Posted inଜାତୀୟ

ସିଲିଣ୍ଡର ଫାଟି ୪ ମୃତ, ୫ ଆହତ

ଗାଜିଆବାଦ,୫।୧୦: ଉତ୍ତରପ୍ରଦେଶ ଗାଜିଆବାଦରେ ବୁଧବାର ଏକ ବଡ଼ ଅଘଟଣ ଘଟିଛି। ଏଠାରେ ସିଲିଣ୍ଡର ଫାଟିବାରୁ ଏକ ଘର ଭୁଷୁଡିପଡ଼ିଛି। ଏହି ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୨ଜଣ ଶିଶୁ ରହିଛନ୍ତି। ଆହତମାନଙ୍କୁ ଭଗ୍ନାବଶେଷ ତଳୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବୁଧବାର ସକାଳେ ଲୋନିର ବବଲୁ ଗାର୍ଡେନରେ ରହୁଥିବା ମକାନ ମୁନୀର ନାମକ ଜଣେ ବ୍ୟକ୍ତିଙ୍କ ଘରେ ଏହି ଘଟଣା ଘଟିଛି ବୋଲି ଗାଜିଆବାଦ ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁନିଫର୍ମ ସିଭିଲ୍‌ କୋଡ୍‌ ଲାଗୁ ପାଇଁ କମିଟି ଗଠନ କଲା ଉତ୍ତରାଖଣ୍ଡ

ଡେରାଡୁନ୍‌,୨୮।୫: ଉତ୍ତରାଖଣ୍ଡରେ ସମାନ ନାଗରିକ ସଂହିତା(ୟୁନିଫର୍ମ ସିଭିଲ୍‌ କୋଡ୍‌) ଲାଗୁ କରିବା ପାଇଁ ରାଜ୍ୟ ସରକାର ଏକ ବିଶେଷଜ୍ଞ କମିଟି ଗଠନ କରିଛନ୍ତି। ସୁପ୍ରିମକୋର୍ଟର ଅବସରପ୍ରାପ୍ତ...

ଉତ୍ତରପ୍ରଦେଶରେ ବର୍ଷା ବିତ୍ପାତ

ଲକ୍ଷ୍ନୌ,୨୮।୯: ଉତ୍ତରପ୍ରଦେଶରେ ଗତ ୩ଦିନ ଧରି ଲଗାଣ ବର୍ଷା ଲାଗି ରହିଥିବାରୁ ରାଜ୍ୟରେ ବର୍ଷା ବିତ୍ପାତ ଦେଖାଦେଇଛି। ରାସ୍ତାଘାଟରେ ଜଳାର୍ଣ୍ଣବ ହୋଇଯାଇଥିବା ବେଳେ ଘର ଗୁଡିକରେ...

ଜିଏସ୍‌ଟି ସଂଶୋଧନ ବିଲ୍‌ ପାର୍ଲାମେଣ୍ଟରେ ଗୃହୀତ

ନୂଆଦିଲ୍ଲୀ,୧୧ା୮(ପି.ଟି.): ମୌସୁମୀ ଅଧିବେଶନର ଶେଷ ଦିନରେ ଜିଏସ୍‌ଟି ସଂଶୋଧନ ବିଲ୍‌ ପାର୍ଲାମେଣ୍ଟରେ ଗୃହୀତ ହୋଇଛି। ଅନ୍‌ଲାଇନ ଗେମିଂ, କାସିନୋ ଏବଂ ହର୍ସ ରେସ୍‌ କ୍ଲବ୍‌ରେ ବେଟିଂର...

୪୬ଘଣ୍ଟା ପରେ ଶେଷ ହେଲା ରେସକ୍ୟୁ ଅପରେଶନ୍‌

ଦେଓଘର,୧୨।୪: ଝାଡଖଣ୍ଡ ଦେଓଘରର ତ୍ରିକୁଟ ପାହାଡ଼ର ରୋପଓ୍ବେ ଦୁର୍ଘଟଣାର ପ୍ରାୟ ୪୬ଘଣ୍ଟାର ଅକ୍ଲାନ୍ତ ପରିଶ୍ରମ ପରେ ରେସକ୍ୟୁ ଅପରେଶନ୍‌ ଶେଷ ହୋଇଛି। ମଙ୍ଗଳବାର ରୋପଓ୍ବେରେ ଫସିରହିଥିବା...

ଭାରତୀୟ ବୈଦେଶିକ ନୀତି ହେଉଛି ଲୋକଙ୍କ ସେବା କରିବା: ଜୟଶଙ୍କର

ନୂଆଦିଲ୍ଲୀ,୭।୧୨:ଭାରତର ବୈଦେଶିକ ନୀତିରେ ନିରନ୍ତର ବିକାଶକୁ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ପ୍ରଶଂସା କରିଛନ୍ତି। ‘ଭାରତର ବୈଦେଶିକ ନୀତିରେ ସର୍ବଶ୍ରେଷ୍ଠ ବିକାଶ’ ଉପରେ ପାର୍ଲାମେଣ୍ଟରେ ନିଜର...

ଦେଶ ସ୍ବାଧୀନତା ପାଇବାର ୨୩ ଦିନ ପୂର୍ବରୁ ପ୍ରସ୍ତୁତ ହୋଇଥିଲା ଜାତୀୟ ପତାକା, ଜାଣନ୍ତୁ ପତାକା ପଛର ଆଉ କିଛି କଥା…

ନୂଆଦିଲ୍ଲୀ,୧୧ା୮: ସ୍ବାଧୀନତା ସଂଗ୍ରାମୀ ତଥା ବିପ୍ଳବୀମାନେ ଦେଶକୁ ବ୍ରିଟିଶ ଶାସନରୁ ମୁକ୍ତ କରିବା ପାଇଁ ଦୀର୍ଘବର୍ଷ ଧରି ସଂଗ୍ରାମ କରିଥିଲେ। କିନ୍ତୁ ଦୀର୍ଘବର୍ଷ ଧରି ସେମାନଙ୍କର...

ସିବିଆଇକୁ ମିଳୁ ସ୍ବୟଂକ୍ରିୟ କ୍ଷମତା

ଚେନ୍ନାଇ, ୧୯।୮(ଆଇଏଏନ୍‌ଏସ୍‌): କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)କୁ ପିଞ୍ଜରାବଦ୍ଧ ଶୁଆ ନ କରି ଏହାକୁ ମୁକ୍ତ କରିବା ବା ସ୍ବୟଂକ୍ରିୟ କ୍ଷମତା ଦେବା ପାଇଁ ମାଡ୍ରାସ...

ଡ୍ରଗ୍ସ ମାମଲାରେ ଗିରଫ ହୋଇଥିବା ଏଜାଜ ଖାଁ କରୋନା ପଜିଟିଭ୍‌

ମୁମ୍ବାଇ,୫।୪: ସାରା ଦେଶରେ ପୁଣି ଥରେ କରୋନା କାୟା ବିସ୍ତାର କରିଚାଲିଛି। କରୋନାର ଦ୍ୱିତୀୟ ଲହର ଭୟାବହ ରୂପ ଧାରଣ କରିବାରେ ଲାଗିଛି। ଏହି ନୂଆ...

Advertisement
Archives

Model This Week