୍ଯ୍ୟନ୍ତ ଚାରୋଟି ସଂଗଠନକୁ ୟୁଏପିଏ ଅଧୀନରେ ଆତଙ୍କବାଦୀ ସଂଗଠନ ଭାବରେ ସୂଚିତ କରାଯାଇଛି। ସେମାନଙ୍କ ନାମ ଅଧିନିୟମର ପ୍ରଥମ ସୂଚୀରେ ଯୋଡା ଯାଇଛି।

ଏହି ସଂଗଠନଗୁଡ଼ିକ ଆତଙ୍କବାଦ ସହ ଜଡିତ ଥିଲେ ଏବଂ ଭାରତରେ ବିଭିନ୍ନ ଆତଙ୍କବାଦ କାର୍ଯ୍ୟରେ ସଂଶ୍ଲିଷ୍ଟ ଥିଲେ। ଫେବୃଆରୀ ୨୦୨୩ ପର୍ଯ୍ୟନ୍ତ ୟୁଏପିଏର ଚତୁର୍ଥ କାର୍ଯ୍ୟସୂଚୀ ଏବଂ ପ୍ରଥମ କାର୍ଯ୍ୟସୂଚୀ ଅନୁଯାୟୀ ୫୪ ଆତଙ୍କବାଦୀ ଏବଂ ୪୪ ଆତଙ୍କବାଦୀ ସଂଗଠନ ତାଲିକାଭୁକ୍ତ ହୋଇଛନ୍ତି।

କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀରେ ମୋଟ ମଞ୍ଜୁରୀପ୍ରାପ୍ତ ପଦବୀ ସଂଖ୍ୟା ୧୦,୦୫,୫୨୦ ଥିବାବେଳେ ୧୦ ଜାନୁଆରୀ ୨୦୨୩ ସୁଦ୍ଧା ଏହି ପଦବୀଗୁଡିକର ସଂଖ୍ୟା ୮୪,୮୬୬ ରହିଛି। ସେ କହିଛନ୍ତି ଯେ ଅବସର, ଇସ୍ତଫା, ପଦୋନ୍ନତି, ମୃତ୍ୟୁ, ବାଟାଲିୟନର ନୂତନ ଗଠନ, ନୂତନ ପଦବୀ ସୃଷ୍ଟି ଇତ୍ୟାଦି କାରଣରୁ ସିଏପିଏଫ ଗୁଡ଼ିକରେ ଖାଲି ପଦବୀ ସୃଷ୍ଟି ହୁଏ। ଗତ ପାଞ୍ଚ ମାସ ମଧ୍ୟରେ,ସିଏପିଏଫରେ ୩୧,୭୮୫ କର୍ମଚାରୀ ନିଯୁକ୍ତି ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri