୪ ଓଭରଲୋଡ଼ିଙ୍ଗି ଚିପ୍ସ ବୋଝେଇ ହାଇୱା ଜବତ, ୨ଲକ୍ଷ ୭୭ ହଜାର…

ପାଟଣା,୨୧।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ପୋଲିସ ଓଭର ଲୋଡ ଥିବା ୪ଚିପ୍ସ ବୋଝେଇ ହାଇୱାକୁ ଗୁରୁବାର ପାଟଣା ବୈତରଣୀ ନଦୀ ବ୍ରିଜ ନିକଟରୁ ଜବତ କରିଛି । ଚଣ୍ଡିଖୋଲ ନିକଟ ଚଢେଇଧରା ଅଞ୍ଚଳରୁ ହାଇୱା ଗୁଡ଼ିକ ଚିପ୍ସ ଓଭରଲୋଡ କରି କରଞ୍ଜିଆକୁ ନେଉଥିବା ବେଳେ ପୋଲିସ ହାତରେ ଧରା ପଡ଼ିଥିଲେ।

ପାଟଣା ଥାନା ଅଧିକାରୀ କିରଣ ପ୍ରସାଦ ସାହୁ କେନ୍ଦୁଝର ଆରଟିଓଙ୍କୁ ଡାକାଇ ଗାଡ଼ି ଗୁଡ଼ିକୁ ଯାଞ୍ଚ କରିଥିଲେ। ଏହି ସମୟରେ ଗାଡିଗୁଡିକରେ ନିର୍ଦ୍ଧାରିତ କ୍ଷମତାଠାରୁ ଅଧିକ ଚିପ୍ସ ବୋଝେଇ ହୋଇଥିବା ଜଣାପଡିଥିଲା । ୪ଟି ହାଇୱାରୁ ୨ଲକ୍ଷ ୭୭ ହଜାର ଜରିମାନା ଆଦାୟ କରି ଛାଡ଼ି ଦିଆଯାଇଛି। ଗାଡ଼ିକୁ ଜବତ କରି ପରିବହନ ବିଭାଗକୁ ହସ୍ତାନ୍ତର କରିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଝାରସୁଗୁଡାରେ ଲଜ୍ଜା, ସମ୍ପର୍କୀୟଙ୍କ ଚିକିତ୍ସା ପାଇଁ ଯାଇଥିବା ବେଳେ ହସ୍ପିଟାଲରେ ନାବାଳିକାଙ୍କୁ ବଳାତ୍କାର

ଝାରସୁଗୁଡ଼ା,୨୧।୫(ଆଶିଷ ରଞ୍ଜନ ଦାଶ): ରୋଗୀ ସେବା ପାଇଁ ଉଦ୍ଦିଷ୍ଟ ପବିତ୍ର ଚିକିତ୍ସାଳୟ ପରିସରରେ ଘଟିଯାଇଛି ଏକ ସଙ୍ଗୀନ ଓ ଅତ୍ୟନ୍ତ ନିନ୍ଦନୀୟ ଘଟଣା। ଝାରସୁଗୁଡ଼ା ଜିଲା ମୁଖ୍ୟ…

ଫୋନରେ କଥା ହେଉହେଉ ହଠାତ୍ ଟ୍ରମ୍ପଙ୍କ ଉପରେ ରାଗିଗଲେ ନେତାନ୍ୟାହୁ, କହିଦେଲେ ଏହି ବଡ଼ କଥା

ଓ୍ବାଶିଂଟନ,୨୧।୫: ଇରାନ ବିରୁଦ୍ଧରେ ଚାଲିଥିବା ସଂଘର୍ଷର ଭବିଷ୍ୟତ ରଣନୀତି ସମ୍ପର୍କରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କ ମଧ୍ୟରେ ଟେଲିଫୋନ୍ ଆଲୋଚନା…

ମମତାଙ୍କୁ ଲାଗିଲା ଜୋରଦାର ଝଟକା! ପ୍ରଥମେ ଶୋଚନୀୟ ପରାଜୟ, ଆଉ ଏବେ… ରାସ୍ତାକୁ ଓହ୍ଲାଇବେ ଦିଦି!

କୋଲକାତା,୨୧।୫: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଟିଏମସି ନେତ୍ରୀ ମମତା ବାନାର୍ଜୀଙ୍କ ଚିନ୍ତା ବୃଦ୍ଧି ପାଇଛି। ନିକଟରେ ରାଜ୍ୟ ବିଧାନସଭା ନିର୍ବାଚନରେ ଦମନମୂଳକ ପରାଜୟ ପରେ, ତାଙ୍କୁ…

ପରିବା ବିକାଳିଙ୍କ ଝିଅ ଯୁକ୍ତ ୨ ବିଜ୍ଞାନରେ ଟପ୍ପର: ଜିଲା ପାଇଁ ଆଣିଲେ ଗୌରବ

ମୋହନା,୨୧ା୫(ମନ୍ମଥ ମିଶ୍ର): ବାପା ଜଣେ ପରିବା ବ୍ୟବସାୟୀ, ହେଲେ ଝିଅ ଯୁକ୍ତ ଦୁଇ ବିଜ୍ଞାନରେ ୫୬୦ ନମ୍ବର ଆଣି ଜିଲା ପାଇଁ ଗୌରବ ଆଣିଛନ୍ତି। ଗଜପତି ଜିଲା…

ଏବେ ଗ୍ୟାସ ସିଲିଣ୍ଡର ବୁକିଂ ପାଇଁ ଦେବାକୁ ପଡିବ ଏତେ ଟଙ୍କା! ଜାରି ହେଲା ନୂଆ ଦାମ୍‌

ନୂଆଦିଲ୍‌ଲୀ,୨୧।୫: ପଶ୍ଚିମ ଏସିଆରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଏବଂ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ମୂଲ୍ୟରେ ତୀବ୍ର ବୃଦ୍ଧି ଯୋଗୁଁ, ଘରୋଇ ବଜାରରେ ପେଟ୍ରୋଲ ଏବଂ ଡିଜେଲ…

ରାଗିଯାଇ ପଡ଼ିଆରେ ଏମିତି କାମ କଲେ ହାର୍ଦ୍ଦିକ ପାଣ୍ଡ୍ୟା: BCCI ଦେଲା ଦଣ୍ଡ

ନୂଆଦିଲ୍ଲୀ,୨୧।୫: ଖେଳାଳି ଏବଂ ଦଳ ଅଧିକାରୀମାନଙ୍କ ପାଇଁ ପ୍ରଯୁଜ୍ୟ ଆଇପିଏଲ ଆଚରଣ ସଂହିତା (ସ୍ତର ୧) ଉଲ୍ଲଂଘନ କରି ଫସିଛନ୍ତି ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା।…

୪୦ ବିଲିୟନ ଡଲାର ନିବେଶ, ପ୍ରଯୁକ୍ତିବିଦ୍ୟା… ପ୍ରଧାନମନ୍ତ୍ରୀ ମୋଦିଙ୍କ ୫ ଦେଶ ଗସ୍ତରୁ କ’ଣ ହେଲା ହାସଲ? ଜାଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ, ୨୧।୫: ଭାରତ କେବଳ ଏକ ବଜାର ନୁହେଁ ବରଂ ବିଶ୍ୱର ପ୍ରମୁଖ ଅର୍ଥନୀତି ମଧ୍ୟରେ ଏକ ବିଶ୍ୱସ୍ତ ଶକ୍ତି ଭାବରେ ଉଭା ହେଉଛି। ଏହି କାରଣରୁ…

ରାଜଧାନୀରେ ୨୪ଘଣ୍ଟାରେ ୫ଜଣଙ୍କୁ ହତ୍ୟା, ଘର ଭିତରେ ପଶି ମା’ପୁଅଙ୍କୁ ମାରିଦେଲେ

ନୂଆଦିଲ୍ଲୀ,୨୧।୫: ଜୀତାୟ ରାଜଧାନୀରେ ଅପରାଧ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦିଲ୍ଲୀରେ ପାଞ୍ଚ ଜଣଙ୍କ ମୃତ୍ୟୁ ଘଟିଥିବା ରିପୋର୍ଟ ହୋଇଛି । ଏବେ ଦିଲ୍ଲୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri