କଣ୍ଟେନରକୁ ପିଟି ହୁତୁହୁତୁ ହୋଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମତେ ୪ ଗୁରୁତର

ରୂପସା, ୨୩।୬(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ୧୬ ନଂ ଜାତୀୟ ରାଜପଥର ରୂପସା ଥାନା ଅନ୍ତର୍ଗତ ଏବଂ ଢାବା ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍ତା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରୁ ରୋଗୀ ନେଇ ଯାଉଥିବା ୧୦୮ ଆମ୍ବୁଲାନ୍ସ ଭାରସାମ୍ୟ ହରାଇ ଏକ କଣ୍ଟେନର ପଛ ପଟୁ ଧକ୍କା ଦେଇଥିଲା । ଫଳରେ ଆମ୍ବୁଲାନ୍ସରେ ଥିବା ଅକ୍ସିଜେନ ସିଲିଣ୍ଡର ଫାଟିଯାଇ ଆମ୍ବୁଲାନ୍ସଟି ଜଳି ଯାଇଥିଲା । ଆମ୍ବୁଲାନ୍ସରେ ଥିବା ରୋଗୀ ସମେତ ୪ ଜଣ ଗୁରୁତର ଆହତ ହୋଇଥିଲେ । ଆହତମାନଙ୍କୁ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଆମ୍ବୁଲାନ୍ସର ଫାର୍ମାସିଷ୍ଟଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ କଟକ ମେଡିକାଲ ସ୍ଥାନାନ୍ତର କରାଯାଇଛି । ରୂପସା ଥାନାଧିକାରୀ ସଚ୍ଚିଦାନନ୍ଦ ଗିରି ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି । ଆମ୍ବୁଲାନ୍ସଟି ସମ୍ପୂର୍ଣ୍ଣ ଜଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମଏମଡିଆର୍‌ ଆଇନ ପ୍ରତ୍ୟାହାର ଦାବିରେ ଗର୍ଜିଲା ବିଜେଡି: ୧୦ ହଜାରରୁ ଊର୍ଦ୍ଧ୍ୱ ବିଜେଡି କର୍ମୀ କଲେ ବିଶାଳ ପ୍ରତିବାଦ

କେସିଙ୍ଗା, ୨୯।୯(ତୁମେଶ୍ୱର ସାହୁ):ଏମଏମଡିଆର୍‌ ଆଇନର ପ୍ରତିବାଦ ଓ ଏହାକୁ ପ୍ରତ୍ୟାହାର ଦାବିରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଭୁବନେଶ୍ୱରଠାରେ ଏକ ବିଶାଳ ପ୍ରତିବାଦ ସଭା ଆୟୋଜିତ…

ରୋହିତ,ସେହୱାଗ, ଇଶାନଙ୍କୁ ପଛରେ ପକାଇଲେ କୋହଲି, ନିଜ ନାଁରେ କଲେ ଅନନ୍ୟ ରେକର୍ଡ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୯।୯: ଦିନିକିଆ କ୍ରିକେଟରେ ବିରାଟ କୋହଲିଙ୍କ ନାମ ପୁଣିଥରେ ଏକ ବିଶେଷ ରେକର୍ଡ ସହ ଚର୍ଚ୍ଚାରେ ରହିଛି। ନିଜ ବ୍ୟାଟିଂ ଦ୍ୱାରା ଦୀର୍ଘଦିନ ଧରି ରେକର୍ଡ ପରେ…

ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା; ଟଙ୍କା ବ୍ୟାଗ୍‌ ଲୁଟିନେଲେ ଦୁର୍ବୃତ୍ତ, ଅଞ୍ଚଳରେ ଚାଞ୍ଚଲ୍ୟ

ପାଟଣା,୨୯।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇପୋଷି-ପାଟଣା ରାସ୍ତାର ଭୀମାପଡ଼ା ଜଙ୍ଗଲ ନିକଟରେ ସୋମବାର ବିଳମ୍ବିତ ରାତିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ରାତି ୧୦ଟା…

ବଟେଶ୍ୱର ପୀଠକୁ ସଂଯୋଗ ରାସ୍ତା ଶୋଚନୀୟ: ତୁରନ୍ତ ମରାମତି ଦାବି

ଗଞ୍ଜାମ, ୨୯/୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଦ ପଞ୍ଚାୟତର କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ଶୈବପୀଠ ବଟେଶ୍ୱରକୁ ହୁମାଠାରୁ ସଂଯୋଗ କରୁଥିବା ରାସ୍ତା ଏବେ ଅତ୍ୟନ୍ତ…

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?